Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ ଏ ଲାଗୁ ନ ହେବା ଯାଏ ନିର୍ବାଚନ ଲଢ଼ିବୁନି

ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ ଏ ଲାଗୁ ନ ହେବା ଯାଏ ନିର୍ବାଚନ ଲଢ଼ିବୁନି

2021-06-26 19:44:11
13956
Share:
Facebook
Twitter
E-Mail
WhatsApp
Telegram
ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ ଏ ଲାଗୁ ନ ହେବା ଯାଏ ନିର୍ବାଚନ ଲଢ଼ିବୁନି

ଏବେ ସମଗ୍ର ଦେଶରେ ମତ ପାର୍ଥକ୍ୟ ଅପରାଧ ଭାବେ ବିବେଚନା ହେବାରେ ଲାଗିଛି। ଏଭଳି ବୟାନ ଦେଇଛନ୍ତି ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫତି। କିଛି ଦିନ ତଳେ ମୁଫତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡାକିଥିବା ସର୍ବଦଳୀୟ ବୈଠକରେ ଯୋଗ ଦେଇଥିଲେ। ଏବେ ସେ ଏପରି ବୟାନ ଦେଇଛନ୍ତି। ଏଥିସହ ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ ଏ ଲାଗୁ ନ ହେବା ଯାଏ ସେ ନିର୍ବାଚନ ଲଢ଼ିବେ ନାହିଁ ବୋଲି ମଧ୍ୟ କହିଛନ୍ତି। ସରକାର ଯଦି ନିର୍ବାଚନ କରିବାକୁ ଚାହୁଁଛନ୍ତି ତେବେ ପ୍ରଥମେ ଲୋକମାନଙ୍କ ବିଶ୍ବାସଭାଜନ ହେବାକୁ ପଡ଼ିବ । ବିଶ୍ବାସଭାଜନ ପାଇଁ ରାଜ୍ୟମାନ୍ୟତା ଓ ଧାରା ୩୭୦ ଲାଗୁ ହେବା ଜରୁରୀ ବୋଲି ସେ କହିଛନ୍ତି ।

ଗୋଟିଏ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ମୁଫତି କହିଛନ୍ତି, ଆମେ ନେତାମାନେ ଜମ୍ମୁ-କଶ୍ମୀରରେ ଅପରାଧୀ ଭାବେ ରହିଥିଲୁ। ଏହି କାରଣ ପାଇଁ ଆମକୁ ବନ୍ଦୀ କରାଯାଇଥିଲା। କିନ୍ତୁ ଏବେ ଏହା କେବଳ ମେହବୁବା ମୁଫତି କିମ୍ବା ଜମ୍ମୁ-କଶ୍ମୀରରେ ସୀମିତ ହୋଇନାହିଁ। ସେମାନେ ସମଗ୍ର ଦେଶର ଯୁବ ଶିକ୍ଷାର୍ଥୀଙ୍କୁ ଜେଲରେ ଭର୍ତ୍ତି କରିବାରେ ଲାଗିଛନ୍ତି। 

ଏପରି ସ୍ଥିତିରେ ସାଧାରଣ ଲୋକଙ୍କ ଅବସ୍ଥା କ’ଣ ହେଉଥିବ ଥରେ ଚିନ୍ତା କରନ୍ତୁ। ଗୋଟିଏ ଟ୍ୱିଟ ପାଇଁ ଜଣେ ୧୫ ବର୍ଷୀୟ ପିଲାକୁ ଜେଲରେ ଭର୍ତ୍ତି କରିଦିଆଯାଇଛି। ଭୟରେ ଲୋକମାନେ ନିଜ ଘରର ଚାରିକାନ୍ଥ ମଧ୍ୟରେ ରହୁଛନ୍ତି। ସେମାନେ ମୁହଁ ଖୋଲିବାକୁ ଡରୁଛନ୍ତି। ଜମ୍ମୁ-କଶ୍ମୀର ଏବେ ମୁକ୍ତାକାଶ ଜେଲରେ ପରିଣତ ହୋଇ ଯାଇଛି ବୋଲି ସେ କହିଛନ୍ତି।

ପାକିସ୍ତାନ ସହ ଭାରତ ସରକାର ଆଲୋଚନା କରିବାକୁ ମଧ୍ୟ ସେ ପ୍ରସ୍ତାବ ଦେଇଛନ୍ତି। ସେ କହିଛନ୍ତି, “ଜମ୍ମୁ-କଶ୍ମୀରବାସୀ ପାକିସ୍ତାନ ସହ ତିକ୍ତତା ଯୋଗୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି କାରଣରୁ ସେମାନେ ପାକିସ୍ତାନ ସହ ଭାରତ ସରକାର କଥା ହୁଅନ୍ତୁ ବୋଲି ଚାହୁଁଛନ୍ତି।

ଅନ୍ୟପକ୍ଷରେ, କେନ୍ଦ୍ର ସରକାର ଆଗ ବିଧାନସଭା ନିର୍ବାଚନ ଓ ତା ପରେ ରାଜ୍ୟ ମାନ୍ୟତା ପାଇଁ ପ୍ରସ୍ତାବ ଦେଇଥିବାବେଳେ ଘାଟିର ନେତାମାନେ ଆଗ ରାଜ୍ୟ ମାନ୍ୟତା, ଧାରା ୩୭୦ ଲାଗୁ ଓ ତାପରେ ନିର୍ବାଚନ ପାଇଁ ଦାବି କରୁଛନ୍ତି ।

ନ୍ୟାସନାଲ କନଫରେନ୍ସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା କହିଛନ୍ତି ଯେ, ଯଦି କେନ୍ଦ୍ର ସରକାର ନିର୍ବାଚନ ଆୟୋଜନ କରିବାକୁ ଚାହୁଁଛନ୍ତି, ତେବେ ଆଗ ରାଜ୍ୟ ମାନ୍ୟତା ଦିଅନ୍ତୁ । ସେ କହିଛନ୍ତି ଯେ ରାଜ୍ୟ ମାନ୍ୟତା ଓ ଧାରା ୩୭୦ ଲାଗୁ ପାଇଁ ଯେତେ ଦିନ ଲାଗୁ ପଛେ ମେଣ୍ଟ ପଛକୁ ହଟିବ ନାହିଁ ।

Powered by Froala Editor

Tags jammu

Related articles Odisha News Lens 4.1

  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15111
    Oct 18, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15457
    Oct 19, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14357
    Oct 18, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14776
    Oct 19, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13931
    Oct 18, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    15129
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    15018
    Oct 17, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15096
    Oct 19, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13969
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15111
    Oct 18, 2026
  • ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15096
    Oct 19, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14776
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17194
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17889
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17834
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18258
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14357
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15366
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14702
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14802
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15804
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14622
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13988
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15816
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    15018
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13969
    Oct 18, 2026
  • ଆଖି ଭ୍ରୁଲତାରେ ଦାନ୍ତ

    14776
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In