Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ...

  • ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ...

  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ...

  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ...

Home ›› ››ପଦ୍ମପୁର ସବଜେଲରୁ ଫେରାର ହେଲେ ୨ବିଚାରାଧୀନ କଏଦୀ

ପଦ୍ମପୁର ସବଜେଲରୁ ଫେରାର ହେଲେ ୨ବିଚାରାଧୀନ କଏଦୀ

2024-08-15 03:24:52
14640
Share:
Facebook
Twitter
E-Mail
WhatsApp
Telegram
ପଦ୍ମପୁର ସବଜେଲରୁ ଫେରାର ହେଲେ ୨ବିଚାରାଧୀନ କଏଦୀ

ବରଗଡ଼: ବରଗଡ଼ ଜିଲା ପଦ୍ମପୁର ସବଜେଲରୁ ୨ବିଚାରାଧୀନ କଏଦୀ ଫେରାର ହୋଇଯାଇଛନ୍ତି। ସେମାନେ ହେଲେ, ଟିକେଶ୍ବର ମାହାର ଏବଂ ତ୍ରିନାଥ ଶବର । ଟିକେଶ୍ବର ଏକ ଡକାୟତି ମାମଲା ଏବଂ ତ୍ରିନାଥ ହତ୍ୟା ଉଦ୍ୟମ ମାମଲାରେ ସବଜେଲରେ ଥିଲେ ବୋଲି ଜେଲର ପୁନିରାମ ବାଗ କହିଛନ୍ତି। ଗାମୁଛା ଏବଂ ଶର୍ଟ ବାନ୍ଧି ଅଭିଯୁକ୍ତମାନେ ଜେଲ ପାଚେରି ଡେଇଁ ଖସି ପଳାଇଥିବା ବାଗ ପ୍ରକାଶ କରିଛନ୍ତି। ତେବେ ଦିନ ଦ୍ବିପହରରେ ସବଜେଲରୁ ୨ବିଚାରାଧୀନ କଏଦୀ ଖସି ପଲଳାଇବାରେ ସକ୍ଷମ ହେବା ଜେଲ ସୁରକ୍ଷା ବ୍ୟବସ୍ଥାକୁ ପଦାରେ ପକାଇ ଦେଇଛି। ଏ ସମ୍ପର୍କରେ ଜେଲର ବାଗଙ୍କୁ ପଚାରିବାରୁ ସେ ବିଭାଗୀୟ କାର୍ଯ୍ୟରେ ଉପଜିଲାପାଳଙ୍କ ପାଖକୁ ଯାଇଥିଲେ ଏବଂ ସେହି ସମୟରେ ଘଟଣା ଘଟିଥିବା କହିଛନ୍ତି। ଏ ନେଇ ପଦ୍ମପୁର ଥାନାରେ ଏତଲା ଦେବା ପରେ ପୋଲିସ ଫେରାର କଏଦୀଙ୍କୁ ଧରିବା ପାଇଁ ତନାଘନା ଚଳାଇଛି।

Powered by Froala Editor

Tags Prisoner

Related articles Odisha News Lens 4.1

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14362
    Mar 11, 2026
  •  ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ

    15494
    Mar 11, 2026
  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା
    ରାଜନୀତି

    ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା

    14219
    Mar 11, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13694
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13765
    Mar 12, 2026
  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ
    ଦେଶ-ଦେଶାନ୍ତର

    କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14964
    Mar 11, 2026
  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ
    ଦେଶ-ଦେଶାନ୍ତର

    ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14472
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13882
    Mar 11, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14398
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13694
    Mar 12, 2026
  • ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13882
    Mar 11, 2026
  • ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14398
    Mar 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13882
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15017
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14771
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15216
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15370
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15673
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15132
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14983
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13694
    Mar 12, 2026
  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା

    14219
    Mar 11, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13765
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In