Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତା ବାନାର୍ଜୀଙ୍କ ସରକାର ସମୟରେ ...

  • ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ...

  • ଏଆଇ ଯୋଗୁଁ ୨୦୩୦ ସୁଦ୍ଧା ସୃଷ୍ଟି ହୋଇପାରେ ...

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ...

  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ ...

  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ...

  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ...

  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ...

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ...

  • ୪୩୦୦ ଖସିଲା ସୁନା ଦର

ରାଜ୍ୟ
Home ›› ରାଜ୍ୟ ››ବଦଳିଲା +୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଢାଞ୍ଚା

ବଦଳିଲା +୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଢାଞ୍ଚା

2024-08-20 19:59:31
14609
Share:
Facebook
Twitter
E-Mail
WhatsApp
Telegram
ବଦଳିଲା +୨ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଢାଞ୍ଚା

୨୦୨୫ ବାର୍ଷିକ +୨ ପରୀକ୍ଷା ପାଇଁ ବଦଳିଛି ପ୍ରଶ୍ନପତ୍ର ଢାଞ୍ଚା । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା କୋଶ୍ଚିନ ପ୍ୟାଟର୍ଣ୍ଣ ବଦଳିଛି । ନୂଆ ପ୍ରଶ୍ନପତ୍ର କିଭଳି ରହିବ ଏବଂ ମାର୍କ କିପରି ଦିଆଯିବ ସେ ନେଇ ମଙ୍ଗଳବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଜୁନ୍‌ ୨୮ତାରିଖରେ ପରିଷଦର ବୈଠକ ଏହି ନିଷ୍ପତ୍ତି ନିଆଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ୨୦୨୩ରେ ରେଜିଷ୍ଟ୍ରୀ କରିଥିବା ଓ ୨୦୨୫ରେ ପରୀକ୍ଷା ଦେବାକୁ ଥିବା ପିଲାଙ୍କ ପ୍ରତି ଲାଗୁ ହେବ । ପିଲାଙ୍କୁ ୮୦+୨୦ ଅନୁପାତରେ ଥିଓରୀ ଏବଂ ପ୍ରାକ୍ଟିକାଲ ପରୀକ୍ଷା ଦେବାକୁ ପଡ଼ିବ ।

ନନ୍‌ପ୍ରାକ୍ଟିକାଲ ବିଷୟରେ ୮୦ ମାର୍କ ଥିଓରୀ, ୨୦ ମାର୍କର ଇଣ୍ଟରନାଲ୍‌ ପରୀକ୍ଷା ରହିବ । ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୪୦ମାର୍କର ଥିଓରୀ ଏବଂ ୧୦ମାର୍କ ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ନନ୍‌ପ୍ରାକ୍ଟିକାଲ ପରୀକ୍ଷା ପାଇଁ ଫୁଲ୍‌ମାର୍କ ୮୦ ହୋଇଥିବା ବେଳେ, ପାସ୍‌ ମାର୍କ ୨୪ ରହିଛି । ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ମାର୍କର ଥିଓରୀ ଓ ୫୦ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍‌ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ।

ଚଳିତ ବର୍ଷ ଧନ୍ଦାମୂଳକ ବିଭାଗ ସମେତ କଳା/ବିଜ୍ଞାନ/ବାଣିଜ୍ୟ ପରୀକ୍ଷା ଫେବ୍ରୁଆରି ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦, ୨୦୨୪ରେ ଶେଷ ହୋଇଥିଲା । ସେହିଭଳି ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ରୁ ଜାନୁଆରୀ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।



Powered by Froala Editor

Tags exam

Related articles Odisha News Lens 4.1

  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13980
    Jun 11, 2026
  • ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ସରକାର ସମୟରେ ରାଜ୍ୟରେ ୬୩୫ କୋଟି ଟଙ୍କାର ବିଜ୍ଞାପନ ଦୁର୍ନୀତି ...

    15400
    Jun 13, 2026
  • ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ବଡ ବୟାନ ଦେଲେ ଟ୍ରମ୍ପ, ଇରାନ ଉପରେ ଆକ୍ରମଣ କରିବନି ଆମେରିକା

    13812
    Jun 12, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା
    ବିଶେଷ

    ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14938
    Jun 13, 2026
  • ୪୩୦୦ ଖସିଲା ସୁନା ଦର
    ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14133
    Jun 11, 2026
  • ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?

    14198
    Jun 12, 2026
  •  ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍‌ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

    13963
    Jun 13, 2026
  • ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14231
    Jun 12, 2026
  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13322
    Jun 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14938
    Jun 13, 2026
  • ଦେଶ-ଦେଶାନ୍ତର

    ନିଟ୍‌ ପରୀକ୍ଷା ସମୟ ଅବଧି ୧୯୫ ମିନିଟ୍‌କୁ ବୃଦ୍ଧି

    14231
    Jun 12, 2026
  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା, ଜାଣନ୍ତୁ କ’ଣ?

    14198
    Jun 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16922
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17541
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17589
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17981
    Sep 06, 2023

ବିଶେଷ

  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14938
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13550
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15429
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14221
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14111
    Jun 05, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15465
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15209
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15693
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14036
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪୩୦୦ ଖସିଲା ସୁନା ଦର

    14133
    Jun 11, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    14938
    Jun 13, 2026
  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13322
    Jun 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In