Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ ...

  • ଚାକିରି ନେଇ ସୁପ୍ରିମକୋର୍ଟଙ୍କ ...

  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ...

  • ଏହି ମସଲା ଖାଇଲେ ହେବନି ପେଟ ଗରମ

  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ...

  • କେରଳରେ ପ୍ରବେଶ କଲା ମୌସୁମୀ

  • ତୃତୀୟ ବିବାହ କରିବେ ଅମିର ଖାନ୍

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ...

ଅପରାଧ
Home ›› ଅପରାଧ ››ଟ୍ୟୁସନରୁ ଫେରିବା ବାଟରେ ଦଶମ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

ଟ୍ୟୁସନରୁ ଫେରିବା ବାଟରେ ଦଶମ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

2024-08-23 19:48:12
19903
Share:
Facebook
Twitter
E-Mail
WhatsApp
Telegram
ଟ୍ୟୁସନରୁ ଫେରିବା ବାଟରେ ଦଶମ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

କୋଲକତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାକୁ ନେଇ ଚାଲିଥିବା ଅସନ୍ତୋଷ ମଧ୍ୟରେ ଆସାମରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ୧୪ ବର୍ଷର ଝିଅଟି ଟ୍ୟୁସନରୁ ଫେରିବା ବାଟରେ ତିନି ଜଣ ଦୁର୍ବୃତ୍ତ ତାଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ତା ପରେ ଝିଅଟିକୁ ରାସ୍ତା କଡ଼ରେ ଫିଙ୍ଗି ଦେଇ ପଳାଇଥିଲେ। ନୌଗାଁଓ ଜିଲ୍ଲାରେ ଏହି କାଣ୍ଡ ହୋଇଛି ।

ଖବର ଅନୁସାରେ, ଝିଅଟି ଦଶମ ଶ୍ରେଣୀରେ ପଢୁଥିଲା। ଟ୍ୟୁସନରୁ ଫେରିବା ବାଟରେ ଏହି ନାରକୀୟ କାଣ୍ଡ ଘଟିଛି। ରାସ୍ତା କଡ଼ରୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପୋଲିସକୁ ହସ୍ତାନ୍ତର କରିଥିଲେ। ହସପିଟାଲରେ ତାର ଚିକିତ୍ସା ଚାଲିଛି। ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଥିବାର ସୂଚନା ମିଳିଛି। ୧୨ ଘଣ୍ଟା ଭିତରେ ସବୁ ଅଭିଯୁକ୍ତକୁ ଧରିବା ପାଇଁ ଦାବି କରିଛନ୍ତି ସ୍ଥାନୀୟ ଲୋକେ। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏହି ଘଟଣାକୁ ଦୃଢ ନିନ୍ଦା କରିଛନ୍ତି।


Powered by Froala Editor

Tags rape

Related articles Odisha News Lens 4.1

  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ
    ଦେଶ-ଦେଶାନ୍ତର

    କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    14984
    Jun 05, 2026
  •  ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?

    15365
    Jun 05, 2026
  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15794
    Jun 04, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ
    ବିଶେଷ

    ଏହି ମସଲା ଖାଇଲେ ହେବନି ପେଟ ଗରମ

    13506
    Jun 05, 2026
  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

    13690
    Jun 05, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13822
    Jun 04, 2026
  • ତୃତୀୟ ବିବାହ କରିବେ ଅମିର ଖାନ୍
    ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13625
    Jun 04, 2026
  • ୨୩ ବର୍ଷର ଡିଭୋର୍ସ ମାମଲା  : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା
    ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13463
    Jun 05, 2026
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌
    ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14775
    Jun 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    14984
    Jun 05, 2026
  • ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13463
    Jun 05, 2026
  • ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15794
    Jun 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16908
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17525
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17574
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17964
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13506
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14842
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14709
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15251
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15319
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15450
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15194
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15680
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14019
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13506
    Jun 05, 2026
  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15794
    Jun 04, 2026
  • କେରଳରେ ପ୍ରବେଶ କଲା ମୌସୁମୀ

    14659
    Jun 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In