Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ...

  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ...

  • ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ...

  • ଛଟ୍ ପର୍ବ ସମୟରେ ମନ୍ତ୍ରୀଙ୍କ ଘରୁ ସୁନା ସହ ...

  • ଅଟୋରିକ୍ସାରେ ବୁଲିଲେ ବ୍ରିଟେନ୍‌ର ...

  • ସଂଗ୍ରହାଳୟକୁ ଆସିବ ହାଇଦ୍ରାବାଦ ...

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ...

  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ...

  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ...

  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ୨୦୨୫ ଫେବୃଆରୀରେ ଫେରିବେ ସୁନିତା ଓ୍ବିଲିୟମ୍ସ

୨୦୨୫ ଫେବୃଆରୀରେ ଫେରିବେ ସୁନିତା ଓ୍ବିଲିୟମ୍ସ

2024-08-25 11:28:18
16012
Share:
Facebook
Twitter
E-Mail
WhatsApp
Telegram
 ୨୦୨୫ ଫେବୃଆରୀରେ ଫେରିବେ ସୁନିତା ଓ୍ବିଲିୟମ୍ସ

ଓ୍ବାଶିଂଟନ୍ : ମହାକାଶରୁ ପୃଥିବୀ ପୃଷ୍ଠକୁ ଫେରିବା ପାଇଁ ସୁନିତା ଓ୍ବିଲିୟମ୍ସଙ୍କୁ ୨୦୨୫ ଫେବୃଆରୀ ହୋଇଯିବ। ସାଥୀ ମହାକାଶଚାରୀ ବୁଚ୍ ଓ୍ବିଲମୋରଙ୍କ ସହ ସେ ଆହୁରି ପ୍ରାୟ ୮୦ ଦିନ ମହାକାଶ‌ରେ ବିତାଇବା ପରେ ବୋଙ୍ଗର ଷ୍ଟାରଲାଇନର ସ୍ପେସକ୍ରାଫ୍ଟ  କିମ୍ବା ଏଲନ୍ ମସ୍କଙ୍କ ସ୍ପେସ୍ ଏକ୍ସର ଡ୍ରାଗନ୍ କ୍ୟାପସୁଲ୍ ମାଧ୍ୟମରେ ହିଁ ଫେରିବେ ବୋଲି ଆମେରିକୀୟ ମହାକାଶ ସଂସ୍ଥା ନାସା ପକ୍ଷରୁ ସୂଚନା ମିଳିଛି। ଶନିବାର ନାସା ପକ୍ଷରୁ ଦୁଇ ମହାକାଶଚାରୀଙ୍କ ପ୍ରତ୍ୟାବର୍ତ୍ତନ ଓ ସେମାନଙ୍କ ସ୍ଥିତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ପୂର୍ବରୁ ବିଶେଷଜ୍ଞମାନେ ଏ ସମ୍ପର୍କରେ ଆଲୋଚନା କରିଥିଲେ ମଧ୍ୟ ଶନିବାରକୁ ନିଷ୍ପତି ଅଟକିଥିଲା। ତେବେ ନାସା ପକ୍ଷରୁ ସୁନିତା ଓ ଓ୍ବିଲମୋରଙ୍କ ସ୍ଵାସ୍ଥ୍ୟ ପ୍ରତି ବିପଦ ରହିଥିବା ନେଇ ଚିନ୍ତା ପ୍ରକଟ କରାଯାଇଛି। ସେମାନଙ୍କୁ ସୁସ୍ଥ ରଖିବା ପାଇଁ ସମସ୍ତ ପ୍ରୟାସ ଜାରି ରହିଥିବା ବିଜ୍ଞପ୍ତିରେ କୁହାଯାଇଛି। ତେବେ ଗତ ଜୁନ୍ ମାସରୁ ସେମାନେ ଆନ୍ତର୍ଜାତିକ ମହାକାଶ କେନ୍ଦ୍ରରେ ଅବସ୍ଥାନ କରୁଛନ୍ତି।

Powered by Froala Editor

Tags sunita willoms

Related articles Odisha News Lens 4.1

  • ଅଟୋରିକ୍ସାରେ ବୁଲିଲେ ବ୍ରିଟେନ୍‌ର ପ୍ରିନ୍ସ ୱିଲିୟମ୍‌
    ଦେଶ-ଦେଶାନ୍ତର

    ଅଟୋରିକ୍ସାରେ ବୁଲିଲେ ବ୍ରିଟେନ୍‌ର ପ୍ରିନ୍ସ ୱିଲିୟମ୍‌

    14983
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ...
    ବାଣିଜ୍ୟ

    ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ...

