Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ...

  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ...

  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

Home ›› ››ବିବାଦୀୟ ବୟାନ ନା ବ୍ୟକ୍ତିଗତ କାରଣ : ଇସ୍ତଫା ଦେଲେ କେସି ତ୍ୟାଗୀ

ବିବାଦୀୟ ବୟାନ ନା ବ୍ୟକ୍ତିଗତ କାରଣ : ଇସ୍ତଫା ଦେଲେ କେସି ତ୍ୟାଗୀ

2024-09-01 19:54:34
15676
Share:
Facebook
Twitter
E-Mail
WhatsApp
Telegram
ବିବାଦୀୟ ବୟାନ ନା ବ୍ୟକ୍ତିଗତ କାରଣ : ଇସ୍ତଫା ଦେଲେ କେସି ତ୍ୟାଗୀ

ଇସ୍ତଫା ଦେଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଅତି ଘନିଷ୍ଠ କୁହାଯାଉଥିବା କେସି ତ୍ୟାଗୀ। ସେ ଦଳର ଦଳର ଜାତୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଇସ୍ତଫା ଦେଇଥିବା କୁହାଯାଇଛି। ତ୍ୟାଗୀଙ୍କ ଇସ୍ତଫା ପରେ ରାଜୀବ ରଞ୍ଜନ ପ୍ରସାଦ ଦଳର ମୁଖପାତ୍ର ହୋଇଛନ୍ତି। ଏନେଇ ଦଳର ସାଧାରଣ ସମ୍ପାଦକ ଆଫାକ ଅହମ୍ମଦ ଖାନ ଏକ ଚିଠି ଜାରି କରି ଏହି ସୂଚନା ଦେଇଛନ୍ତି।

ବ୍ୟକ୍ତିଗତ କାରଣ ଯୋଗୁ କେସି ତ୍ୟାଗୀ ଇସ୍ତଫା ଦେଇଥିବା କଥା କୁହାଯାଉଥିଲେ ମଧ୍ୟ ଏହା ପଛରେ ଅନେକ କାରଣ ଲୁଚି ରହିଛି। ଆଞ୍ଚଳିକ ଦଳର ନେତାଙ୍କ ପାଇଁ ଜାତୀୟ ଗଣମାଧ୍ୟମରେ ହାଇ ପ୍ରୋଫାଇଲ ଥାଇ ମଧ୍ୟ କେନ୍ଦ୍ର ସରକାରଙ୍କ ନୀତି ଉପରେ ତ୍ୟାଗୀଙ୍କ ବାରମ୍ବାର ମନ୍ତବ୍ୟ ଭାଜପା-ଜେଡି (ୟୁ) ମିଳିତ ମେଣ୍ଟ ପାଇଁ ଅସହଯୋଗୀ ବୋଲି ଜଣାପଡ଼ିଛି। ତାଙ୍କର ଲଗାତର ବିବାଦୀୟ ବୟାନ ଯୋଗୁ ଦଳ ଭିତରେ ଓ ବାହାରେ ସୃଷ୍ଟି ହୋଇଥିବା ମତଭେଦ ସାମିଲ ଅଛି।

ସୂଚନା ମୁତାବକ ଇସ୍ରାଏଲ-ପାଲେଷ୍ଟାଇନ ପ୍ରସଙ୍ଗରେ ତାଙ୍କ ବିବୃତ୍ତି ଯୋଗୁଁ କେସି ତ୍ୟାଗୀଙ୍କୁ ଇସ୍ତଫା ଦେବାକୁ ପଡ଼ିଛି। କାରଣ ଦଳ ଏହି ତାଙ୍କର ଏହି ବିବୃତ୍ତିରେ ଖୁସି ନାହିଁ। ତେଣୁ ସେ ଇସ୍ତଫା ଦେଇଛନ୍ତି।

Powered by Froala Editor

Tags tyagi

Related articles Odisha News Lens 4.1

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    14961
    Apr 29, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13340
    Apr 30, 2026
  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା
    ଦେଶ-ଦେଶାନ୍ତର

    ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

    15066
    Apr 29, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15128
    Apr 30, 2026
  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ
    ଦେଶ-ଦେଶାନ୍ତର

    ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

    14003
    Apr 29, 2026
  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ
    ଦେଶ-ଦେଶାନ୍ତର

    ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ

    14719
    Apr 29, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13534
    Apr 30, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14146
    Apr 30, 2026
  • ଏକଜିଟ୍ ପୋଲ୍ ରିପୋର୍ଟ :  ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି
    ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14959
    Apr 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

    15066
    Apr 29, 2026
  • ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13534
    Apr 30, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14406
    Apr 29, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17446
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17495
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17854
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16325
    Apr 03, 2021

ବିଶେଷ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13534
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15958
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15926
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14543
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14347
    Apr 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15364
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15097
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15595
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13902
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ

    14719
    Apr 29, 2026
  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14959
    Apr 29, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13534
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In