Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ...

  • ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ...

  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ...

  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ...

  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅତ୍ୟାଧୁନିକ ଡ୍ରୋନ ତିଆରି କଲା ଭାରତ, ୧୦୦୦ କିଲୋମିଟର ପର୍ଯ୍ୟନ୍ତ ଉଡ଼ି ପାରିବ

ଅତ୍ୟାଧୁନିକ ଡ୍ରୋନ ତିଆରି କଲା ଭାରତ, ୧୦୦୦ କିଲୋମିଟର ପର୍ଯ୍ୟନ୍ତ ଉଡ଼ି ପାରିବ

2024-08-16 08:41:09
14255
Share:
Facebook
Twitter
E-Mail
WhatsApp
Telegram
ଅତ୍ୟାଧୁନିକ ଡ୍ରୋନ ତିଆରି କଲା ଭାରତ, ୧୦୦୦ କିଲୋମିଟର ପର୍ଯ୍ୟନ୍ତ ଉଡ଼ି ପାରିବ

 ନୂଆଦିଲ୍ଲୀ: ଭାରତକୁ ମିଳିଛି ବଡ଼ ସଫଳତା। ଡ୍ରୋନ ନିର୍ମାଣ କ୍ଷେତ୍ରରେ ଭାରତ ଗୋଟିଏ ପାଦ ଆଗକୁ ବଢ଼ି ଏକ ଅତ୍ୟାଧୁନିକ ଡ୍ରୋନ ତିଆରି କରିବାରେ ସଫଳ ହୋଇଛି। ନେସନାଲ ଏରୋସ୍ପେଶ ଲାବରେଟୋରିଜ(ଏନଏଏଲ) ଦ୍ଵାରା ନିର୍ମିତ ଏହି ଡ୍ରୋନ ଏକ ସମୟରେ ୧୦୦୦ କିଲୋମିଟର ଦୂରତା ପର୍ଯ୍ୟନ୍ତ ଉଡ଼ି ପାରିବ। ବର୍ତ୍ତମାନ ସମୟରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଲାଗି ରହିଥିବାବେଳେ ଶତ୍ରୁ ରାଷ୍ଟ୍ର ପରସ୍ପରଙ୍କୁ ଡ୍ରୋନ ସାହାଯ୍ୟରେ ଆକ୍ରମଣ କରୁଥିବା ଦେଖିବାକୁ ମିଳୁଛି। ତେଣୁ ଏଭଳି କ୍ଷେତ୍ରରେ ଭାରତର ଏହି ଡ୍ରୋନ ପଡ଼ୋଶୀ ଶତ୍ରୁ ରାଷ୍ଟ୍ରଗୁଡ଼ିକୁ ମୁକାବିଲା କରିବାରେ ଭାରତୀୟ ସେନା ପାଇଁ ବିଶେଷ ସହାୟକ ହେବ। ଏହାଦ୍ଵାରା ସେନା ଆହୁରି ଶକ୍ତିଶାଳୀ ହେବ ବୋଲି ଆଶା କରାଯାଉଛି।

ସ୍ଵଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି ଡ୍ରୋନର ନାଁ ହେଉଛି ‘କାମିକାଜେ’। ଏହା ୩୦ରୁ ୪୦ କିଲୋଗ୍ରାମ ଓଜନର ଯୁଦ୍ଧାସ୍ତ୍ର ବା ବିସ୍ଫୋରକ ବହନ କରିବାର କ୍ଷମତା ରଖିଛି। ସ୍ଵଳ୍ପଦୂରତା ଅଞ୍ଚଳ ମଧ୍ୟରେ ଆକ୍ରମଣ କରିବାରେ ଏହା ସହାୟକ ହେବ। ଜିପିଏସ ବିନା ଏହା ପରିଚାଳିତ ହୋଇପାରିବ।

ପୂର୍ବରୁ ଆତଙ୍କବାଦୀ ନିରୋଧୀ କାର୍ଯ୍ୟକାଳପ କ୍ଷେତ୍ରରେ ସେନା ପକ୍ଷରୁ ହୋଭର ବି ଡ୍ରୋନ ବ୍ୟବହାର କରାଯାଉଥିଲା। ଏହି ଡ୍ରୋନର ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ନବନିର୍ମିତ ଡ୍ରୋନ ତୁଳନାରେ କମ୍‌।

କାମିକାଜେ ଡ୍ରୋନ ନିର୍ମାଣର ନେତୃତ୍ଵ ନେଇଥିବା ଏନଏଏଲ ନିର୍ଦେଶକ ଅଭୟ ପାଶିଲକର କହିଛନ୍ତି, ଏହି ଡ୍ରୋନ ସ୍ଵଳ୍ପ ଖର୍ଚ୍ଚରେ ନିର୍ମିତ। ଏହା ଅତ୍ୟନ୍ତ ପ୍ରଭାବଶାଳୀ। ଏଥିରେ ୩୦ ଏଚପି ଓ୍ବାନକେଲ ଇଞ୍ଜିନ ଖଞ୍ଜା ଯାଇଛି। ଏହା ୧୦୦ରୁ ୧୨୦ କିଲୋଗ୍ରାମ ଓଜନର ସାମଗ୍ରୀ ପରିବହନ କରିପାରିବ, ଯେଉଁଥିରେ ୩୦ରୁ ୪୦ ଗ୍ରାମ ଯୁଦ୍ଧାସ୍ତ୍ର ବହନ କରାଯାଇପାରିବ।

Powered by Froala Editor

Tags Drone

Related articles Odisha News Lens 4.1

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    15058
    Jul 13, 2025
  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ
    ଦେଶ-ଦେଶାନ୍ତର

    ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    13964
    Jul 14, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....
    ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14127
    Jul 13, 2025
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ...
    ରାଜନୀତି

    ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ...

    14576
    Jul 14, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15301
    Jul 12, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15304
    Jul 13, 2025
  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା
    ଦେଶ-ଦେଶାନ୍ତର

    ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା

    15032
    Jul 14, 2025
  • ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ହିଂସାକୁ ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ...
    ରାଜନୀତି

    ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ହିଂସାକୁ ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ...

    13992
    Jul 14, 2025
  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ
    ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15716
    Jul 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

    14725
    Jul 14, 2025
  • ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15716
    Jul 13, 2025
  • ଦେଶ-ଦେଶାନ୍ତର

    ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା

    15032
    Jul 14, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16619
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17048
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15538
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14127
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14947
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15813
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14802
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14943
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15873
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16412
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14059
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15580
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା

    15032
    Jul 14, 2025
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା, ନ୍ୟାୟିକ ତଦନ୍ତ ଦାବି କରିଛି କଂଗ୍ରେସ

    14576
    Jul 14, 2025
  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    13964
    Jul 14, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In