    13877
    Nov 18, 2026
  • ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର
    ଦେଶ-ଦେଶାନ୍ତର

    ସହାୟତା ଦେବା ଆଳରେ ରିଲ୍ ବନାଉଛନ୍ତି ଇନ୍‌ଫ୍ଲୁଏନ୍ସର

    14076
    Nov 18, 2026
  • ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ...
    ଖେଳ ଖବର

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ...

    14463
    Nov 17, 2026
  • ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ଦାମ୍ ବଢ଼ିଲା
    ଦେଶ-ଦେଶାନ୍ତର

    ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ଦାମ୍ ବଢ଼ିଲା

    13587
    Nov 18, 2026
  • ସଂଗ୍ରହାଳୟକୁ ଆସିବ ହାଇଦ୍ରାବାଦ ନିଜାମଙ୍କ ମୂଲ୍ୟବାନ ରତ୍ନ
    ଦେଶ-ଦେଶାନ୍ତର

    ସଂଗ୍ରହାଳୟକୁ ଆସିବ ହାଇଦ୍ରାବାଦ ନିଜାମଙ୍କ ମୂଲ୍ୟବାନ ରତ୍ନ

    14350
    Nov 18, 2026
  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି
    ଦେଶ-ଦେଶାନ୍ତର

    କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି

    14723
    Nov 17, 2026
  • ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ
    ଦେଶ-ଦେଶାନ୍ତର

    ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ

    14917
    Nov 17, 2026
  • ଛଟ୍ ପର୍ବ ସମୟରେ ମନ୍ତ୍ରୀଙ୍କ ଘରୁ ସୁନା ସହ ୭ ଲକ୍ଷ ଲୁଟ୍
    ଦେଶ-ଦେଶାନ୍ତର

    ଛଟ୍ ପର୍ବ ସମୟରେ ମନ୍ତ୍ରୀଙ୍କ ଘରୁ ସୁନା ସହ ୭ ଲକ୍ଷ ଲୁଟ୍

    15403
    Nov 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଖେଳ ଖବର

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ପଞ୍ଚମ ଆନ୍ତଃବିଭାଗୀୟ କ୍ୟାରମ୍ ...

    14463
    Nov 17, 2026
  • ଦେଶ-ଦେଶାନ୍ତର

    ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ଦାମ୍ ବଢ଼ିଲା

    13587
    Nov 18, 2026
  • ଦେଶ-ଦେଶାନ୍ତର

    ଏବେ ଏକାଠି ହୋଇ ଆମକୁ ଭବିଷ୍ୟତ ପାଇଁ ଏକ ନୂତନ ମାର୍ଗ ପ୍ରସ୍ତୁତ କରିବାକୁ ପଡିବ: ମୋଦୀ

    14917
    Nov 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17290
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17996
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17949
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18364
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    14972
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14739
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14368
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15708
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14492
    Nov 07, 2026

ବାଣିଜ୍ୟ

ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

ଭୁବନେଶ୍ୱର  : ଓଡ଼ିଶାରେ ଗ୍ରାମୀଣ ବିକାଶକୁ ଆଗକୁ ବଢ଼ାଇବା ପାଇଁ ନିଜର ପ୍ରତିବଦ୍ଧତାକୁ ଆହୁରି ସୁଦୃଢ଼ କରି, ବେଦାନ୍ତ ଆଲୁମିନିୟମ ମେଟାଲ ଲିମିଟେଡ୍ (ଭିଏଏମଏଲ୍), ଲାଞ୍ଜିଗଡ଼, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲ ...

  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

    14976
    Nov 17, 2026
  • ଓଡ଼ିଶା କ୍ରାଫ୍ଟ ଓଡିସୀ ଉପସ୍ଥାପନ କରୁଛି ମୋଲ୍‌ଟେନ୍‌ ମନୋଲିଥ୍‌, ଡୋକ୍ରାର ଜୀବନ୍ତ ପରମ୍ପରାର ଅନୁସନ୍ଧାନ କରୁଥିବା ଏକ ଗବେଷଣା ଭିତ୍ତିକ ପ୍ରଦର୍ଶନୀ

    14757
    Nov 17, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    14057
    Nov 16, 2026
  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    14264
    Nov 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    14972
    Nov 18, 2026
  • କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ: ମୋଦୀ- ଟ୍ରମ୍ପ ହେବେ ଏକାଠି

    14723
    Nov 17, 2026
  • ଖର୍ଚ୍ଚ ଚାପ : ଲୁଣ, ସସ୍‌ ଏବଂ ମସଲା ସବୁ ଦାମ୍ ବଢ଼ିଲା

    13587
    Nov 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In