Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 26, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ରିଲ୍ସ କରୁ କରୁ ୧୩ ମହଲାରୁ ପଡିଗଲେ ଯୁବତୀ

ରାଜ୍ୟ
Home ›› ରାଜ୍ୟ ››ବିଜେଡି ଏବେ ଭୟଭୀତ: ଜୁଏଲ ଓରାମ

ବିଜେଡି ଏବେ ଭୟଭୀତ: ଜୁଏଲ ଓରାମ

2024-09-07 11:20:17
15259
Share:
Facebook
Twitter
E-Mail
WhatsApp
Telegram
ବିଜେଡି ଏବେ ଭୟଭୀତ: ଜୁଏଲ ଓରାମ

ଭୁବନେଶ୍ୱର: ବିଜେଡି ଏବେ ଭୟଭୀତ । ବିଜେଡି ଡରିଗଲାଣି । ଏଭଳି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ।  ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାକୁ ନେଇ ବିଜେଡିର ଟିପ୍ପଣୀକୁ ନେଇ ଜୁଏଲ ଓରାମ ଏଭଳି କହିଛନ୍ତି ।

 ସେ କହିଛନ୍ତି ଯେ ବିଜେଡି ଏବେ ଔଷଧ ବିକଳରେ ତାଟିଆ କାମୁଡ଼ିଛି । ରାଜ୍ୟରେ ଦୀର୍ଘ ୨୪ ବର୍ଷ ବିଜେଡି ଶାସନ କଲା । ତଥାପି ରାଜ୍ୟରେ ସୁଭଦ୍ରା ଯୋଜନା ଲାଗୁ କରିପାରିଲାନି ।  ବିଜେପି ସରକାର ସୁଭଦ୍ରା ଯୋଜନା କରିବା ପରେ ବିଜେଡି ଏବେ ଆତଙ୍କିତ ହୋଇଗଲାଣି । ଡରିଗଲାଣି । ମହିଳା ଭୋଟକୁ ଅକ୍ତିଆରରେ ରଖିବା ବିଜେଡି ପକ୍ଷେ ଫେଲ ହେବାକୁ ଯାଉଛି ବୋଲି ଜୁଏଲ ଓରାମ କହିଛନ୍ତି ।

ଏହା ପୂର୍ବରୁ ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାକୁ ନେଇ ଭୁବନେଶ୍ୱର ମେୟର କଡ଼ା ଟିପ୍ପଣୀ ରଖିଥିବାବେଳେ ଏହାକୁ କାଉଣ୍ଟର କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ତେବେ ଏହି ଅବସରରେ ଉପସ୍ଥିତ ମେୟର ରାଜ୍ୟ ସରକାରଙ୍କୁ ସମାଲୋଚନା କରିବାକୁ ପଛାଇ ନାହାନ୍ତି । ରାଜ୍ୟ ସରକାର ମହିଳାଙ୍କୁ ଏହି ଯୋଜନାରେ ଦେଉଥିବା ୫ ହଜାର ଟଙ୍କାରେ କ’ଣ ହେବ ବୋଲି ମେୟର କହିଥିଲେ ।  ୫ ହଜାର ଟଙ୍କାରେ ମହିଳାମାନେ ଆତ୍ମନିର୍ଭରଶୀଳ ହେବା ସମ୍ଭବ ନୁହେଁ ବୋଲି ମେୟର କହିଥିଲେ ।
ତେବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହାକୁ କାଉଣ୍ଟର କରି କହିଥିଲେ ଯେ ଏହା ଏକ ପ୍ରୋତ୍ସାହନ । ଏଥିରେ ବଡ଼ ଶିଳ୍ପ କରିପାରିବେନି, କିନ୍ତୁ ମହିଳାଙ୍କ ସାହସ ବଢ଼ିବ । ଆଗାମୀ ଦିନରେ ଲକ୍ଷପତି ଦିଦିରେ ଓଡ଼ିଶା ଏକ ନମ୍ବର ହେବ ।

