ସେପ୍ଟେମ୍ବର ୧୭ ରେ ଓଡ଼ିଶା ଆସିବେ ମୋଦୀ
ଭୁବନେଶ୍ୱର: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେପ୍ଟେମ୍ବର ୧୭ ତାରିଖ ଦିନ ମୋଦୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଦିନ ସେ ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ।ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
Powered by Froala Editor