Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ ...

ରାଜ୍ୟ
Home ›› ରାଜ୍ୟ ››ଗୃହରେ ଅରାଜକତାକୁ ଲଜ୍ଜାଜନକ କହିଲେ ଟଙ୍କଧର ତ୍ରିପାଠୀ

ଗୃହରେ ଅରାଜକତାକୁ ଲଜ୍ଜାଜନକ କହିଲେ ଟଙ୍କଧର ତ୍ରିପାଠୀ

2024-08-23 09:30:32
13615
Share:
Facebook
Twitter
E-Mail
WhatsApp
Telegram
ଗୃହରେ ଅରାଜକତାକୁ ଲଜ୍ଜାଜନକ କହିଲେ ଟଙ୍କଧର ତ୍ରିପାଠୀ

ଭୁବନେଶ୍ୱର:ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନର ଚତୁର୍ଥ ଦିନରେ ବିରୋଧୀ ବିଜେଡି ଗୃହରେ ଯେଭଳି ତୁମୁଳକାଣ୍ଡ ଭିଆଇଛନ୍ତି ତାହାକୁ କଡ଼ା ଭାଷାରେ ନିନ୍ଦା କରିଛନ୍ତି ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ । ଗୃହରେ ଅରାଜକତାକୁ ସେ ଲଜ୍ଜାଜନକ କହିଛନ୍ତି । ଏହାଛଡା ସେ କହିଛନ୍ତି ଯେ ମା’କୁ ସମ୍ମାନ ଓ ମହିଳାଙ୍କ ଦ୍ୱାହି ଦେଇ ବିଜେଡି ୨୪ ବର୍ଷ ଶାସନ କଲା । କିଭଳି ମହିଳାଙ୍କୁ ସମ୍ମାନ ଦିଅନ୍ତି ବିଜେଡି ବିଧାୟକମାନେ ତାହାର ଉଦାହରଣ ଆଜି ବିଧାନସଭାରେ ରଖିଛନ୍ତି । ମହିଳା ବାଚସ୍ପତିଙ୍କ ପୋଡ଼ିୟମକୁ ଚଢ଼ି ତାହା ଉପରେ ଗୋଡ଼ ଥୋଇବା କେତେ ଗ୍ରହଣୀୟ ବୋଲି ଶ୍ରୀ ତ୍ରିପାଠୀ ପ୍ରଶ୍ନ କରିଛନ୍ତି । ବିଜେଡି ଆଲୋଚନା ଚାହୁଁଥିବାବେଳେ ସରକାର ବି ଆଲୋଚନା କରିବାକୁ ପ୍ରସ୍ତୁତ । ନିଜେ ମୁଲତବୀ ପ୍ରସ୍ତାବ ଦେଉଛନ୍ତି ଆଉ ଗୃହକୁ ବନ୍ଦ କରୁଛନ୍ତି ବୋଲି ଶ୍ରୀ ତ୍ରିପାଠୀ କହିଛନ୍ତି ।
ପ୍ରକାଶ ଯେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନର ଚତୁର୍ଥ ଦିନରେ ବି ବିରୋଧୀ ଗୃହକୁ ଚଲାଇ ଦେଇନାହାନ୍ତି । ଆଜି ଗୃହ କାର୍ଯ୍ୟ ଆରମ୍ଭ ହେଉ ହେଉ ବିରୋଧୀ ବିଜେଡି ଗୃହରେ ତୁମୁଳକାଣ୍ଡ ଭିଆଇଛନ୍ତି । ପ୍ରଶ୍ନକାଳରେ ବିଜେଡି ବିଧାୟକ ଗୃହରେ ଅରାଜକତା ଦେଖାଇବା ସହ ତୁମୁଳକାଣ୍ଡ ଭିଆଇଛନ୍ତି । ମହିଳା ବାଚସ୍ପତିଙ୍କ ଆଗରେ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରିଛନ୍ତି । ବାଚସ୍ପତିଙ୍କ ପୋଡ଼ିୟମ ଦଖଲ କରିବାକୁ ବିଜେଡି ବିଧାୟକ ଉଦ୍ୟମ କରିଛନ୍ତି । ଏପରିକି ୨ ବିରୋଧୀ ସଦସ୍ୟ ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିଛନ୍ତି । ସେମାନେ ହେଲେ ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ୱାଳ । ଚିକିଟି ମଦ ମୃତୁ୍ୟ ମାମଲରେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସେମାନେ ଏଭଳି କାଣ୍ଡ ଭିଆଇଛନ୍ତି । ତେବେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ୧୧.୩୦ ଯାଏ ମୁଲତବୀ ଘୋଷଣା କରିଥିଲେ ।

Powered by Froala Editor

Tags Assembly

Related articles Odisha News Lens 4.1

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...
    ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14980
    Jun 11, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13652
    Jun 12, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13580
    Jun 12, 2025
  • ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ
    ଦେଶ-ଦେଶାନ୍ତର

    ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ

    14660
    Jun 12, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର
    ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14511
    Jun 11, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍
    ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14139
    Jun 12, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14737
    Jun 12, 2025
  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14347
    Jun 12, 2025
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13594
    Jun 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13594
    Jun 12, 2025
  • ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13652
    Jun 12, 2025
  • ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14139
    Jun 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16656
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16957
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15484
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14980
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14511
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14038
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15461
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16111
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15699
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16324
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14028
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14823
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14139
    Jun 12, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14980
    Jun 11, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13580
    Jun 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In