Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

ବିଶେଷ
Home ›› ବିଶେଷ ››ପ୍ରତିଦିନ ଖାଇବା ମେନୁରେ ରଖିନ୍ତୁ ଶାଗ

ପ୍ରତିଦିନ ଖାଇବା ମେନୁରେ ରଖିନ୍ତୁ ଶାଗ

2024-09-04 05:28:01
15153
Share:
Facebook
Twitter
E-Mail
WhatsApp
Telegram
ପ୍ରତିଦିନ ଖାଇବା ମେନୁରେ ରଖିନ୍ତୁ ଶାଗ

ହେୟାର ଷ୍ଟାଇଲ ଆଜିକାଲି ଏକ ଫ୍ୟାସନରେ ପରିଣତ ହୋଇଛି। ଝିଅ ହୁଅନ୍ତୁ ଅବା ପୁଅ ପ୍ରାୟ ସମସ୍ତେ ହେୟାର ଷ୍ଟାଇଲ କରିବାକୁ ପସନ୍ଦ କରିଥାନ୍ତି। ବିଶେଷ କରି କଲେଜ ପଢୁଆ ପୁଅଝିଅଙ୍କ ମଧ୍ୟରେ ଏହି କ୍ରେଜ୍‌ ଅଧିକ ଦେଖିବାକୁ ମିଳିଥାଏ। ହେଲେ ଆଜିକାଲି କମ ବୟସରେ ଯୁବକଯୁବତୀମାନେ ଏକ ବଡ଼ ସମସ୍ୟାରେ ସମ୍ମୁଖୀନ ହେଛନ୍ତି। ସମସ୍ୟାଟି ହେଲା ଚୁଟି ଝଡ଼ିବା। ସ୍ଥିତି ଏପରି ହେଉଛି ଯେ, କମ ବୟସରେ ବହୁତ ଲୋକ ଚନ୍ଦା ହୋଇଯାଉଛନ୍ତି। ଆଧୁନିକ ଜୀବନଶୈଳୀ, ଭୁଲ ଖାଦ୍ୟ ପେୟ ଓ ଅଧିକ ଚିନ୍ତା କାରଣରୁ ପୁରୁଷମାନଙ୍କର ଚୁଟି ଝଡିଥାଏ ବୋଲି ଡାକ୍ତର କହିଥାନ୍ତି। ଆସନ୍ତୁ ଜାଣିବା ଏପରି କିଛି  ଖାଦ୍ୟ ସମ୍ପର୍କରେ ଯାହାକୁ ଖାଇଲେ ଚନ୍ଦାପଣରୁ ମୁକ୍ତି ମିଳିପାରିବ।

ସବୁଜ ପନିପରିବା: ସବୁଜ ପନିପରିବାରେ ଭିଟାମିନ ‘ଏ’ ପ୍ରଚୁର ମାତ୍ରାରେ ଥାଏ। ଭିଟାମିନ୍‌ ‘ଏ’ ତ୍ୱଚା ଓ କେଶକୁ ମଜଭୁତ କରିଥାଏ। ତେଣୁ ପ୍ରତିଦିନ ପନିପରିବା ଖାଇବା ଦ୍ୱାରା କେଶ ମଜଭୁତ ହେବା ସହ ଝଡିବା ବନ୍ଦ ହୋଇଯାଇଥାଏ। ଏହାଛଡା ମାଛ ତେଲ, ଅଣ୍ଡା ଓ କ୍ଷୀରରେ ମଧ୍ୟ ଭିଟାମିନ ‘ଏ’ ପ୍ରଚୁର ପରିମାଣରେ ଥାଏ।

