Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, December 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୁନ୍ନାର ସହରର ୧୬ ନମ୍ବର ୱାର୍ଡରୁ ...

  • ଗର୍ଭବତୀ ମହିଳା ଏବଂ ତାଙ୍କ ଆଠ ବର୍ଷର ...

  • ଗୁରୁବାର ଆସୁଛନ୍ତି ପୁଟିନ୍, ସୁରକ୍ଷା ...

  • ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ...

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ...

  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ...

  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ ...

  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ...

ବିଶେଷ
Home ›› ବିଶେଷ ››ବିଛଣା ଉପରେ ସ୍ମାର୍ଟଫୋନ୍ ରଖି ଶୋଉଥିଲେ ହୋଇଯାଆନ୍ତୁ ସତର୍କ

ବିଛଣା ଉପରେ ସ୍ମାର୍ଟଫୋନ୍ ରଖି ଶୋଉଥିଲେ ହୋଇଯାଆନ୍ତୁ ସତର୍କ

2021-06-27 04:35:59
14771
Share:
Facebook
Twitter
E-Mail
WhatsApp
Telegram
ବିଛଣା ଉପରେ ସ୍ମାର୍ଟଫୋନ୍ ରଖି ଶୋଉଥିଲେ ହୋଇଯାଆନ୍ତୁ ସତର୍କ

ସ୍ମାର୍ଟଫୋନ୍ ଏବେ ଆମ ଜୀବନର ଏକ ଅଙ୍ଗ ପାଲଟିଗଲାଣି। ଗାଧୁଆ ଘରକୁ ବି ଲୋକେ ଫୋନ୍ ନେଇ ଯିବା ଆରମ୍ଭ କଲେଣି। ଅନ୍ୟ ସବୁ ସମୟରେ ଫୋନ୍ ପାଖରେ ରଖିବା ଭିନ୍ନ କଥା। ମାତ୍ର ଆପଣ ଶୋଇବା ବେଳେ ବିଛଣା ଉପରେ ସ୍ମାର୍ଟଫୋନ୍ ପାଖରେ ରଖୁଛନ୍ତି କି? ତାହା ଗୁରୁତର ରୋଗର କାରଣ ହୋଇପାରେ। • ଜାଣି ରଖନ୍ତୁ ଯେ ସ୍ମାର୍ଟଫୋନ ଗୁଡ଼ିକରୁ ଯେଉଁ ନୀଳ ଲାଇଟ୍ ବାହାରୁଛି ତାହା ଦୃଷ୍ଟି ଶକ୍ତିକୁ ପ୍ରଭାବିତ କରିଥାଏ। କେବଳ ଫୋନ୍ ଦେଖିବା ଦ୍ୱାରା ନୁହେଁ, ବରଂ ଫୋନ୍ ପାଖରେ ରଖି ଶୋଇଲେ ବି ତାହାର ପ୍ରଭାବ ଦୃଷ୍ଟି ଶକ୍ତି ଉପରେ ପଡ଼ିଥାଏ। • ଦୃଷ୍ଟିଶକ୍ତି ବ୍ୟତୀତ ସ୍ମାର୍ଟଫୋନରୁ ବାହାରୁଥିବା କମ୍ପନ ମସ୍ତିଷ୍କ ପାଇଁ କ୍ଷତି ହୋଇଥାଏ। ଏହା ମାନସିକ ରୋଗର କାରଣ ହେବା ସହ ମସ୍ତିଷ୍କ ସହ ଜଡ଼ିତ ଅନେକ ଛୋଟ ବଡ଼ ରୋଗର କାରଣ ବନିଥାଏ। ସ୍ମରଣ ଶକ୍ତିକୁ ସ୍ମାର୍ଟଫୋନ୍ ଖୁବ୍ ଜୋର୍ ପ୍ରଭାବିତ କରିଥାଏ। • କେବଳ ସ୍ମାର୍ଟଫୋନ୍ ନୁହେଁ, ଲାପଟପ୍, ଟ୍ୟାବ୍, ଏଲଇଡି ଆଦି ଯେକୌଣସି ଡିଭାଇସରୁ ବାହାରୁଥିବା ବିକିରଣ ନିଦ୍ରାହୀନତାର ବି କାରଣ ହୋଇଥାଏ। • ପାଖରେ ଫୋନ ରଖି ଶୋଇଲେ ଏସବୁ ସମସ୍ୟା ଘାରି ଥାଏ। ଚେଷ୍ଟା କରନ୍ତୁ ଶୋଥବା ବେଳେ ନିଜର ସ୍ମାର୍ଟଫୋନେକୁ ନିଜଠାରୁ ଦୂରେଇ ରଖିବାକୁ।

