Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ...

  • ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ...

  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ...

  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ...

  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ତେଲେଙ୍ଗାନାରେ ଭୟଙ୍କର ବନ୍ୟା ବିତ୍ପାତ

ତେଲେଙ୍ଗାନାରେ ଭୟଙ୍କର ବନ୍ୟା ବିତ୍ପାତ

2024-09-02 10:20:46
14651
Share:
Facebook
Twitter
E-Mail
WhatsApp
Telegram
ତେଲେଙ୍ଗାନାରେ ଭୟଙ୍କର ବନ୍ୟା ବିତ୍ପାତ

ବିଜୟୱାଡା : ଲଗାଣ ବର୍ଷାରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ଭୟଙ୍କର ବନ୍ୟା ବିତ୍ପାତ ଦେଖିବାକୁ ମିଳିଛି। ଶହ ଶହ ଗାଁ ଜଳବନ୍ଦୀ ହୋଇଥିବାବେଳେ ବହୁ ଧନଜୀବନ ହାନୀ ଘଟିଛି। ଗାଡିମୋଟର ଚାଲିବା ରାସ୍ତାରେ ଡଙ୍ଗା ଚାଲୁଛି। କେଉଁଠି ରାସ୍ତାଘାଟ ଧୋଇ ହୋଇଯାଇଛି ତ ଆଉ କେଉଁଠି ଟ୍ରେନ୍ ଲାଇନ୍ରେ ପାଣି ପଶିଯାଇଛି। ଆନ୍ଧ୍ର ପ୍ରଦେଶର ବିଜୟଓ୍ବାଡା ଓ ଆନ୍ଧ୍ରପ୍ରଦେଶରେ ପରିସ୍ଥିତି ପୁରା ସଙ୍ଗୀନ୍ ହୋଇପଡିଛି। ବର୍ଷା ଯୋଗୁଁ ବିଜୟୱାଡା ଓ ଗୁଣ୍ଟୁର ଜିଲା ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଥିବାବେଳେ ରବିବାର ସକାଳେ ଏହା କଳିଙ୍ଗପଟ୍ଟନମଠାରେ ସ୍ଥଳଭାଗକୁ ପ୍ରବେଶ କରିଥିଲା। ବିଜୟୱାଡା ଜିଲାର ମୋଗଲରାଜାପୁରମ ନିକଟରେ ଭୂସ୍ଖଳନ ଘଟି ୫ ଜଣ ପ୍ରାଣ ହରାଇଥିବାବେଳେ ଚାରିଜଣ ଆହତ ହୋଇଛନ୍ତି। ଗୁଣ୍ଟୁର ଜିଲାରେ ଆଉ ୫ ଜଣଙ୍କର ମୃତ୍ୟୁ ଘଟିଛି। ପ୍ରବଳ ବର୍ଷା ଯୋଗୁଁ ସବୁ ପୋଖରୀ ଓ ହ୍ରଦର ଜଳସ୍ତର ବୃଦ୍ଧି ପାଇଛି। ଫଳରେ କ୍ରିଷ୍ଣା ଓ ଗୁଣ୍ଟୁର ଜିଲାର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ରାତିସାରା ବର୍ଷା ଲାଗି ରହିଥିବାରୁ ବିଜୟୱାଡା, ଅମରାବତୀ, ମଙ୍ଗଳାଗିରି, ଗୁଣ୍ଟୁର, ଏଲୁରୁ ଏବଂ ଅନ୍ୟାନ୍ୟ ସ୍ଥାନରେ ଜନବସତିଗୁଡିକ ପାଣିରେ ବୁଡିଯାଇଛି। ବିଜୟୱାଡା ସହରରେ ବିଗତ ଦଶ ବର୍ଷ ମଧ୍ୟରେ ସବୁଠୁ ଅଧିକ ପରିମାଣର ବର୍ଷା ରେକର୍ଡ କରାଯାଇଛି। ସହରର ଏକାଧିକ ରାସ୍ତାରେ ତିନି ଚାରିଫୁଟ ଉଚ୍ଚରେ ବର୍ଷାଜଳ ପ୍ରବାହିତ ହେଉଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ବୋଟ୍ ଯୋଗେ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେପଟେ ତେଲେଙ୍ଗାନାରେ ସବୁଠୁ ବେଶୀ କ୍ଷତିଗ୍ରସ୍ତ ହୋଇଛି ଖମାମ ଜିଲ୍ଲା। ୧୧୦ଟି ଗାଁ ବୁଡିଛି ଏବଂ ବିଭିନ୍ନ ସ୍ଥାନରେ ଉଦ୍ଧାର ଅପେକ୍ଷାରେ ରହିଛନ୍ତି ଶତାଧିକ ବିପନ୍ନ। ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରାଯାଇଛି।

Powered by Froala Editor

Tags flood in andhra pradesh and telegana

Related articles Odisha News Lens 4.1

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....
    ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14130
    Jul 13, 2025
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    15061
    Jul 13, 2025
  • ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ହିଂସାକୁ ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ...
    ରାଜନୀତି

    ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ହିଂସାକୁ ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ...

    13995
    Jul 14, 2025
  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା
    ଦେଶ-ଦେଶାନ୍ତର

    ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା

    15036
    Jul 14, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15303
    Jul 12, 2025
  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ
    ଦେଶ-ଦେଶାନ୍ତର

    ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    13968
    Jul 14, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15307
    Jul 13, 2025
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ...
    ରାଜନୀତି

    ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ...

    14579
    Jul 14, 2025
  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ
    ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

    14729
    Jul 14, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15307
    Jul 13, 2025
  • ଦେଶ-ଦେଶାନ୍ତର

    ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    13968
    Jul 14, 2025
  • ରାଜନୀତି

    ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା, ନ୍ୟାୟିକ ତଦନ୍ତ ...

    14579
    Jul 14, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16619
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17048
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15538
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14130
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14950
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15816
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14805
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14944
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15873
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16412
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14059
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15580
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

    14729
    Jul 14, 2025
  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15718
    Jul 13, 2025
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା, ନ୍ୟାୟିକ ତଦନ୍ତ ଦାବି କରିଛି କଂଗ୍ରେସ

    14579
    Jul 14, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In