Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ...

  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ...

  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ...

  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ...

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ...

  • ପାଣିଟାଙ୍କିରୁ ବାହାରିଲେ ୧୧ ସାପ

  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଖୁବ୍‌ଶୀଘ୍ର କଲକାତାରେ ୩ଟି ଟିଭି ଚ୍ୟାନେଲ ହେବ ନିଷିଦ୍ଧ

ଖୁବ୍‌ଶୀଘ୍ର କଲକାତାରେ ୩ଟି ଟିଭି ଚ୍ୟାନେଲ ହେବ ନିଷିଦ୍ଧ

2024-09-03 10:34:05
14774
Share:
Facebook
Twitter
E-Mail
WhatsApp
Telegram
ଖୁବ୍‌ଶୀଘ୍ର କଲକାତାରେ ୩ଟି ଟିଭି ଚ୍ୟାନେଲ ହେବ ନିଷିଦ୍ଧ

କଲକାତା : ପଶ୍ଚିମବଙ୍ଗରେ କ୍ଷମତାସୀନ ଟିଏମ୍‌ସି (ତୃଣମୂଳ କଂଗ୍ରେସ) ସରକାର ଖୁବ୍‌ଶୀଘ୍ର ୩ଟି ଟିଭି ଚ୍ୟାନେଲକୁ ନିଷିଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଗୁଡିକ ହେଲା ଏବିପି ଆନନ୍ଦ, ରିପବ୍ଲିକ ଟିଭି ଏବଂ ଟିଭି୯। ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ବଦନାମ କରିବାକୁ ଏହି ଚ୍ୟାନେଲଗୁଡିକ ଚକ୍ରାନ୍ତ କରୁଥିବା ରାଜ୍ୟ ସରକାର ଅଭିଯୋଗ କରିଛନ୍ତି। ପ୍ରତିକ୍ରିୟା ଦେବା ନିମନ୍ତେ ଏହି ଚ୍ୟାନେଲକୁ କୌଣସି ପ୍ରତିନିଧି ନ ପଠାଇବାକୁ ଟିଏମ୍‌ସି ସୁପ୍ରିମୋ ନିଷ୍ପତ୍ତିି ନେଇଛନ୍ତି। ଦିଲ୍ଲୀରେ କ୍ଷମତାସୀନ ସରକାରଙ୍କୁ ଖୁସି କରିବାକୁ ଏହି ଚ୍ୟାନେଲଗୁଡିକ ଟିଏମ୍‌ସି ବିରୋଧୀ ଅଭିଯାନର ନେତୃତ୍ବ ନେଉଥିବା କୁହାଯାଇଛି। ବର୍ତ୍ତମାନ ସିିବିଆଇ ଘଟଣାର ତଦନ୍ତ କରୁଥିବାବେଳେ ଏହି ଚ୍ୟାନେଲଗୁଡିକ ବିଭ୍ରାନ୍ତିକର ରିପୋର୍ଟ ପ୍ରକାଶ କରୁଥିବା ଦୁର୍ଭାଗ୍ୟଜନକ ବୋଲି ଟିଏମସି ପକ୍ଷରୁ କୁହାଯାଇଛି।

Powered by Froala Editor

Tags Mamata banarjee

Related articles Odisha News Lens 4.1

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ
    ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    15011
    May 12, 2026
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...
    ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...

    13985
    May 12, 2026
  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା
    ଦେଶ-ଦେଶାନ୍ତର

    ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13589
    May 13, 2026
  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ

    13455
    May 13, 2026
  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15255
    May 13, 2026
  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା
    ଦେଶ-ଦେଶାନ୍ତର

    ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14216
    May 13, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...
    ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...

    13600
    May 12, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା
    ବିଶେଷ

    ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15511
    May 12, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15653
    May 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ଗିରଫ ମୁଖ୍ୟ ଅଭିଯୁକ୍ତ

    15255
    May 13, 2026
  • ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15653
    May 12, 2026
  • ଦେଶ-ଦେଶାନ୍ତର

    ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ

    13455
    May 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17470
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17520
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17878
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16351
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15511
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16101
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14543
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15512
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15249
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15135
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13948
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13589
    May 13, 2026
  • ଜୁଲାଇ ୧ରୁ ଲାଗୁ ହେବ 'ଭିବି-ଜି ରାମ ଜି'

    15653
    May 12, 2026
  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14216
    May 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In