Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପଶ୍ଚିମବଙ୍ଗରେ 'ଅପରାଜିତା' ବିଲ୍ ପାରିତ : 21 ଦିନରେ ମାମଲାର ବିଚାର, ଦୋଷୀଙ୍କୁ ହେବ ମୃତ୍ୟୁ ଦଣ୍ଡ

ପଶ୍ଚିମବଙ୍ଗରେ 'ଅପରାଜିତା' ବିଲ୍ ପାରିତ : 21 ଦିନରେ ମାମଲାର ବିଚାର, ଦୋଷୀଙ୍କୁ ହେବ ମୃତ୍ୟୁ ଦଣ୍ଡ

2024-09-03 19:27:28
15636
Share:
Facebook
Twitter
E-Mail
WhatsApp
Telegram
ପଶ୍ଚିମବଙ୍ଗରେ 'ଅପରାଜିତା' ବିଲ୍ ପାରିତ : 21 ଦିନରେ ମାମଲାର ବିଚାର, ଦୋଷୀଙ୍କୁ ହେବ ମୃତ୍ୟୁ ଦଣ୍ଡ

ପଶ୍ଚିମବଙ୍ଗ ବିଧାନସଭାରେ ସର୍ବସମ୍ମତି କ୍ରମେ 'ଅପରାଜିତା' ବିଲ୍ ପାରିତ ହୋଇଛି। ଏହା ସହ ପଶ୍ଚିମବଙ୍ଗ ଦେଶର ପ୍ରଥମ ରାଜ୍ୟ ଭାବରେ ଦୁଷ୍କର୍ମ, ଗଣଦୁଷ୍କର୍ମ ଏବଂ ଯୌନ ନିର୍ଯାତନା ଅପରାଧ ସହ ଜଡିତ କେନ୍ଦ୍ରୀୟ ଆଇନରେ ସଂଶୋଧନ ଆଣିଛି। ବିଧାନସଭାରେ 'ଅପରାଜିତା' ବିଲ୍ ପାରିତ ହେବା ପରେ ରାଜ୍ୟପାଳ ସିଭି ଆନନ୍ଦ ବୋସ୍ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ ଆଇନରେ ପରିଣତ ହେବ।

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବିଲ୍‌କୁ “ଐତିହାସିକ” ଏବଂ “ମଡେଲ୍” ବୋଲି କହି ଏହାକୁ ୩୧ ବର୍ଷ ବୟସ୍କା ପୀଡିତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। 'ଅପରାଜିତା ମହିଳା ଏବଂ ଶିଶୁ ବିଲ୍ (ପଶ୍ଚିମବଙ୍ଗର ଅପରାଧିକ ଆଇନ ଏବଂ ସଂଶୋଧନ) ୨୦୨୪' ରେ ବଳାତ୍କାର ତଥା ଅନ୍ୟ ଯୌନ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ଦଣ୍ଡାଦେଶ କରାଯିବ। 21 ଦିନ ମଧ୍ୟରେ ମାମଲାର ବିଚାର କରାଯାଇ ଦୋଷୀକୁ ଫାଶୀ ଦଣ୍ଡରେ ଦଣ୍ଡିତ କରାଯିବାର ବ୍ୟବସ୍ଥା ରହିଛି। ଯାହା ଲିଙ୍ଗ ଭିତ୍ତିକ ହିଂସା ବିରୋଧରେ ଲଢ଼େଇରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କୁହାଯାଉଛି।

ବିଧାନସଭା ଅଧିବେଶନରେ ମୁଖ୍ୟମନ୍ତ୍ରୀ ମମତା ବିଦ୍ୟମାନ କେନ୍ଦ୍ରୀୟ ଆଇନରେ ଥିବା ଫାଟକୁ ବନ୍ଦ କରିବା ପାଇଁ ବିଲ୍‌ର ସମ୍ଭାବନା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ କହିଛନ୍ତି, ଦୁଷ୍କର୍ମ ହେଉଛି ମାନବିକତା ବିରୁଦ୍ଧରେ ଅଭିଶାପ।   ଏପରି ଅତ୍ୟାଚାରକୁ ରୋକିବା ପାଇଁ ଆମେ ସାମାଜିକ ସଂସ୍କାର ଆବଶ୍ୟକ କରୁ। 


Powered by Froala Editor

Tags aparajita

Related articles Odisha News Lens 4.1

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14968
    Oct 08, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    15082
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15344
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13712
    Oct 09, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14523
    Oct 08, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15473
    Oct 09, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13805
    Oct 09, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13773
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15393
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14523
    Oct 08, 2026
  • ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14968
    Oct 08, 2026
  • ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13712
    Oct 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17163
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18229
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14431
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14537
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15548
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14221
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15958
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14678
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15401
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14013
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15394
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ

    15473
    Oct 09, 2026
  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13773
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13712
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In