Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୫ ବର୍ଷ ପରେ ସ୍ୱୀକାର କଲା ପାକିସ୍ତାନ : ୧୯୯୯ କାର୍ଗିଲ ଯୁଦ୍ଧରେ ପାକ୍ ସୈନିକ ବି ଥିଲେ

୨୫ ବର୍ଷ ପରେ ସ୍ୱୀକାର କଲା ପାକିସ୍ତାନ : ୧୯୯୯ କାର୍ଗିଲ ଯୁଦ୍ଧରେ ପାକ୍ ସୈନିକ ବି ଥିଲେ

2024-09-07 19:21:41
14887
Share:
Facebook
Twitter
E-Mail
WhatsApp
Telegram
୨୫ ବର୍ଷ ପରେ ସ୍ୱୀକାର କଲା ପାକିସ୍ତାନ : ୧୯୯୯ କାର୍ଗିଲ ଯୁଦ୍ଧରେ ପାକ୍ ସୈନିକ ବି ଥିଲେ

୨୫ ବର୍ଷ ପରେ ସତ ମାନିଛି ପାକିସ୍ତାନ। ପାକିସ୍ତାନୀ ସେନା ପ୍ରଥମ ଥର ସାର୍ବଜନୀକ ଭାବରେ ଏହା ସ୍ବୀକାର କରିଛି ଯେ, ଭାରତର ବିରୋଧରେ ୧୯୯୯ର କାର୍ଗିଲ ଯୁଦ୍ଧରେ ସେ ସାମିଲ ଥିଲେ। ଯେଉଁଥିରେ ପାକିସ୍ତାନକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା | ଶୁକ୍ରବାର (ସେପ୍ଟେମ୍ବର ୬) ପ୍ରତିରକ୍ଷା ଦିବସ ଅବସରରେ ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର କାର୍ଗିଲରେ ପାକ୍ ସୈନିକଙ୍କ ମୃତ୍ୟୁକୁ ସ୍ୱୀକାର କରିଥିଲେ। ତେବେ ଏହା ପୂର୍ବରୁ କେବେ ବି ପାକିସ୍ତାନୀ ସେନା ଏହାକୁ ଗ୍ରହଣ କରିନଥିଲା ।

ପ୍ରତିରକ୍ଷା ଦିବସ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଅସୀମ ମୁନୀର ଭାରତ ସହ ଅଲଗା ଅଲଗା ଯୁଦ୍ଧରେ ମରିଯାଇଥିବା ପାକିସ୍ତାନୀ ସୈନିକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହି ଯୁଦ୍ଧରେ କାର୍ଗିଲ ଯୁଦ୍ଧ ମଧ୍ୟ ରହିଛି। ଏହା ପୂର୍ବରୁ ଦୁଇ ଦଶକରୁ ଅଧିକ ସମୟ ଧରି ପାକିସ୍ତାନ ଅଫିସିଆଲ ଭାବରେ ଏ ସମ୍ପର୍କରେ କୌଣସି ମନ୍ତବ୍ୟ ଦେଇନଥିଲା।

ଜେନେରାଲ ମୁନିର କହିଛନ୍ତି, ପାକିସ୍ତାନର ବାହାଦୁର ସୈନିକ ସ୍ବାଧିନତା ପାଇଁ ସବୁକିଛି କରିବାକୁ ପ୍ରସ୍ତୁତ। ତାହା ୧୯୪୮,୧୯୬୫, ୧୯୭୧ କିମ୍ବା ୧୯୯୯ କାର୍ଗିଲ ଯୁଦ୍ଧ ହେଉ ହଜାର ହଜାର ସୈନିକ ଦେଶ ଓ ଇସ୍ଲାମ ପାଇଁ ନିଜ ଜୀବନ ଦେଇଛନ୍ତି। ଏହି ବୟାନ ପାକିସ୍ତାନୀ ଦ୍ବାରା ଦୀର୍ଘ ଦିନ ଧରି ଦିଆଯାଉଥିବା ଅଫିସିଆଲ ସୂଚନାଠାରୁ ସମ୍ପୂର୍ଣ୍ଣ ଅଲଗା। ପାକିସ୍ତାନ ଆଜି ପର୍ଯ୍ୟନ୍ତ କାର୍ଗିଲ ଯୁଦ୍ଧ ବିଷୟରେ ଏହା କହି ଆସୁଥିଲା ଯେ, ଏହି ଆକ୍ରମଣ ପଛରେ ଉଗ୍ରବାଦୀ ଥିଲେ। ତାଙ୍କ ମୁଝାହିଦ୍ଧିନ୍ କୁହାଯାଏ, ସେମାନେ ଆକ୍ରମଣ କରିଛନ୍ତି।

ବାସ୍ତବରେ ଏପର୍ଯ୍ୟନ୍ତ ପାକିସ୍ତାନର କୌଣସି ସେନା ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ସହିଦ ଅଜିଜ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ କାର୍ଗିଲ ଯୁଦ୍ଧରେ ପାକିସ୍ତାନର ସମ୍ପୃକ୍ତିକୁ ଗ୍ରହଣ କରିନଥିଲେ । ଏହା ବ୍ୟତୀତ ୧୯୯୯ର କାର୍ଗିଲ ବିବାଦ ସମୟରେ ପାକିସ୍ତାନୀ ସେନା ମୁଖ୍ୟ ଥିବା ଜେନେରାଲ ପରଭେଜ ମୁଶରଫ ନିଜେ ଏହାକୁ ସ୍ୱୀକାର କରିନଥିଲେ । ତେବେ ଜେନେରାଲ ମୁନିର୍ କହିଛନ୍ତି ଯେ ପାକିସ୍ତାନୀ ସମ୍ପ୍ରଦାୟ ଏକ ସାହସୀ ସମ୍ପ୍ରଦାୟ। ସ୍ୱାଧୀନତାର ମହତ୍ତ୍ୱ କଣ ତାହା ବୁଝାଇଥାନ୍ତି ।

Powered by Froala Editor

Tags pakistan

Related articles Odisha News Lens 4.1

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....
    ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    13950
    Mar 27, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14235
    Mar 26, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14673
    Mar 27, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13929
    Mar 26, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13563
    Mar 27, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14430
    Mar 27, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15043
    Mar 26, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13663
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14243
    Mar 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15123
    Mar 26, 2026
  • ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13663
    Mar 26, 2026
  • ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14430
    Mar 27, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14673
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15116
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14992
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13976
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15127
    Mar 20, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15020
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15528
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13828
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14268
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15043
    Mar 26, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14430
    Mar 27, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13563
    Mar 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In