Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ...

  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

Home ›› ››ପିଲାଙ୍କ ଟିକାକରଣ ନେଇ ଆସିଲା ବଡ଼ ଖବର, ଜାଣନ୍ତୁ କ’ଣ

ପିଲାଙ୍କ ଟିକାକରଣ ନେଇ ଆସିଲା ବଡ଼ ଖବର, ଜାଣନ୍ତୁ କ’ଣ

2021-06-27 05:53:48
15774
Share:
Facebook
Twitter
E-Mail
WhatsApp
Telegram
ପିଲାଙ୍କ ଟିକାକରଣ ନେଇ ଆସିଲା ବଡ଼ ଖବର, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ: କରୋନାକୁ ମାତ ଦେବା ପାଇଁ କେନ୍ଦ୍ର ସରକାର ଟିକାକରଣ ଅଭିଯାନକୁ ଜୋରଦାର କରାଯାଇଛି । ତେବେ ଏହାରି ଭିତରେ  ପିଲାମାନଙ୍କ ଟିକାକରଣ ନେଇ ଏକ ବଡ଼ ଖବର ସାମନାକୁ ଆସିଛି ।  ଆସନ୍ତା ମାସରୁ ପିଲାଙ୍କ ପାଇଁ ଟିକା ପରୀକ୍ଷଣ କରିବ ସିରମ ଇନଷ୍ଟିଚ୍ୟୁଟ୍ । କୋଭାଭାକ୍ସ ଟିକାର ଦ୍ୱିତୀୟ ଓ ତୃତୀୟ ପର୍ୟ୍ୟାୟ ପରୀକ୍ଷଣ ଆସନ୍ତା ମାସରୁ କରାଯିବ । ମୋଟ୍ ୯୨୦ ପିଲାଙ୍କ ଉପରେ ପରୀକ୍ଷଣ ପାଇଁ ଯୋଜନା ରହିଛି । ୧୨ରୁ ୧୭ ବର୍ଷ ବୟସର ୪୬୦ ପିଲା ଓ ୨ରୁ ୧୧ ବର୍ଷ ବୟସର ୪୬୦ ପିଲାଙ୍କ ଉପରେ ପରୀକ୍ଷଣ କରାଯିବାର ଅଛି । ଆମେରିକାର ବାୟୋଟେକ୍ନୋଲୋଜି ଫାର୍ମ ପିଲାଙ୍କ ପାଇଁ ନୋଭାଭାକ୍ସ ନାମରେ ଟିକା ତିଆରି କରିଛି । ଏହାକୁ ଭାରତରେ କୋଭାଭାକ୍ସ ନାମରେ ବ୍ରାଣ୍ଡିଂ କରାଯାଉଛି । ମୋଟ୍ ୧୦ଟି ଜାଗାରେ ଏହି ପରୀକ୍ଷଣ କରାଯିବାର ଅଛି ।  ଚଳିତବର୍ଷ ଶେଷ ସୁଦ୍ଧା ପିଲାଙ୍କ ପାଇଁ ଟିକା ବଜାରକୁ ଛାଡ଼ିବାକୁ ଯୋଜନା ରଖିଛି ସିରମ ଇନଷ୍ଟିଚ୍ୟୁଟ୍ । ତେବେ ପିଲାଙ୍କ ପାଇଁ ପରୀକ୍ଷଣ କରାଯିବାରେ କୋଭାଭାକ୍ସ ପ୍ରଥମ ଟିକା ନୁହେଁ । ପୂର୍ବରୁ ହାଇଦ୍ରାବାଦ ସ୍ଥିତ ଭାରତ ବାୟୋଟେକ ମଧ୍ୟ ପିଲାଙ୍କ ପାଇଁ ଟିକା ଉପରେ କାମ କରୁଛି । ୧୨ରୁ ୧୮ ବର୍ଷର ପିଲାଙ୍କ ପାଇଁ କୋଭାକସିନ ଟିକାର ପରୀକ୍ଷଣ କରୁଛି ଭାରତ ବାୟୋଟେକ । ଏହାସହ ପିଲାଙ୍କ ପାଇଁ ନାକରେ ପକାଇ ହେଲା ଭଳି ଟିକା ଉପରେ କାମ କରୁଛି କମ୍ପାନୀ । ଅହମଦାବାଦସ୍ଥିତ ଜାଇଡସ୍ କାଡିଲା ୧୨ରୁ ୧୮ ବର୍ଷର ପିଲାଙ୍କ ପାଇଁ ଏକ ଟିକାର ପରୀକ୍ଷଣ କରୁଛି । ଏହି ଟିକାର ନାଁ ରହିଛି ଜାଇକୋ-ଡି । ସେପଟେ ଆମେରିକାରେ ଫାଇଜରର ଟିକାକୁ ୧୨ ବର୍ଷ ପର୍ୟ୍ୟନ୍ତ ପିଲାଙ୍କ ପାଇଁ ବ୍ୟବହାର ଲାଗି ଅନୁମତି ମିଳିଛି ।

Powered by Froala Editor

Tags Vaccine

Related articles Odisha News Lens 4.1

  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ
    ଦେଶ-ଦେଶାନ୍ତର

    ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ

    15328
    Feb 26, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13513
    Feb 26, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14211
    Feb 25, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13748
    Feb 26, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14058
    Feb 26, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    15019
    Feb 25, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15092
    Feb 25, 2026
  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ
    ଦେଶ-ଦେଶାନ୍ତର

    ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15464
    Feb 26, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14484
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15092
    Feb 25, 2026
  • ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14211
    Feb 25, 2026
  • ଦେଶ-ଦେଶାନ୍ତର

    ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ

    15328
    Feb 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17353
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17768
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13748
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15057
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15865
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16153
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14552
    Feb 20, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15118
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14969
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14482
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16093
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    15019
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14211
    Feb 25, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14058
    Feb 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In