Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

ରାଜନୀତି
Home ›› ରାଜନୀତି ››ବିଜେଡି ଉପରେ ଆସ୍ଥା ତୁଟାଇ ହିଞ୍ଜିଳିର ଶତାଧିକ ନିର୍ବାଚିତ ପ୍ରତିନିଧିମାନେ ବିଜେପିରେ ଯୋଗ ଦେଲେ

ବିଜେଡି ଉପରେ ଆସ୍ଥା ତୁଟାଇ ହିଞ୍ଜିଳିର ଶତାଧିକ ନିର୍ବାଚିତ ପ୍ରତିନିଧିମାନେ ବିଜେପିରେ ଯୋଗ ଦେଲେ

2024-08-22 15:16:52
14354
Share:
Facebook
Twitter
E-Mail
WhatsApp
Telegram
ବିଜେଡି ଉପରେ ଆସ୍ଥା ତୁଟାଇ ହିଞ୍ଜିଳିର ଶତାଧିକ ନିର୍ବାଚିତ ପ୍ରତିନିଧିମାନେ ବିଜେପିରେ ଯୋଗ ଦେଲେ

ଭୁବନେଶ୍ୱର, ତା.୨୨/୦୮: ବିଜେପିର ନୂଆ ସରକାରକୁ ନେଇ ଓଡିଶାବାସୀଙ୍କ ମନ ଭିତରେ ଉତ୍ସାହପୂର୍ଣ୍ଣ ବାତାବରଣ ସୃଷ୍ଟି ହୋଇଛି । ପ୍ରତିଦିନ ବିଜେପିର ସାଂଗଠନିକ ଶକ୍ତି ବୃଦ୍ଧି ପାଉଛି । ବିଜେପି ସରକାର ଉପରେ ଓଡିଶାବାସିଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ପୁଣି ଥରେ ଲୋକଙ୍କ ମନରେ ଗଣତାନ୍ତ୍ରୀକ ବ୍ୟବସ୍ଥା ପ୍ରତି ବିଶ୍ୱାସ ସୁଦୃଢ ହୋଇଛି । ନିର୍ବାଚନ ପ୍ରତିଶୃତିକୁ ପୂରଣ କରିବା ଆରମ୍ଭ ହୋଇଛି ଏବଂ ଆଗାମୀ ଦିନରେ ସମସ୍ତ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରାଯିବ । ବିକଶିତ ଭାରତ ଗଠନରେ ଓଡିଶାର ଭୂମିକା ଗୁରୁତ୍ୱ ବହନ କରିବ । ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ । ଗତ ୨୪ବର୍ଷରେ ବିଜେଡି ସରକାର ହିଞ୍ଜିଳିରେ ଯାହା କରିନି ଆଗାମୀ ୫ବର୍ଷରେ ବିଜେପି ତାହା କରିଦେଖାଇବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ହିଞ୍ଜିଳି ବିଜେପି ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଶିଶିର ମିଶ୍ରଙ୍କ ନେତୃତ୍ୱରେ ବିଜେଡିରୁ ବିଜେପିରେ ଯୋଗ ଦେଇଥିବା ଶ୍ରୀ ରାମକୃଷ୍ଣ ମହାକୁଡଙ୍କ ସହଯୋଗରେ ସରପଂଚ ବିକାଶ ସେଠୀ, ବିଜୟ ବେହେରା, ସନ୍ତୋଷ ସାହୁ, ସୁରେଶ ବରଡ, କୃଷ୍ଣଚନ୍ଦ୍ର ସୁଆଁସିଆ, ଗୁରୁନାଥ ପୋଲାଇ, ଶିବାଜୀ ବିଶୋଇ, ସମିତିସଭ୍ୟ ଇପିଲି ରାଜା, ମାର୍କଣ୍ଡ ପାଣିଗ୍ରାହୀ ପ୍ରମୁଖ ନିଜ ସମର୍ଥକଙ୍କ ଗହଣରେ ବିଜେଡି ଦଳ ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି ।

