Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ...

  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ...

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

Home ›› ››ମେଡିକାଲ ଛାତ୍ରୀଙ୍କୁ ଅପହରଣ, ରେସିଡେଣ୍ଟ୍‌ ଡାକ୍ତର ଗିରଫ

ମେଡିକାଲ ଛାତ୍ରୀଙ୍କୁ ଅପହରଣ, ରେସିଡେଣ୍ଟ୍‌ ଡାକ୍ତର ଗିରଫ

2024-08-19 12:50:09
16198
Share:
Facebook
Twitter
E-Mail
WhatsApp
Telegram
ମେଡିକାଲ ଛାତ୍ରୀଙ୍କୁ ଅପହରଣ, ରେସିଡେଣ୍ଟ୍‌ ଡାକ୍ତର ଗିରଫ

କୋଲକାତା ମେଡିକାଲ କଲେଜରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ସହ ଦୁଷ୍କର୍ମ ଓ ହତ୍ୟାକୁ ନେଇ ପୂରା ଦେଶରେ ବିରୋଧ ଜାରି ରହିଛି। ଏହାରି ଭିତରେ ହରିଆଣା ରୋହତକର ଏକ ମେଡିକାଲ କଲେଜରେ ଜଣେ ଛାତ୍ରୀଙ୍କୁ ମାର୍‌ପିଟ୍‌ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି।

ହରିଆଣାର ରୋହତକରେ ଥିବା ପୋଷ୍ଟ ଗ୍ରାଜୁଏଟ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ (ପିଜିଆଇଏମ୍‌ଏସ୍‌) ର ଜଣେ ଛାତ୍ରୀ ଅଭିଯୋଗ କରିଛନ୍ତି ଯେ ତାଙ୍କୁ ଜଣେ ରେସିଡେଣ୍ଟ୍‌ ଡାକ୍ତର ଅପହରଣ କରି ଆକ୍ରମଣ କରିଥିଲେ। ଏହି ଘଟଣାରେ ପୁଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା।

ଛାତ୍ରୀଙ୍କ ଅଭିଯୋଗ ଅନୁଯାୟୀ, ଅଗଷ୍ଟ ୧୬ ତାରିଖରେ ଅଭିଯୁକ୍ତ ତାଙ୍କୁ ପିଜିଆଇଏମ୍‌ଏସ୍‌ରୁ ଅପହରଣ କରି ଅମ୍ବାଲା ଏବଂ ଚଣ୍ଡିଗଡ଼କୁ ନେଇ ସେଠାରେ ତାଙ୍କୁ ଆକ୍ରମଣ କରିଥିଲା। ଯୌନ ଉତ୍ପୀଡ଼ନ କିମ୍ବା ଦୁଷ୍କର୍ମର କୌଣସି ପ୍ରମାଣ ପୀଡିତାଙ୍କ ବିବୃତିରୁ ବାହାରି ନାହିଁ ବୋଲି ପୁଲିସ କହିଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ୍‌ ହୋଇଥିବା ଏକ ଭିଡିଓରେ ମହିଳା ଜଣକ କାନ୍ଦୁଥିବା ଏବଂ ତାଙ୍କ ଦେହରେ ଥିବା କ୍ଷତକୁ ଦର୍ଶାଉଥିବା ଦେଖିବାକୁ ମିଳିଛି।

ଭିଡିଓରେ ସେ ଦାବି କରିଛନ୍ତି ଯେ ଗତ ସାତ ମାସ ଧରି ରେସିଡେଣ୍ଟ୍‌ ଡାକ୍ତର ତାଙ୍କୁ ହଇରାଣ କରୁଛନ୍ତି। କେବଳ ସେତିକି ନୁହେଁ କଲେଜ କର୍ତ୍ତୃପକ୍ଷଙ୍କ ନିକଟରେ ଏହି ପ୍ରସଙ୍ଗ ନ ଉଠାଇବାକୁ ଡାକ୍ତର ବିଭିନ୍ନ ପ୍ରକାରର ଧମକ ମଧ୍ୟ ଦେଉଥିଲେ ବୋଲି ସେ ଅଭିଯୋଗ ଆଣିଛନ୍ତି।

ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ ଉଭୟ ପୀଡିତା ଛାତ୍ରୀ ଏବଂ ଅଭିଯୁକ୍ତ ଡାକ୍ତର PGIMS ର ଅଟନ୍ତି। ପୀଡିତା ଛାତ୍ରୀ ବିଡିଏ ଅଧ୍ୟୟନ କରୁଥିବାବେଳେ ଅଭିଯୁକ୍ତ ଡାକ୍ତର ଆନାଟୋମି ପଢ଼ାଉଥିଲା। ଉଭୟ ପ୍ରାୟ ୫ରୁ ୬ ମାସ ହେବ ପରସ୍ପରକୁ ଜାଣିଛନ୍ତି।

ରୋହତକର ଡେପୁଟି ପୁଲିସ ଅଧୀକ୍ଷକ ବୀରେନ୍ଦ୍ର ସିଂ କହିଛନ୍ତି ଯେ ପିଜିଏମଏସର ପ୍ରଥମ ବର୍ଷର ବିଡିଏ ଛାତ୍ରୀଙ୍କୁ ରବିବାର ରାତିରେ ଏମଡି (ଆନାଟୋମି) ଡାକ୍ତର ଅପହରଣ କରି ଶାରୀରିକ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ଅଭିଯୁକ୍ତ ଡାକ୍ତରକୁ ଗିରଫ କରାଯାଇଛି।

Powered by Froala Editor

Tags doctor rohtak

Related articles Odisha News Lens 4.1

  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...

    13690
    May 26, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13350
    May 26, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14603
    May 26, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14823
    May 25, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    15050
    May 25, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି
    ବିଶେଷ

    ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14486
    May 26, 2026
  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା
    ଦେଶ-ଦେଶାନ୍ତର

    ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

    14418
    May 26, 2026
  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି
    ଅପରାଧ

    ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

    15377
    May 26, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13612
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ଗ୍ରହଣ କଲେ ହେମା ମାଳିନୀ

    13690
    May 26, 2026
  • ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13612
    May 25, 2026
  • ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14823
    May 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16881
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17501
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17549
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17931
    Sep 06, 2023

ବିଶେଷ

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14486
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15728
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15019
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14430
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14553
    May 18, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15424
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15164
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15655
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13991
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    15050
    May 25, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13350
    May 26, 2026
  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ଗ୍ରହଣ କଲେ ହେମା ମାଳିନୀ

    13690
    May 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In