Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଝା ଅଣ୍ଡାରେ ମାଲିସ୍‌

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ...

  • ବାଲ୍ମିକ ଥାପରଙ୍କ ଦେହାନ୍ତ

  • ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ଛାଡ଼ିଲେନି ସାଇବର ଠକ, ସିଜେଆଇଙ୍କ ନାମ ନେଇ ମାଗିଲେ ୫୦୦ ଟଙ୍କା

ଛାଡ଼ିଲେନି ସାଇବର ଠକ, ସିଜେଆଇଙ୍କ ନାମ ନେଇ ମାଗିଲେ ୫୦୦ ଟଙ୍କା

2024-08-28 10:39:18
15144
Share:
Facebook
Twitter
E-Mail
WhatsApp
Telegram
 ଛାଡ଼ିଲେନି ସାଇବର ଠକ, ସିଜେଆଇଙ୍କ ନାମ ନେଇ ମାଗିଲେ ୫୦୦ ଟଙ୍କା

ନୂଆଦିଲ୍ଲୀ: ସାଇବର ଠକଙ୍କ ଉତ୍ପାତ ଦିନକୁ ଦିନ ବଢ଼ିବାରେ ଲାଗିଛି। ଠକେଇର ନୂଆ ନୂଆ କୌଶଳ ବି ବ୍ୟବହାର କରୁଛନ୍ତି। ବର୍ତ୍ତମାନ ସମୟରେ ହ୍ବାଟ୍ସଆପ ମେସେଜ ଜରିଆରେ ଠକେଇ କରାଯାଉଛି। ତେବେ ସାଇବର ଠକ ଟଙ୍କା ଠକିବା ଲାଗି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(ସିଜେଆଇ)କୁ ଛାଡ଼ି ନାହାନ୍ତି। ସିଜେଆଇଙ୍କ ନାମରେ ଟଙ୍କା ମାଗିଛନ୍ତି। ଏଭଳି ଏକ ରୋଚକ ଘଟଣା ସମ୍ପର୍କରେ ଦିଲ୍ଲୀ ସାଇବର ଅପରାଧ ବିଭାଗରେ ଏତଲା ଦେଇଛନ୍ତି ସୁପ୍ରିମକୋର୍ଟ। ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏ ସମ୍ପର୍କିତ ଏକ ସ୍କ୍ରିନଶଟ୍‌ ବି ସାମାଜିକ ଗଣମାଧ୍ୟମରେ ଶେୟାର କରିଛନ୍ତି।
ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେଉଥିବା ସ୍କ୍ରିନଶଟ୍‌ରେ ଦେଖିବାକୁ ମିଳିଛି ଯେ, ଜଣେ ଠକ ସିଜେଆଇଙ୍କ ନାମ ନେଇ ଜଣେ ବ୍ୟକ୍ତିଙ୍କୁ ମେସେଜ କରିଛନ୍ତି। ସେ ଲେଖିଛନ୍ତି ଯେ, ସୁପ୍ରିମକୋର୍ଟ କଲେଜିୟମଙ୍କର ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ଅଛି। କିନ୍ତୁ ସେ କନୌଟ ପାଲେସରେ ଫସି ରହିଛନ୍ତି। ଏକ କ୍ୟାବ୍‌ ବୁକ୍‌ କରିବାକୁ ତାଙ୍କର ୫୦୦ ଟଙ୍କା ଦରକାର। ତେଣୁ ଦୟାକରି ୫୦୦ ଟଙ୍କା ଦିଅନ୍ତୁ, କୋର୍ଟରେ ପହଞ୍ଚିବା ପରେ ଫେରାଇଦେବି। ଏକ ଆଇପ୍ୟାଡ୍‌ରୁ ଏହି ମେସେଜ କରାଯାଇଥିବା ଜଣାପଡ଼ିଛି। ସୁପ୍ରିମକୋର୍ଟ ସିଜେଆଇଙ୍କ ତରଫରୁ ସାଇବର ଅପରାଧ ବିଭାଗରେ ଏତଲା ଦାୟର କରିଛନ୍ତି। ନିକଟରେ ଦିଲ୍ଲୀର ଜଣେ ବ୍ୟକ୍ତି ପୁଲିସ ପରିଚୟ ଦେଇ କମ୍ ଦାମରେ କାର୍‌ ଏବଂ ମୋବାଇଲ କିଣାଇଦେବା ବାହାନାରେ ଠକେଇ କରିଥିବା ସାମ୍ନାକୁ ଆସିଥିଲା।

Powered by Froala Editor

Tags Cji

Related articles Odisha News Lens 4.1

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15437
    Jun 01, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13752
    May 31, 2025
  • ବାଲ୍ମିକ ଥାପରଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13674
    May 31, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ
    ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13694
    May 31, 2025
  •  ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ,  ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ଜାଣନ୍ତୁ କ’ଣ ?

    14224
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15658
    May 31, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13510
    May 31, 2025
  •  ସିଝା ଅଣ୍ଡାରେ ମାଲିସ୍‌
    ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14750
    Jun 01, 2025
  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    15047
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13752
    May 31, 2025
  • ଦେଶ-ଦେଶାନ୍ତର

    ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    15047
    May 31, 2025
  • ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15437
    Jun 01, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16927
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15466
    Apr 03, 2021

ବିଶେଷ

  • ସିଝା ଅଣ୍ଡାରେ ମାଲିସ୍‌

    14750
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15437
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13510
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15658
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15993
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15682
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16296
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14009
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14805
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15658
    May 31, 2025
  • ସିଝା ଅଣ୍ଡାରେ ମାଲିସ୍‌

    14750
    Jun 01, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13694
    May 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In