Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ...

  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ...

  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

Home ›› ››ଧରଣୀଧର ବିଶ୍ବବିଦ୍ୟାଳୟ, କେନ୍ଦୁଝର ଭିତ୍ତିଭୂମି ବିକାଶ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଧରଣୀଧର ବିଶ୍ବବିଦ୍ୟାଳୟ, କେନ୍ଦୁଝର ଭିତ୍ତିଭୂମି ବିକାଶ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

2024-08-22 16:12:00
14329
Share:
Facebook
Twitter
E-Mail
WhatsApp
Telegram
ଧରଣୀଧର ବିଶ୍ବବିଦ୍ୟାଳୟ, କେନ୍ଦୁଝର ଭିତ୍ତିଭୂମି ବିକାଶ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସଭା ଭବନ ଠାରେ ଧରଣୀଧର ବିଶ୍ବବିଦ୍ୟାଳୟ, କେନ୍ଦୁଝରର ଭିତ୍ତିଭୂମି ବିକାଶ, ମାନବ ସମ୍ବଳର ନିଯୁକ୍ତି ଏବଂ ଅନ୍ୟାନ୍ୟ ଅାନୁଷଙ୍ଗିକ ସୁବିଧା ସୁଯୋଗ ବିଷୟରେ ଆଲୋଚନା କରିଛନ୍ତି ।


2023 ଫେବୃଆରୀରେ ଧରଣୀଧର ମହାବିଦ୍ୟାଳୟ, ବିଶ୍ବ ବିଦ୍ୟାଳୟ ଭାବେ ଉନ୍ନୀତ ହୋଇଛି । ଏହି ବିଶ୍ବବିଦ୍ୟାଳୟ ଅଧୀନରେ ସଂପ୍ରତି ଜିଲ୍ଲାର ୩୮ଟି କଲେଜ ଅନୁବନ୍ଧିତ ରହିଛି । କିନ୍ତୁ ବିଶ୍ବବିଦ୍ୟାଳୟ ଭାବେ ଯେଉଁସବୁ ମୌଳିକ ସୁବିଧା ସୁଯୋଗ ଓ ଉନ୍ନତି ହେବା କଥା, ତାହା ଅଦ୍ୟାବଧି ହୋଇପାରିନାହିଁ । ଆଗାମୀ ଦୁଇ ବର୍ଷ ମଧ୍ୟରେ ଏହି ବିଶ୍ବବିଦ୍ୟାଳୟକୁ ସ୍ବୟଂସମ୍ପୂର୍ଣ୍ଣ କରିବା ପାଇଁ ଯାହାସବୁ ଆବଶ୍ୟକତା ରହିଛି, ତାକୁ ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସଂପୃକ୍ତ ପଦାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।


ନୂତନଭାବେ ନିର୍ମିତ ହୋଇଥିବା ବିଶ୍ବବିଦ୍ୟାଳୟର ସାଉଥ ବ୍ଲକର   ଆସବାବପତ୍ର ପାଇଁ ଏବଂ ନର୍ଥ ବ୍ଲକ୍‌ର ନବୀକରଣ ପାଇଁ ଆବଶ୍ୟକୀୟ ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ (DMF) ଏବଂ ଓଡିଶା ଖଣିଜ ପଦାର୍ଥ ଧାରକ ଅଞ୍ଚଳ ଉନ୍ନୟନ ନିଗମ (OMBADC) ପାଣ୍ଠିରୁ ବିନିଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ନବୀକରଣ ନିହାତି ଆବଶ୍ୟକ ନଥିଲେ, ପୁରାତନ କୋଠାକୁ ନ ଭାଙ୍ଗିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏସବୁ କାମ ପାଇଁ ଏକ ବିଶ୍ବସ୍ତରୀୟ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ। ନବୀକରଣ ପାଇଁ ଆବଶ୍ୟକ ହେଉଥିବା ଜମି ପାଇଁ ଜବରଦଖଲ ହଟାଇବା ସହ ସେମାନଙ୍କର ଥଇଥାନ ବ୍ୟବସ୍ଥାକୁ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ନିର୍ମାଣଧୀନ ସାଉଥ ବ୍ଲକ୍‌ର ସମସ୍ତ କାର୍ଯ୍ୟ ବିଶ୍ବସ୍ତରୀୟ କରିବା ପାଇଁ ଶ୍ରୀ ମାଝୀ ଇଡ୍‌କୋକୁ ନିର୍ଦ୍ଦେଶ ଦେଇଥିଲେ ।