ପାଳଙ୍ଗ: ପ୍ରତିଦିନ ଖାଇବା ମେନୁରେ ଶାଗ ରଖିବାକୁp⁹ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। ବିଶେଷ କରି ପାଳଙ୍ଗ ଶାଗ ଖାଇବା ସ୍ୱାସ୍ଥ୍ୟପ୍ରତି ହିତକର। ପାଳଙ୍ଗରେ ଆଇରନ ପ୍ରଚୁର ମାତ୍ରାରେ ଥାଏ। ପାଳଙ୍ଗରେ ସିବମ ଭଳି ଏକ ତତ୍ତ୍ୱ ରହିଛି, ଯାହା କେଶ ପାଇଁ ପ୍ରାକୁତିକ କଣ୍ଡିସନର କାମ କରିଥାଏ। ପାଳଙ୍ଗରୁ ଓମେଗା-୩ ଏସିଡ, ମ୍ୟାଗ୍ନେସିୟମ, ପୋଟାସିୟମ, କ୍ୟାଲସିୟମ ଓ ଆଇରନ ମିଳିଥାଏ। ଏହା କେଶକୁ ମଜଭୁତ କରିବା ସହ ଚମକ ବଢାଇଥାଏ।

ସି ଫୁଡ: ଶରୀରରେ ଜିଙ୍କ କମ୍ କାରଣରୁ ରୂପି ଓ ଚୁଟି ଝଡିବା ସମସ୍ୟା ଦେଖାଯାଇଥାଏ। ଜିଙ୍କ ଏପରି ଏକ ମିନେରାଲ ଯାହା ନୂତନ କୋଶିକା ଉତ୍ପନ କରି ଏହି ସମସ୍ୟା ଦୂର କରିଥାଏ। ସି ଫୁଡରେ ପ୍ରଚୁର ପରିମାଣରେ ଜିଙ୍କ ଥାଏ। ଏହାକୁ ଖଶିବା ଦ୍ୱାରା କେଶ ଝଡିବା ସମସ୍ୟା ଦୂର ହୋଇଥାଏ।ଏହାସହ ଅଣ୍ଡା, କ୍ଷୀର ଓ ନଟସ୍‌ରେ ମଧ୍ୟ ଜିଙ୍କ ମିଳିଥାଏ।

ଡାଲଚିନି: ଡାଲଚିନି ରକ୍ତ ପ୍ରବାହ ବଢାଇଥାଏ ଓ କେଶର ଛିଦ୍ରକୁ ପୋଷକ ଯୋଗାଇଥାଏ। କଫି କିମ୍ୱା ଟୋଷ୍ଟରେ ଡାଲଚିନି ପାଉଡର ପକାଇ ଖାଇଲେ କେଶ ଝଡ଼ିବାରୁ ମୁକ୍ତି ମିଳିଥାଏ।

Powered by Froala Editor

Tags Saga

Related articles Odisha News Lens 4.1

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    13945
    Jul 31, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14194
    Jul 31, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    15111
    Jul 30, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14201
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15442
    Jul 30, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14162
    Jul 30, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15585
    Jul 31, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15455
    Jul 30, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15405
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14187
    Jul 31, 2026
  • ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15455
    Jul 30, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15585
    Jul 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17009
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17614
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17667
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18068
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14187
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14340
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15963
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15849
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15502
    Jul 22, 2026

ବାଣିଜ୍ୟ

ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

ଭୁବନେଶ୍ୱରରେ ରପ୍ତାନି ଆଉଟରିଚ୍ ଆଲୋଚନାଚକ୍ର ଆୟୋଜନ କରିବାକୁ ଏଫଆଇଇଓ ସହିତ ସହଭାଗୀତା କଲା ଏକ୍ଜିମ ବ୍ୟାଙ୍କ, ଓଡ଼ିଶାର ବାଣିଜ୍ୟ ଓ ପୁଞ୍ଜିନିବେଶ ସାମର୍ଥ୍ୟ ଉପରେ ଗବେଷଣା ଅଧ୍ୟୟନ ରିପୋର୍ଟ ପ୍ରକାଶ କଲା

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14017
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15029
    Jul 28, 2026
  • ଫିକା ପଡିବ ସୁନାର ଚମକ

    14129
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15764
    Jul 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15455
    Jul 30, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    14201
    Jul 30, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15585
    Jul 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In