Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ...

  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ...

  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ...

  • ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ...

  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ...

  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ...

  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ...

  • ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ...

  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସରକାରୀ କର୍ମଚାରୀଙ୍କ ପାଇଁ ଆସିଛି ନୂଆ ପେନସନ ସ୍କିମ୍, ଜାଣନ୍ତୁ କ’ଣ?

ସରକାରୀ କର୍ମଚାରୀଙ୍କ ପାଇଁ ଆସିଛି ନୂଆ ପେନସନ ସ୍କିମ୍, ଜାଣନ୍ତୁ କ’ଣ?

2024-08-25 11:18:37
15119
Share:
Facebook
Twitter
E-Mail
WhatsApp
Telegram
ସରକାରୀ କର୍ମଚାରୀଙ୍କ ପାଇଁ ଆସିଛି ନୂଆ ପେନସନ ସ୍କିମ୍, ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ: କେନ୍ଦ୍ର ସରକାର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀଙ୍କ ପାଇଁ ଆସିଛି ନୂଆ ପେନସନ ସ୍କିମ୍। ୟୁନିଫାଏଡ୍ ପେନସନ ସ୍କିମ୍ (ୟୁପିଏସ୍) ଉପରେ ଆଜି କେନ୍ଦ୍ର କ୍ୟାବିନେଟର ମୋହର ବାଜିଛି।  ଏ ନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ବିଶ୍ୱର ବିଭିନ୍ନ ଦେଶରେ ଉପଲବ୍ଧ ଯୋଜନାକୁ ଦେଖିବା ପରେ ଓ ଅନେକ ଲୋକଙ୍କ ସହ ଆଲୋଚନା କରିବା ପରେ ୟୁନିଫାଏଡ୍ ପେନସନ ଯୋଜନା ଲାଗୁ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ଏହି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ମାରିଛି। ଏହି ଯୋଜନାରେ ୨୩ ଲକ୍ଷ କେନ୍ଦ୍ର ସରକାରଙ୍କ କର୍ମଚାରୀ ଉପକୃତ ହେବେ। ଏଥିସହିତ ୟୁପିଏସରେ ସରକାରଙ୍କ ଅବଦାନ ୧୮% ହେବ। ଏହି ଯୋଜନା ୨୦୨୫ ଏପ୍ରିଲ ୧ରୁ ଲାଗୁ ହେବ।

ସୂଚନା ଅନୁଯାୟୀ, ନୂଆ ଯୋଜନା ଦ୍ୱାରା ୨୩ ଲକ୍ଷ ଲୋକ ଉପକୃତ ହେବେ। ଯେଉଁମାନେ ୨୦୦୪ରୁ ୨୦୨୫ ମାର୍ଚ୍ଚ ମଧ୍ୟରେ ଅବସର ନେଇଛନ୍ତି ବା ନେବେ, ସେମାନେ ମଧ୍ୟ ଏହି ପେନସନ ଯୋଜନାର ଲାଭ ପାଇପାରିବେ। ଏହା ବ୍ୟତୀତ ସେମାନେ ସୁଧ ସହିତ ବକେୟା ଅର୍ଥ ମଧ୍ୟ ପାଇବେ। ସରକାରୀ କର୍ମଚାରୀମାନେ ଏନପିଏସ ଓ ୟୁପିଏସ୍  ମଧ୍ୟରୁ ଯେଉଁଟା ଚାହିଁବେ, ତାହା ନେଇପାରିବେ। କର୍ମଚାରୀମାନେ ଦୁଇଟି ପେନ୍‌ସନ୍‌ ସ୍କିମ୍‌ ମଧ୍ୟରୁ ଗୋଟିଏର ଲାଭ ଉଠାଇ ପାରିବେ।

ୟୁପିଏସ୍ ଅଧୀନରେ କର୍ମଚାରୀମାନଙ୍କୁ ଅବସର ପରେ ୫୦% ନିଶ୍ଚିତ ଅର୍ଥ ପେନସନ ଭାବେ ଦିଆଯିବ। ଏହା ଅବସରର ନେବାର ୧୨ ମାସର ଆଭରେଜ ମୂଳ ଦରମାର ୫୦% ରହିବ।କର୍ମଚାରୀମାନେ ୨୫ ବର୍ଷ କାମ କରିବା ପରେ ହିଁ ଏହି ପେନସନ ପାଇବେ। ଯଦି କୌଣସି କର୍ମଚାରୀଙ୍କ ଦେହାନ୍ତ ହୋଇଯିବ, ତା’ହେଲେ ଏହି ଯୋଜନା ଅଧୀନରେ ପାରିବାରିକ ପେନସନ ପାଇଁ ବି ବ୍ୟବସ୍ଥା ରହିବ। ପରିବାର ଲୋକ ୬୦% ଅର୍ଥ ପେନସନ ଆକାରରେ ପାଇବେ। ଯଦି ଜଣେ କର୍ମଚାରୀଙ୍କ ସେବା ୨୫ ବର୍ଷରୁ କମ୍ ଓ ସର୍ବାଧିକ ୧୦ ବର୍ଷ ହୋଇଥିବ, ତେବେ ସେ ପ୍ରତି ମାସରେ ୧୦ ହଜାର ଟଙ୍କା ପେନସନ ଆକାରରେ ପାଇବେ।

Powered by Froala Editor

Tags Ups

Related articles Odisha News Lens 4.1

  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ
    ଦେଶ-ଦେଶାନ୍ତର

    ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ

    15312
    Aug 19, 2026
  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍
    ଦେଶ-ଦେଶାନ୍ତର

    ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍

    15176
    Aug 19, 2026
  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...
    ଦେଶ-ଦେଶାନ୍ତର

    ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...

    14515
    Aug 19, 2026
  • ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ
    ଦେଶ-ଦେଶାନ୍ତର

    ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ

    15273
    Aug 19, 2026
  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ

    14969
    Aug 19, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15466
    Aug 19, 2026
  •  ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...
    ଦେଶ-ଦେଶାନ୍ତର

    ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...

    13923
    Aug 19, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14654
    Aug 18, 2026
  • ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?

    14054
    Aug 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ସ୍ଥାନରେ ଇଡି ଚଢ଼ଉ

    13923
    Aug 19, 2026
  • ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14937
    Aug 18, 2026
  • ଦେଶ-ଦେଶାନ୍ତର

    ବିଧାୟକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ ଉପହାର, ଜାଣନ୍ତୁ କ’ଣ ?

    14054
    Aug 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17041
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17659
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17709
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18109
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15829
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13846
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14876
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14650
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14487
    Aug 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

ଶିକ୍ଷା, ନେତୃତ୍ୱ ଓ ବିକାଶର ସୁଯୋଗ ମାଧ୍ୟମରେ ଭବିଷ୍ୟତ ଗଢ଼ିବା

ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ କୋଇଲା ଖଣିର ପରିଚାଳନାଗତ ସଫଳତା ପଛରେ ଏକ ଦୃଢ କାର୍ଯ୍ୟବଳ ରହିଛି ଯାହା ବ୍ୟବସାୟ ସହିତ ତାଳଦେଇ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13995
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14257
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14377
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15275
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14937
    Aug 18, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14654
    Aug 18, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15466
    Aug 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In