Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ...

  • ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ...

  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା ...

  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ

  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ...

  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ...

Home ›› ››ଛାତିଥରା ବ୍ୟବଚ୍ଛେଦ ରିପୋର୍ଟ : ଡାକ୍ତରଙ୍କ ଶରୀରରେ ୧୪ ଗୁରୁତର ଆଘାତ ଚିହ୍ନ

ଛାତିଥରା ବ୍ୟବଚ୍ଛେଦ ରିପୋର୍ଟ : ଡାକ୍ତରଙ୍କ ଶରୀରରେ ୧୪ ଗୁରୁତର ଆଘାତ ଚିହ୍ନ

2024-08-19 12:23:38
15428
Share:
Facebook
Twitter
E-Mail
WhatsApp
Telegram
ଛାତିଥରା ବ୍ୟବଚ୍ଛେଦ ରିପୋର୍ଟ : ଡାକ୍ତରଙ୍କ ଶରୀରରେ ୧୪ ଗୁରୁତର ଆଘାତ ଚିହ୍ନ

କୋଲକାତାର ଆର.ଜି କର କଲେଜ ଏବଂ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ଘଟଣାର ଅଟୋପ୍‌ସି ରିପୋର୍ଟ ସାମ୍ନାକୁ ଆସିଛି। ଏହି ରିପୋର୍ଟରେ ପୀଡିତାଙ୍କ ସହ ଘଟିଥିବା ଘଟଣାର ସ୍ପଷ୍ଟ ତଥ୍ୟ ଦିଆଯାଇଛି। ହତ୍ୟା ପୂର୍ବରୁ ଡାକ୍ତରୀ ଛାତ୍ରୀଙ୍କୁ କିଭଳି ନରରାକ୍ଷାସ ଅତ୍ୟାଚାର କରିଥିଲା ତାହା ଏଥିରେ ଖୁଲାସା ହୋଇଛି।

ବ୍ୟବଚ୍ଛେଦ ରିପୋର୍ଟ ଅନୁସାରେ ପୀଡିତାଙ୍କ ଦେହରେ ୧୪ରୁ ଅଧିକ ଆଘାତ ଚିହ୍ନ ରହିଛି। ତେବେ ଶରୀରରେ କୌଣସି ଫ୍ୟାକ୍ଚର ନାହିଁ। ମୁଣ୍ଡ, ଦୁଇ ଗାଲ, ଓଠ, ନାକ, ଡାହାଣ ହନୁ ହାଡ, ଥୋଡି, ବେକ, ବାମ ହାତ, କାନ୍ଧ, ଆଣ୍ଠୁ, ଗୋଡ ଏବଂ ପ୍ରାଇଭେଟ୍‌ ପାର୍ଟରେ ଆଘାତ ଲାଗିଛି।  କେବଳ ସେତିକି ନୁହେଁ ପୀଡିତାଙ୍କ ହତ୍ୟା ପୂର୍ବରୁ ଯୌନ ଉତ୍ପୀଡନ କରାଯାଇଥିବା କଥା ମଧ୍ୟ ରିପୋର୍ଟରେ ଖୁଲାସା ହୋଇଛି। ତେବେ ତାଙ୍କର ହତ୍ୟା ହେତୁ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି।

ପୋଷ୍ଟମର୍ଟମ ରିପୋର୍ଟକୁ ଭିତ୍ତି କରି ମେଡିକାଲ ଅଧିକାରୀ କହିଛନ୍ତି ଯେ ଦୁଇ ହାତରେ ତଣ୍ଟି ଚିପିବା ଯୋଗୁ ପୀଡିତାଙ୍କ ମୃତ୍ୟୁ ହୋଇଛି। ଏହି ରିପୋର୍ଟରେ ଫୁସଫୁସରେ ରକ୍ତସ୍ରାବ ଏବଂ ଶରୀରରେ ରକ୍ତ ଜମାଟ ବାନ୍ଧିବା ବିଷୟରେ ମଧ୍ୟ ଉଲ୍ଲେଖ କରାଯାଇଛି। ଅଧିକ ତଦନ୍ତ ପାଇଁ ରକ୍ତ ଏବଂ ଅନ୍ୟାନ୍ୟ ଶାରୀରିକ ତରଳ ପଦାର୍ଥର ନମୁନା ପଠାଯାଇଛି।

ଡାକ୍ତରୀ ଛତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ପୂରା ଦେଶରେ ରେସିଡାଣ୍ଟ ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିଛି। ଏହି ମାମଲାରେ ପୁଲିସ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରାୟଙ୍କୁ ଗିରଫ କରିସାରିଛି। ତେବେ ହସ୍ପିଟାଲର ସ୍ଥାୟୀ ସୁରକ୍ଷା ଓ ଦୋଷୀଙ୍କୁ କଠୋର ଦଣ୍ଡ ଦାବିରେ ଡାକ୍ତରମାନେ ନିଜ ପ୍ରତିବାଦ ଜାରି ରଖିଛନ୍ତି।


Powered by Froala Editor

Tags doctor

Related articles Odisha News Lens 4.1

  • ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...
    ଦେଶ-ଦେଶାନ୍ତର

    ହିନ୍ଦୁ ସଂପ୍ରଦାୟ ମଧ୍ୟରେ ଦୃଢ ଏକତା ଯୋଗୁଁ ସୋମନାଥ ମନ୍ଦିର ଆଜି ନୂତନ ରୂପରେ ...

    15523
    May 09, 2026
  • ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ
    ଦେଶ-ଦେଶାନ୍ତର

    ଆଣ୍ଠୁମାଡ଼ି ହାତ ଯୋଡି ପ୍ରଣାମ କଲେ ମୋଦୀ

    14419
    May 09, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13441
    May 10, 2026
  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ

    15234
    May 10, 2026
  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14830
    May 09, 2026
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ
    ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14752
    May 10, 2026
  • ତାମିଲନାଡୁରେ ବିଜୟ ସରକାର ଆରମ୍ଭ
    ଦେଶ-ଦେଶାନ୍ତର

    ତାମିଲନାଡୁରେ ବିଜୟ ସରକାର ଆରମ୍ଭ

    14769
    May 10, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14132
    May 10, 2026
  • ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...
    ମନୋରଞ୍ଜନ

    ଗୋଲ୍ଡେନ ବନାରସୀ ଶାଢ଼ିରେ ନୀତାଙ୍କ ରାଜକୀୟ ଠାଣି, ଏହି ଶାଢ଼ି ତିଆରି ପାଇଁ ଲାଗିଥିଲା ୫ ...

    15417
    May 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଖାଇବା ତେଲଠୁ ସାବୁନ, ବିସ୍କୁଟ...ସବୁ ହୋଇଯିବ ମହଙ୍ଗା

    14434
    May 10, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14752
    May 10, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14830
    May 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17465
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17515
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17874
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16347
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15661
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14466
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15428
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15175
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13976
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15388
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15127
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15619
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13941
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ, ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

    14830
    May 09, 2026
  • ବିଜୟଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରିଶା କୃଷ୍ଣନ

    15234
    May 10, 2026
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଟିଭିକେ ସଭାପତି ସି. ଜୋସେଫ ବିଜୟ

    14752
    May 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In