Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

Home ›› ››ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉତ୍ପାଦନ ବନ୍ଦ

ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉତ୍ପାଦନ ବନ୍ଦ

2024-09-09 10:01:07
15051
Share:
Facebook
Twitter
E-Mail
WhatsApp
Telegram
ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉତ୍ପାଦନ ବନ୍ଦ


ଲମତାପୁଟ: ମାଛକୁଣ୍ଡ ଜଳ ବିଦୁ୍ୟତ ପ୍ରକଳ୍ପରୁ ବର୍ତ୍ତମାନ ବିଦୁ୍ୟତ ଉପôାଦନ ବନ୍ଦ ରହିଛି । ପ୍ରକଳ୍ପରେ ବନ୍ୟା ଜଳ ପଶିବା ପରେ ବିଦୁ୍ୟତ ଉପôାଦନ ବନ୍ଦ ରହିଛି । ବିଦୁ୍ୟତ ଉପôାଦନ ବନ୍ଦ ନେଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ମାଛକୁଣ୍ଡ ପ୍ରକଳ୍ପରୁ ଦୈନିକ ୮୦ ମେଗା ୱାଟ ବିଦୁ୍ୟତ ଉପôାଦନ ହୁଏ । ମାଛକୁଣ୍ଡ ପାୱାର ହାଉସରେ ୨ନମ୍ବର ୟୁନିଟ୍ ଭିତରେ ବନ୍ୟା ଜଳ ପ୍ରବେଶ କରିଛି। ବନ୍ୟା ଜଳ ବାହାର କରିବାକୁ କର୍ମଚାରୀମାନେ ଉଦ୍ୟମ ଚଳାଇଛନ୍ତି। ପାଇପ୍ ଲଗାଇ ପାଣି ବାହାର କରିବାକୁ ଚେଷ୍ଟା କରାଯାଉଛି।

ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ ୩ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେବା ଯୋଗୁ ନଦୀର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିବା ସହ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛିା ମାଥିଲି ବ୍ଲକ ପାଙ୍ଗାମ ନଦୀ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବା ବେଳେ କାଲିମେଳା ବ୍ଲକ କାଙ୍ଗୁରୁକୋଣ୍ଡା ନଦୀ ଉପରେ ମଧ୍ୟ ପ୍ରାୟ ୪ ଫୁଟର ବର୍ଷାଜଳ ପ୍ରବାହିତ ହେଉଅଛି। ବିଶେଷକରି ପୋଟେରୁ ନଦୀ ପୋଲ ଉପରେ ମଧ୍ୟ ୫ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହୋଇ ଗାଁ ଭିତରେ ପଶିଛି। ଯାହାଫଳରେ ପୋଟେରୁ ଗ୍ରାମବାସୀ ଏକ ପ୍ରକାର ଜଳବନ୍ଦୀ ଜୀବନ ବିତାଉଛନ୍ତି। ସେହିପରି ଚିତ୍ରକୋଣ୍ଡା ମଧ୍ୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛି। ମାଲକାନଗିରିରୁ ଚିତ୍ରକୋଣ୍ଡା ଯିବା ରାସ୍ତା ଚିତ୍ରକୋଣ୍ଡା ଘାଟି ଉପରେ ଭଲବ୍‌ ହାଉସ ନିକଟରେ ମାଟି ଅତଡା ଖସି ରାସ୍ତା ଅବରୋଧ ହୋଇଥିବାରୁ ଯାତାୟତ ଠପ୍‌ ହୋଇ ଯାଇଛିା

ସେହିପରି ଆନ୍ଧ୍ର ଓଡ଼ିଶା ସୀମାନ୍ତ ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ପିଲିଗଡା କଲଭର୍ଟର ଗୋଟିଏ ପାର୍ଶ୍ୱ ବର୍ଷାଜଳରେ ଧୋଇ ହୋଇ ଯିବାରୁ ଆନ୍ଧ୍ର ଓଡ଼ିଶାକୁ ମଧ୍ୟ ଯୋଗାଯୋଗ ବନ୍ଦ ହୋଇଯାଇଛି। ଜିଲାର ବିଭିନ୍ନ ସ୍ଥାନରେ ଗଛ ଉପୁଡି ରାସ୍ତା ଅବରୋଧ ହୋଇଥିବା, କେତେକ ଲୋକଙ୍କ ଘର କାନ୍ଥ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ମାଲକାନଗିରି ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍‌ ଟିମ୍‌ ମଧ୍ୟ ସମସ୍ତ ଅଞ୍ଚଳରେ ସଜାଗ ହୋଇ ରହିବା ସହ ଯେପରି କୌଣସି ଅଘଟଣ ନ ଘଟେ ସେଥିପ୍ରତି ବିଶେଷ ଦୃଷ୍ଟି ଦେଉଥିବା ଦେଖିବାକୁ ମିଳିଛି।

Powered by Froala Editor

Tags Electricity

Related articles Odisha News Lens 4.1

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13538
    Feb 22, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14754
    Feb 23, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15199
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14459
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14894
    Feb 23, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    14974
    Feb 23, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14543
    Feb 22, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13598
    Feb 22, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13826
    Feb 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14543
    Feb 22, 2026
  • ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13598
    Feb 22, 2026
  • ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13538
    Feb 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16237
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15199
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15966
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14470
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15238
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15954
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15112
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14962
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14475
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16086
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13538
    Feb 22, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14726
    Feb 22, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14894
    Feb 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In