ଛାତ୍ରାବାସ ଗୁଡିକ ବହୁତ ପୁରୁଣା ହୋଇ ଶୋଚନୀୟ ଅବସ୍ଥାରେ ରହିଛି। ତେଣୁ ଛାତ୍ରଛାତ୍ରୀ ମାନଙ୍କ ପାଇଁ  ୬ ମହଲା ବିଶିଷ୍ଟ ୬ଟି ହଷ୍ଟେଲ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବିଶ୍ବବିଦ୍ୟାଳୟ ପାଇଁ ଯଥାଶୀଘ୍ର ପରୀକ୍ଷା ନିୟନ୍ତ୍ରକ, ରେଜିଷ୍ଟ୍ରାର୍‌ ଓ ବିତ୍ତ ନିୟନ୍ତ୍ରକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।


ଏଥିସହିତ ଭବିଷ୍ୟତକୁ ଆଖି ଆଗରେ ରଖି ବିଶ୍ବବିଦ୍ୟାଳୟ ପାଇଁ ଅଧିକ ଜମି ବନ୍ଦୋବସ୍ତ କରିବା ପାଇଁ ସେ ଜିଲ୍ଲାପାଳଙ୍କୁ କହିଥିଲେ।


ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଉଚ୍ଚଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ, ଧରଣୀଧର ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ଡଃ ପ୍ରତାପ କୁମାର ମହାନ୍ତି ଏବଂ ଆଭାସି ମାଧ୍ୟମରେ କେନ୍ଦୁଝର ଜିଲ୍ଲାପାଳ  ଶ୍ରୀ ବିଶାଳ ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।

Powered by Froala Editor

Tags Chief minister, Mohan Charan Majhi

Related articles Odisha News Lens 4.1

  • ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର
    ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14573
    Apr 16, 2026
  • ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ
    ଅପରାଧ

    ମାଟ୍ରିମୋନିଆଲ୍ ସାଇଟ୍‌ରୁ ଦ୍ୱିତୀୟ ବିବାହ କରି ଫସିଲେ, ମହିଳା ନେଇଗଲେ ୪୦ ଲକ୍ଷ

    13725
    Apr 16, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14755
    Apr 16, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’
    ମନୋରଞ୍ଜନ

    ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14672
    Apr 16, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15438
    Apr 16, 2026
  • ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର
    ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13928
    Apr 16, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13878
    Apr 15, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15322
    Apr 15, 2026
  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...
    ଦେଶ-ଦେଶାନ୍ତର

    ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...

    15014
    Apr 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ବ୍ରହ୍ମାସ୍ତ୍ର-୨’ ର ସୁଟିଂ ଖୁବଶୀଘ୍ର

    14573
    Apr 16, 2026
  • ଦେଶ-ଦେଶାନ୍ତର

    ରାଘବ ଚଢ଼ାଙ୍କ ‘Z+’ ସୁରକ୍ଷା ପ୍ରତ୍ୟାହାର

    13928
    Apr 16, 2026
  • ଦେଶ-ଦେଶାନ୍ତର

    ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ପାତ୍ର

    15014
    Apr 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16304
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15438
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15537
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16091
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14708
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15685
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15337
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15070
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15570
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13867
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15322
    Apr 15, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13878
    Apr 15, 2026
  • ୨୦୨୭ ରେ ରିଲିଜ ହେବ ‘ନାଗଜିଲା’

    14672
    Apr 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In