Powered by Froala Editor

Tags Juel oram

Related articles Odisha News Lens 4.1

  • କ୍ରିକେଟ୍ ଟିମ୍ କିଣିଲେ ସଲମାନ୍‌
    ମନୋରଞ୍ଜନ

    କ୍ରିକେଟ୍ ଟିମ୍ କିଣିଲେ ସଲମାନ୍‌

    13518
    Jun 25, 2025
  •  ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି
    ଦେଶ-ଦେଶାନ୍ତର

    ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି

    14600
    Jun 26, 2025
  • ୨୦୨୬ରୁ ବର୍ଷକୁ ଦୁଇଥର ସିବିଏସଇ ଦଶମ ଶ୍ରେଣୀ ବୋର୍ଡ
    ଦେଶ-ଦେଶାନ୍ତର

    ୨୦୨୬ରୁ ବର୍ଷକୁ ଦୁଇଥର ସିବିଏସଇ ଦଶମ ଶ୍ରେଣୀ ବୋର୍ଡ

    14761
    Jun 25, 2025
  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ
    ବିଶେଷ

    ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13760
    Jun 26, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ ...
    ବାଣିଜ୍ୟ

    ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ ...

    15162
    Jun 25, 2025
  • ରିଲ୍ସ କରୁ କରୁ ୧୩ ମହଲାରୁ ପଡିଗଲେ ଯୁବତୀ
    ଦେଶ-ଦେଶାନ୍ତର

    ରିଲ୍ସ କରୁ କରୁ ୧୩ ମହଲାରୁ ପଡିଗଲେ ଯୁବତୀ

    15239
    Jun 26, 2025
  •  ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?
    ବିଶେଷ

    ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15485
    Jun 26, 2025
  • ଯିବା ପୂର୍ବରୁ ଶୁଭାଂଶୁ ଦେଲେ ଇମୋସନାଲ ବାର୍ତ୍ତା, ଶୁଭ ମନାସିଲେ ପରିବାର
    ଦେଶ-ଦେଶାନ୍ତର

    ଯିବା ପୂର୍ବରୁ ଶୁଭାଂଶୁ ଦେଲେ ଇମୋସନାଲ ବାର୍ତ୍ତା, ଶୁଭ ମନାସିଲେ ପରିବାର

    14575
    Jun 25, 2025
  • ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ
    ମନୋରଞ୍ଜନ

    ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ

    14396
    Jun 25, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ

    14396
    Jun 25, 2025
  • ମନୋରଞ୍ଜନ

    କ୍ରିକେଟ୍ ଟିମ୍ କିଣିଲେ ସଲମାନ୍‌

    13518
    Jun 25, 2025
  • ବିଶେଷ

    ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15485
    Jun 26, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16590
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16708
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17020
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15510
    Apr 03, 2021

ବିଶେଷ

  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13760
    Jun 26, 2025
  • ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15485
    Jun 26, 2025
  • ମାନସିକତାକୁ ସକାରାତ୍ମକ ରଖେ ଯୋଗ

    14724
    Jun 25, 2025
  • ବଦଳାନ୍ତୁ ଆଙ୍ଗୁଠି ଫୁଟାଇବା ଅଭ୍ୟାସ, ନହେଲେ ଭୋଗିବେ ସାଙ୍ଘାତିକ ସମସ୍ୟା

    15270
    Jun 25, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    15346
    Jun 24, 2025

ବାଣିଜ୍ୟ

ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

ଭୁବନେଶ୍ୱର - ୬୦ ବର୍ଷରୁ ଅଧିକ ଇତିହାସ ଥିବା ଭାରତର ଅନ୍ୟତମ ସର୍ବାଧିକ ଖ୍ୟାତିସମ୍ପନ୍ନ ହେୟାର କଲର (କେଶ ରଙ୍ଗ) ବ୍ରାଣ୍ଡ୍‌ ଭାସମଲ୍‌ ପ୍ରାକୃତିକ ହେନାର ଚିରନ୍ତନ ପରମ୍ପରାରେ ମୂଳ ରଖୁଥିବା ତାହାର ଆଧୁ ...

  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15531
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15001
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14822
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14825
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    15585
    Jun 25, 2025
  • ଯିବା ପୂର୍ବରୁ ଶୁଭାଂଶୁ ଦେଲେ ଇମୋସନାଲ ବାର୍ତ୍ତା, ଶୁଭ ମନାସିଲେ ପରିବାର

    14575
    Jun 25, 2025
  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13760
    Jun 26, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In