Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ...

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ...

  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ...

  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ...

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ସ୍ତ୍ରୀ ଚାକିରି କରିବାକୁ ନେଇ ଲାଗି ରହିଥିଲା ମତାନ୍ତର, ଦୋକାନରୁ ମିଳିଲା ଦମ୍ପତିଙ୍କ ମୃତଦେହ

ସ୍ତ୍ରୀ ଚାକିରି କରିବାକୁ ନେଇ ଲାଗି ରହିଥିଲା ମତାନ୍ତର, ଦୋକାନରୁ ମିଳିଲା ଦମ୍ପତିଙ୍କ ମୃତଦେହ

2024-08-19 14:03:13
14680
Share:
Facebook
Twitter
E-Mail
WhatsApp
Telegram
ସ୍ତ୍ରୀ ଚାକିରି କରିବାକୁ ନେଇ ଲାଗି ରହିଥିଲା ମତାନ୍ତର, ଦୋକାନରୁ ମିଳିଲା ଦମ୍ପତିଙ୍କ ମୃତଦେହ

ପତ୍ନୀଙ୍କ ଚାକିରିରେ ସନ୍ତୁଷ୍ଟ ନ ଥିଲେ ସ୍ୱାମୀ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଲାଗି ରହୁଥିଲା କଳହ। ରାକ୍ଷୀ ପର୍ଣ୍ଣିମାରେ ସକାଳୁ ଏକ ଦୋକାନ ଘରୁ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ପତ୍ନୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ବେଳେ ସ୍ୱାମୀଙ୍କ ମୃତଦେହ ଚଟାଣରେ ପଡ଼ିଛି। ତେଣୁ ଏହା ଆତ୍ମହତ୍ୟା ନା ହତ୍ୟା ତାହା ସ୍ପଷ୍ଟ ହୋଇପାରୁନି।

ଏ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱରରେ। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଥିବା ଏକ ଦୋକାନ ଭିତରୁ ସ୍ୱାମୀ ସ୍ତ୍ରୀଙ୍କ ମୃତଦେହ ଠାବ ହୋଇଛି।  ମୃତକଦ୍ୱୟ ହେଲେ ଦିଲୀପ ଦଳେଇ ଓ ତାଙ୍କ ପତ୍ନୀ ରଶ୍ମୀତା ଦଳେଇ। ଝୁଲନ୍ତା ଅବସ୍ଥାରେ ସ୍ତ୍ରୀଙ୍କ ମୃତଦେହ ରହିଥିବାବେଳେ ସ୍ୱାମୀଙ୍କ ମୃତଦେହ ତଳେ ପଡ଼ି ରହିଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଦିଲୀପ ଏକ ଚା’ ଦୋକାନ କରିଥିବା ବେଳେ ପତ୍ନୀ ରଶ୍ମୀତା କୃଷି ମିତ୍ର ଭାବେ କାମ କରୁଥିଲେ। ଉଭୟଙ୍କର ଏକ ପୁଅ ଓ ଝିଅ ଥିବା ବେଳେ ସେମାନେ ଅଜା ଘରେ ରହୁଥିଲେ। ତେବେ ରଶ୍ମୀତାଙ୍କୁ ଚାକିରି ଛାଡ଼ିବାକୁ ଦିଲୀପ ବାଧ୍ୟ କରୁଥିବା ବେଳେ ରଶ୍ମୀତା କିନ୍ତୁ ଅମଙ୍ଗ ହେଉଥିଲେ। ଏହାକୁ ନେଇ ଉଭୟ ପତିପତ୍ନୀଙ୍କ ମଧ୍ୟରେ କିଛି ଦିନ ହେବ ଗଣ୍ଡଗୋଳ ଲାଗି ରହିଥିଲା।

ଉଭୟ ଆତ୍ମହତ୍ୟା କରିଛନ୍ତି ନା ହତ୍ୟା କରି କିଏ ରଶ୍ମୀତାଙ୍କୁ ଝୁଲାଇ ଦେଇଛି ତାହା ତଦନ୍ତ ସାପେକ୍ଷ । ତେବ ଉଭୟ ଯଦି ଆତ୍ମହତ୍ୟା କରିଛନ୍ତି ତେବେ ଦିଲୀପ କିପରି ଆତ୍ମହତ୍ୟା କରିଛନ୍ତି ତାହା ବି ସନ୍ଦେହଘେରରେ ।

Powered by Froala Editor

Tags suicide

Related articles Odisha News Lens 4.1

  •  ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    13903
    Aug 24, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ
    ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14831
    Aug 24, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    13878
    Aug 24, 2026
  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

    14284
    Aug 24, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15449
    Aug 23, 2026
  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13493
    Aug 24, 2026
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ
    ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14082
    Aug 24, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି
    ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14098
    Aug 23, 2026
  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ
    ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13774
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14082
    Aug 24, 2026
  • ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13493
    Aug 24, 2026
  • ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14098
    Aug 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17049
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17678
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17720
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18118
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14831
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15529
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16060
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13980
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    15005
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15970
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14007
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14270
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14395
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

    14284
    Aug 24, 2026
  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    13903
    Aug 24, 2026
  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13774
    Aug 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In