Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 18, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

ରାଜ୍ୟ
Home ›› ରାଜ୍ୟ ››ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ବାତିଲ୍‌

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ବାତିଲ୍‌

2021-06-26 07:36:20
14611
Share:
Facebook
Twitter
E-Mail
WhatsApp
Telegram
ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ବାତିଲ୍‌

କଟକ: ଚଳିତ ବର୍ଷ ବିନା ମାଟ୍ରିକ ପରୀକ୍ଷାରେ ମୂଲ୍ୟୟାନ କରାଯାଇ ବୋର୍ଡ ରେଜଲ୍ଟ ଘୋଷଣା କରିବା ପରେ ଏଥର ସପ୍ଲିମେଣ୍ଟାରୀ ପରୀକ୍ଷା କରାଯିବ ନାହିଁ ଘୋଷଣା କରିଛି ବୋର୍ଡ । ନମ୍ବରରେ ଅସନ୍ତୁଷ୍ଟ, ଫେଲ୍‌ ହୋଇଥିବା ଏବଂ ଫର୍ମ ପୂରଣ କରିପାରିବା ନଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ବିକଳ୍ପ ପରୀକ୍ଷା ବ୍ୟବସ୍ଥା କରାଯିବା ଲାଗି ନିଷ୍ପତ୍ତି ନିଆଯାଇଥିବାରୁ ଚଳିତ ବର୍ଷ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷାକୁ ବୋର୍ଡ ପକ୍ଷରୁ ବାତିଲ୍‌ କରାଯାଇଛି । ଅନ୍ୟପକ୍ଷରେ ଉକ୍ତ ବିକଳ୍ପ ପରୀକ୍ଷା ପ୍ରାୟତଃ ଅଗଷ୍ଟ ମାସ ଶେଷ ସୁଦ୍ଧା ସାରିବା ପାଇଁ ସରକାର ନିଷ୍ପତ୍ତି ନେବାର ଯୋଜନା ରହିଛି । ଏପରିସ୍ଥିତିରେ ସପ୍ଲିମେଣ୍ଟରୀ ପରୀକ୍ଷା ପାଇଁ ବୋର୍ଡ ପାଖରେ ସମୟ ସୁଯୋଗ ନାହିଁ ବୋଲି କର୍ତ୍ତୃପକ୍ଷ କହିଛନ୍ତି । ସପ୍ଲିମେଣ୍ଟାରୀ ପରୀକ୍ଷା ନହେଲେ ମଧ୍ୟ ଚଳିତ ହାଇସ୍କୁଲ୍‌ ସାର୍ଟିଫିକେଟ୍‌ରୁ ବଞ୍ଚିତ ହୋଇଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୫ ରେ ପ୍ରକାଶିତ ବିଜ୍ଞପ୍ତି ଆଧାରରେ ଫର୍ମପୂରଣ କରି ପରୀକ୍ଷା ଦେଇପାରିବେ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।


Powered by Froala Editor

Tags Supplementary exam

Related articles Odisha News Lens 4.1

  • ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ
    ଦେଶ-ଦେଶାନ୍ତର

    ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ

    15431
    Jun 17, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14576
    Jun 16, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ
    ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14373
    Jun 17, 2025
  • ଚାରିଧାମ ପାଇଁ  ହେଲିକପ୍ଟର ସେବା ପୁନଃ ଆରମ୍ଭ
    ଦେଶ-ଦେଶାନ୍ତର

    ଚାରିଧାମ ପାଇଁ ହେଲିକପ୍ଟର ସେବା ପୁନଃ ଆରମ୍ଭ

    13582
    Jun 17, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...
    ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...

    13531
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି
    ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15539
    Jun 17, 2025
  • ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତଙ୍କୁ ନେଇ ଘଟଣା ସ୍ଥଳରେ ସିନ୍‍ ...

    15645
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15906
    Jun 16, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ
    ବିଶେଷ

    ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14139
    Jun 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15539
    Jun 17, 2025
  • ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14576
    Jun 16, 2025
  • ବିଶେଷ

    ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14139
    Jun 18, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16669
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16973
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15498
    Apr 03, 2021

ବିଶେଷ

  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14139
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    13861
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14373
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15539
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15906
    Jun 16, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15379
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14486
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15707
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16337
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15539
    Jun 17, 2025
  • ଆଉ ଦୁଇଟି ଏୟାର ଇଣ୍ଡିଆ ବିମାନ ବାତିଲ

    15431
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15906
    Jun 16, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In