Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ...

  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ...

ବିଶେଷ
Home ›› ବିଶେଷ ››ଅଧିକ ରସୁଣ ଖାଇଲେ ହୋଇଥାଏ ଏହି ୫ଟି କ୍ଷତି

ଅଧିକ ରସୁଣ ଖାଇଲେ ହୋଇଥାଏ ଏହି ୫ଟି କ୍ଷତି

2024-08-21 11:31:19
15341
Share:
Facebook
Twitter
E-Mail
WhatsApp
Telegram
ଅଧିକ ରସୁଣ ଖାଇଲେ ହୋଇଥାଏ ଏହି ୫ଟି କ୍ଷତି

ରସୁଣ ଶରୀର ପାଇଁ ଉପକାରୀ। ଏଥିରେ ଅନେକ ଔଷଧୀୟ ଗୁଣ ଭରି ରହିଛି। ଖାଲି ପେଟରେ ସକାଳୁ ରସୁଣ ଖାଇଲେ ଉଚ୍ଚ ରକ୍ତଚାପ ନିୟନ୍ତ୍ରଣାଧୀନ ହୋଇଥାଏ। କିନ୍ତୁ ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ କ୍ଷତିକାରକ ହୋଇଥାଏ। ଆଜି ଆମେ ଆପଣଙ୍କୁ ଅତ୍ୟଧିକ ରସୁଣ ଖାଇବାର ପାର୍ଶ୍ୱ ପ୍ରତିକ୍ରିୟା ବା  ସାଇଡ୍ ଇଫେକ୍ଟ ସଂପର୍କରେ ଜଣାଇବୁ।

ଲିଭର୍‌ ଉପରେ ପଡ଼ିବ ଖରାପ ପ୍ରଭାବ

ଲିଭର ବା ଯକୃତ ହେଉଛି ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ତେଣୁ ଲିଭର ସୁସ୍ଥ ରହିବା ବହୁତ ଜରୁରୀ। ଅତ୍ୟଧିକ ରସୁଣ ଖାଇଲେ ଲିଭରକୁ କ୍ଷତି ପହଞ୍ଚାଇଥାଏ। ଏଥିରେ ଥିବା ଅକ୍ସିଡେଣ୍ଟ ଗୁଣ ଶରୀରରେ ଥିବା ବିଷାକ୍ତ ପଦାର୍ଥକୁ ଏକାଠି କରେ ଯାହା ଲିଭରକୁ କ୍ଷତି ପହଞ୍ଚାଇଥାଏ।

ପାଟିରୁ ଦୁର୍ଗନ୍ଧ ବାହାରିବ

ସାଧାରଣତଃ କଞ୍ଚା ରସୁଣ ଖାଇଲେ ପାଟି ଗନ୍ଧାଏ। ତେବେ କିଛି ସମୟ ପରେ ଠିକ୍ ହୋଇଯାଏ। କିନ୍ତୁ ପ୍ରତିଦିନ ରସୁଣ ଖାଇଲେ ଓ ଅତ୍ୟଧିକ ପରିମାଣରେ ରସୁଣ ଖାଇଲେ ସବୁବେଳେ ପାଟିରୁ ଦୁର୍ଗନ୍ଧ ବାହାରେ। ଏଥିରେ କିଛି ରାସାୟନିକ ପଦାର୍ଥ ରହିଛି ଦୁର୍ଗନ୍ଧର କାରଣ ବନିଥାଏ।

ଛାତି ପୋଡ଼ାଜଳା ହୁଏ

କିଛି ଲୋକ ଏସିଡିଟିରୁ ବର୍ତ୍ତିବା ପାଇଁ ସକାଳେ ଖାଲି ପେଟରେ ଦୁଇ କୋଳ ରସୁଣ ଖାଆନ୍ତି। କିନ୍ତୁ ଏଭଳି କଲେ ବାନ୍ତି ହେବାର ସମ୍ଭାବନା ଥାଏ। ଛାତି ଜଳପୋଡ଼ା ହୁଏ।

ଏକ୍‌ଜିମା

ଖାଇବାରେ ଅଧିକ ରସୁଣ ବ୍ୟବହାର କଲେ ଚର୍ମ ସମ୍ବନ୍ଧୀୟ ସମସ୍ୟା ଦେଖାଯାଏ। ଚର୍ମ ଲାଲ୍ ହୋଇଯାଏ ଓ ଜଳାପୋଡ଼ା ହୁଏ। ରସୁଣରେ ଥିବା ଏଲିଇନ ଲାଇସେ ଏନ୍‌ଜାଇମ୍‌ ଯୋଗୁଁ ଏପରି ହୋଇଥାଏ।

ମୁଣ୍ଡବ୍ୟଥା

ଅଧିକ ରସୁଣ ଖାଇଲେ ମୁଣ୍ଡ ବିନ୍ଧେ ଓ ମାଇଗ୍ରେନ୍ ଭଳି ସମସ୍ୟା ଦେଖାଯାଏ। ଅତ୍ୟଧିକ ରସୁଣ ଖାଇଲେ ମସ୍ତିଷ୍କରେ ଥିବା କୋଷିକାଗୁଡ଼ିକ ଅଧିକ ଉତ୍ତେଜିତ ହୋଇଯାଆନ୍ତି। ଫଳରେ ମୁଣ୍ଡବ୍ୟଥା ହୁଏ।

Powered by Froala Editor

Tags Garlic

Related articles Odisha News Lens 4.1

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15227
    Oct 08, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    14899
    Oct 08, 2026
  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ
    ଦେଶ-ଦେଶାନ୍ତର

    ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15212
    Oct 08, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13588
    Oct 08, 2026
  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...
    ଦେଶ-ଦେଶାନ୍ତର

    ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...

    14848
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14332
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15165
    Oct 08, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14772
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି
    ବାଣିଜ୍ୟ

    ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14516
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15227
    Oct 08, 2026
  • ବାଣିଜ୍ୟ

    ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14516
    Oct 08, 2026
  • ଦେଶ-ଦେଶାନ୍ତର

    ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ଚାହୁଁଥିଲେ କରନ୍ତୁ ଏହା

    14848
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17161
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18228
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14409
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14515
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15527
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14200
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15937
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14516
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15239
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14012
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15392
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ଚାହୁଁଥିଲେ କରନ୍ତୁ ଏହା

    14848
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15227
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର

    14879
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In