Powered by Froala Editor

Tags Smart phone

Related articles Odisha News Lens 4.1

  • ଗୁରୁବାର ଆସୁଛନ୍ତି ପୁଟିନ୍, ସୁରକ୍ଷା ବ୍ୟବସ୍ଥା କଡାକଡି
    ଦେଶ-ଦେଶାନ୍ତର

    ଗୁରୁବାର ଆସୁଛନ୍ତି ପୁଟିନ୍, ସୁରକ୍ଷା ବ୍ୟବସ୍ଥା କଡାକଡି

    15594
    Dec 03, 2025
  •  ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍
    ବିଶେଷ

    ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    15206
    Dec 02, 2025
  • ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା
    ମନୋରଞ୍ଜନ

    ଡିଭୋର୍ସର ୪ବର୍ଷ ପରେ ନିର୍ଦ୍ଦେଶକଙ୍କୁ ବିବାହ କଲେ ସାମନ୍ଥା

    14958
    Dec 02, 2025
  • ଗର୍ଭବତୀ ମହିଳା ଏବଂ ତାଙ୍କ ଆଠ ବର୍ଷର ଝିଅକୁ ଭାରତରେ ପ୍ରବେଶ କରିବାକୁ ଅନୁମତି ଦେଲେ ...
    ଦେଶ-ଦେଶାନ୍ତର

    ଗର୍ଭବତୀ ମହିଳା ଏବଂ ତାଙ୍କ ଆଠ ବର୍ଷର ଝିଅକୁ ଭାରତରେ ପ୍ରବେଶ କରିବାକୁ ଅନୁମତି ଦେଲେ ...

    15419
    Dec 03, 2025
  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର
    ମନୋରଞ୍ଜନ

    ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର

    14012
    Nov 30, 2025
  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି
    ଦେଶ-ଦେଶାନ୍ତର

    ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି

    14399
    Dec 02, 2025
  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି
    ଦେଶ-ଦେଶାନ୍ତର

    ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି

    14556
    Dec 02, 2025
  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର
    ଦେଶ-ଦେଶାନ୍ତର

    ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର

    14857
    Dec 02, 2025
  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର
    ଦେଶ-ଦେଶାନ୍ତର

    ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

    14205
    Dec 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି

    14399
    Dec 02, 2025
  • ଦେଶ-ଦେଶାନ୍ତର

    ଗୁରୁବାର ଆସୁଛନ୍ତି ପୁଟିନ୍, ସୁରକ୍ଷା ବ୍ୟବସ୍ଥା କଡାକଡି

    15594
    Dec 03, 2025
  • ଦେଶ-ଦେଶାନ୍ତର

    ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

    14205
    Dec 02, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16885
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16979
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17322
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15793
    Apr 03, 2021

ବିଶେଷ

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    15206
    Dec 02, 2025
  • ରକ୍ ସଲ୍ଟ ସ୍ୱାସ୍ଥ୍ୟ ପାଇଁ ଅଧିକ ଲାଭଦାୟକ

    16118
    Nov 30, 2025
  • ଭଜାବୁଟ ଚୋପାର ରହିଛି ବହୁତ ଚମତ୍କାରୀ ଗୁଣ ଜାଣନ୍ତୁ.....

    14815
    Nov 29, 2025
  • ଖାଲି ପେଟରେ ଗ୍ରହଣ କରନ୍ତୁନି ଏହିସବୁ ଖାଦ୍ୟ ଓ ପାନୀୟ

    14347
    Nov 28, 2025
  • ଗ୍ୟାଷ୍ଟିକରୁ କେମିତି ପାଇବେ ଉପଶମ

    14094
    Nov 26, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ୟୁନିଟ୍‌ ଆଦିତ୍ୟ ଆଲୁମିନିୟମ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ ୟୁଏନ୍‌ ଗ୍ଲୋବାଲ କମ୍ପାକ୍ଟ ନେଟୱର୍କ ଇଣ୍ଡିଆ (ୟୁଏନ୍‌ଜିସିଏନ୍& ...

  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    14880
    Nov 15, 2025
  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14758
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14348
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13992
    Oct 27, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି

    14556
    Dec 02, 2025
  • ଗର୍ଭବତୀ ମହିଳା ଏବଂ ତାଙ୍କ ଆଠ ବର୍ଷର ଝିଅକୁ ଭାରତରେ ପ୍ରବେଶ କରିବାକୁ ଅନୁମତି ଦେଲେ ସୁପ୍ରିମକୋର୍ଟ

    15419
    Dec 03, 2025
  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି

    14399
    Dec 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In