Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

Home ›› ››ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମକୁ ଆସିଲେନି କଂଗ୍ରେସ ଓ ବିଜେଡି ବିଧାୟକ

ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମକୁ ଆସିଲେନି କଂଗ୍ରେସ ଓ ବିଜେଡି ବିଧାୟକ

2024-08-17 06:30:12
14519
Share:
Facebook
Twitter
E-Mail
WhatsApp
Telegram
ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମକୁ ଆସିଲେନି କଂଗ୍ରେସ ଓ ବିଜେଡି ବିଧାୟକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଓଡ଼ିଶାର ନୂଆ ବିଧାୟକ ପାଇଁ ୨ ଦିନିଆ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମ ଶନିବାର ଉଦଘାଟିତ ହୋଇଯାଇଛି । ଏହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଉଦଘାଟନ କରିଛନ୍ତି । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଦୁଇ ଦିନ ଚାଲିବ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସମେତ ମନ୍ତ୍ରିପରିଷଦ ସଦସ୍ୟ ଓ ସମସ୍ତ ବିଜେପି ବିଧାୟକ ଉପସ୍ଥିତ ଅଛନ୍ତି । ତେବେ କଂଗ୍ରେସ ଓ ବିଜେଡି ବିଧାୟକମାନେ କାର୍ଯ୍ୟକ୍ରମକୁ ଆସିନଥିବା ଜଣାଯାଇଛି । ଉଭୟ ଦଳର ବିଧାୟକମାନେ ଏହି କାର୍ଯ୍ୟକ୍ରମକୁ ବୟକଟ କରିଛନ୍ତି । 

ବିଧାନସଭା ପରମ୍ପରାକୁ ଭାଙ୍ଗି ଦଳୀୟ ଭିତ୍ତିରେ କାର୍ୟ୍ୟକ୍ରମ କରାଯାଉଥିବାରୁ ଏହାକୁ ବିରୋଧ କରି ଦୁଇ ବିରୋଧୀ ଦଳ ଅଂଶଗ୍ରହଣ ନକରିବାକୁ ନେଇଛନ୍ତି ନିଷ୍ପତ୍ତି । ବିଧାନସଭାର କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପ୍ରୋଟୋକଲକୁ ଉଲ୍ଲଘଂନ କରାଯାଇ ମର୍ୟ୍ୟାଦା ଭଙ୍ଗ କରାଯାଇଛି । ଦିଗଦର୍ଶନ କାର୍ୟ୍ୟକ୍ରମକୁ କେନ୍ଦ୍ରମନ୍ତ୍ରୀ ଉଦଘାଟନ କରିବାକୁ ବିଜେଡି ଓ କଂଗ୍ରେସ ବିରୋଧ କରିଛନ୍ତି । ଅନ୍ୟପଟେ ଏ ପ୍ରସଙ୍ଗରେ ଶାସକ ଦଳ ସଫେଇ ଦେଇ କହିଛି, କୌଣସି ପରମ୍ପରା ଭଙ୍ଗ ହୋଇନାହିଁ ।

ବିଜେଡି ଅଭିଯୋଗ କରିଛି ବାଚସ୍ପତି ଓ ମୁଖ୍ୟମନ୍ତ୍ରୀ ଥାଉ ଥାଉ କାହିଁକି କେନ୍ଦ୍ରମନ୍ତ୍ରୀ ଦିଗଦର୍ଶନ କାର୍ୟ୍ୟକ୍ରମକୁ ଉଦଘାଟନ କରିବେ । ଏହା କ’ଣ ଓଡିଆ ଅସ୍ମିତା ? ବିଧାନସଭା ପରିସରରେ ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାଧାରଣ ବକ୍ତା ଭାବେ ଯୋଗ ଦେବା ତାଙ୍କ ପଦର ମର୍ୟ୍ୟାଦା ହାନୀ କରୁଛି । ସଂଘୀୟ ବ୍ୟବସ୍ଥା ଅନୁସାରେ କେନ୍ଦ୍ରମନ୍ତ୍ରୀ ପାହ୍ୟାର ଉପରେ ରହିଥାଏ ମୁଖ୍ୟମନ୍ତ୍ରୀଙ୍କ ପାହ୍ୟା । ଏହି କାର୍ୟ୍ୟକ୍ରମରେ କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ପଦ ମର୍ୟ୍ୟାଦା କେନ୍ଦ୍ରମନ୍ତ୍ରୀଙ୍କ ପରେ ରହିଛି । ଯାହାକୁ ବିରୋଧ କରି ନୂଆ ବିଧାୟକଙ୍କ ଦିଗଦର୍ଶନ କାର୍ୟ୍ୟକ୍ରମରେ ସାମିଲ ହେବନି ମୁଖ୍ୟ ବିରୋଧୀ ବିଜେଡି । ଏନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବାଚସ୍ପତିଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି । ବିଜେଡିର ଯୁକ୍ତି ହେଉଛି ବିଧାନସଭାର ପରମ୍ପରା ଭାଙ୍ଗି ଅଗଣତାନ୍ତ୍ରିକ ଭାବେ କାର୍ୟ୍ୟକ୍ରମ କରାଯାଉଥିବାରୁ ଏଥିରେ ଦଳ ସାମିଲ ହେବ ନାହିଁ ।

ସେପଟେ କଂଗ୍ରେସର ଅଭିଯୋଗ ହେଉଛି ନୂଆ ବିଧାୟକଙ୍କୁ ପ୍ରଶିକ୍ଷଣ ଦେବାକୁ ନେଇ ବିଜେପି ରାଜନୀତି କରୁଛି । ବିଧାନସଭାର ପରମ୍ପରା ଭଙ୍ଗ କରି ଦଳୀୟ ଭିତ୍ତିରେ କାର୍ୟ୍ୟକ୍ରମ କରାଯାଉଛି । ବିଧାନସଭା କାର୍ୟ୍ୟକ୍ରମକୁ କେନ୍ଦ୍ରମନ୍ତ୍ରୀ ଉଦଘାଟନ କରିବା କେତେଦୂର ଯୁକ୍ତିଯୁକ୍ତି ବୋଲି କଂଗ୍ରେସ ବିଧାୟକ ରାଜେନ ଏକ୍କା ପ୍ରଶ୍ନ କରିଛନ୍ତି ।

Powered by Froala Editor

Tags Assembly

Related articles Odisha News Lens 4.1

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14109
    Jun 25, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15032
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15463
    Jun 25, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14773
    Jun 24, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13583
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    14887
    Jun 25, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13512
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15389
    Jun 24, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14720
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14720
    Jun 25, 2026
  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    14887
    Jun 25, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14773
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16943
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17562
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17611
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18007
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15055
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15202
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15031
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15642
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14508
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13785
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14876
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15491
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15243
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13583
    Jun 25, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15125
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15389
    Jun 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In