ସେହିପରି ଶେରଗଡ ବ୍ଲକର ସରପଂଚ ଉଦୟନାଥ ପ୍ରଧାନ, ପୂର୍ବତନ ସରପଂଚ ପଦ୍ମନାଭ ପାତ୍ର, ଧ୍ରୁବଚରଣ ନାୟକ, ପୂର୍ବତନ ସମିତିସଭ୍ୟ ଶରତ ଚନ୍ଦ୍ର ଗୌଡ, ପୂର୍ବତନ ସରପଂଚ ଧର୍ନୁଧର ମଲ୍ଲିକ, ପୂର୍ବତନ ନ୍ୟାୟବ ସରପଂଚ ପ୍ରମୋଦ ବିଶୋଇ, ମୁକେଶ ସାହୁ, ପ୍ରତାପ ପ୍ରଧାନ, ତାପସ ପ୍ରଧାନ, ଜିତେନ୍ଦ୍ର ମହାରଣା, ସୁନନ୍ଦ ପାଢ଼ୀ, ସରପଂଚ ସଞ୍ଜୟ ଜେନା, ନନ୍ଦିକ ଗାଁର ପୂର୍ବତନ ବିଜେଡି ସରପଂଚ ରୋହିତ ପ୍ରଧାନ, ପୂର୍ବତନ ସମିତିସଭ୍ୟ ମନୋଜ ପ୍ରଧାନ, ପୂର୍ବତନ ସରପଂଚ ହରିହର ଦାସ, ପୂର୍ବତନ ଉପାଧ୍ୟକ୍ଷ ଅଶୋକ ପଣ୍ଡା, ପୂର୍ବତନ ସମିତି ସଭ୍ୟ ଯୋଗେନ୍ଦ୍ର ବେହେରା, ପୂର୍ବତନ ସରପଂଚ ପ୍ରକାଶ ବେହେରା, ପୂର୍ବତନ ସରପଂଚ ପ୍ରବୀଣ ପାଣିଗ୍ରାହୀ, ପୂର୍ବତନ ୱାର୍ଡମେମ୍ବର ପବିତ୍ର ପାଠୀ, ଝିଝୁ ପାଣିଗ୍ରାହୀ, ସନ୍ୟାସୀ ସାହୁ, କୈଳାସ ବେହେରା, ସିନି ପାପେୟା ପାତ୍ର, ଆର ସୁଦାମ, ଡି.ବଳରାମ ପାତ୍ର, ହରିଶ୍ଚନ୍ଦ୍ର ସାହୁ, ଇ.ମହେଶ୍ୱର, ଶଙ୍କର ସାବତ, ରାସ ବିହାରି ଦାସ, ଶଙ୍କର ପୃଷ୍ଟି, ଆନନ୍ଦ ପ୍ରଧାନ, ପ୍ରଦୀପ ପାଣିଗ୍ରାହୀ, ସୁବାଷ ଗୌଡ, ରତିକାନ୍ତ ପରିଡା, ଏମ୍‌.ରାମମୂର୍ତି, କେ. ପୁରୁଷତୋମ, ପି.ବାବୁ ରାଓଙ୍କ ସମେତ ଶତାଧିକ ବହୁ ବିଜେଡି ନେତା ଓ କର୍ମୀ ବିଜେଡି ଛାଡି ବିଜେପିରେ ଆନୁଷ୍ଠାନିକଭାବେ ଯୋଗ ଦେଇଛନ୍ତି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ପାର୍ଟିରେ ସାମିଲ ହୋଇଥିବା ସମସ୍ତ ସଦସ୍ୟଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ସାଂସଦ ଅନିତା ଶୁଭଦର୍ଶିନୀ ପଟ୍ଟନାୟକ ପ୍ରମୁଖ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ ।

ଏହି ମିଶ୍ରଣ ପର୍ବ ଅବସରରେ ରାଜ୍ୟ ସାଧାରଣ ସମ୍ପାଦକ ସାରଦା ପ୍ରସାଦ ଶତପଥୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ସମ୍ପାଦିକା କସ୍ତୁରୀ ମିଶ୍ର, ଜିଲ୍ଲା ସଭାପତି ବିଜୟ ସ୍ୱାଇଁ, ମାଧବ ଗୌଡ, ଦୁଷ୍ମନ୍ତ ସାହୁ, ରାକେଶ ରଥ, ଏନ୍‌କେ ସାହୁ, ଗୌରାଙ୍ଗ ଗୌଡ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ଥିଲେ ।

Powered by Froala Editor

Tags BJP Odisha

Related articles Odisha News Lens 4.1

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15514
    Apr 14, 2026
  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14222
    Apr 13, 2026
  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13572
    Apr 13, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15066
    Apr 13, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13441
    Apr 14, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14262
    Apr 13, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14819
    Apr 13, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15378
    Apr 13, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15296
    Apr 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14262
    Apr 13, 2026
  • ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13441
    Apr 14, 2026
  • ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15066
    Apr 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17416
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17473
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17829
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16301
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15066
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15785
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14650
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15630
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14483
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15331
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15063
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15565
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13862
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14222
    Apr 13, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15066
    Apr 13, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14819
    Apr 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In