Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ...

  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ...

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ...

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, ...

Home ›› ››କରୋନା ମହାମାରୀ ଲଢ଼େଇରେ ଭ୍ୟାକ୍ସିନ ଏକମାତ୍ର ବିକଳ୍ପ: ମୋଦୀ

କରୋନା ମହାମାରୀ ଲଢ଼େଇରେ ଭ୍ୟାକ୍ସିନ ଏକମାତ୍ର ବିକଳ୍ପ: ମୋଦୀ

2021-06-27 07:28:57
14841
Share:
Facebook
Twitter
E-Mail
WhatsApp
Telegram
କରୋନା ମହାମାରୀ ଲଢ଼େଇରେ ଭ୍ୟାକ୍ସିନ ଏକମାତ୍ର ବିକଳ୍ପ: ମୋଦୀ

ନୂଆଦିଲ୍ଲୀ:  କରୋନା ମହାମାରୀ ଲଢ଼େଇରେ ଭ୍ୟାକ୍ସିନ ଏକମାତ୍ର ବିକଳ୍ପ । ତେଣୁ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଟିକା ନେବାକୁ ପଛଘୁଂଚା ଦିଅନ୍ତୁ ନାହିଁ କିମ୍ବା ଦ୍ୱନ୍ଦ୍ୱ  ଆଣନ୍ତୁ ନାହିଁ । ସମସ୍ତେ ଟିକା ନେବା ଜରୁରୀ ବୋଲି ପ୍ରଧାନମନ୍ତ୍ରୀ ନିଜର ୭୮ତମ ମନ କି ବାତ କାର୍ୟ୍ୟକ୍ରମରେ କହିଛନ୍ତି । ସେହିଭଳି କରୋନା ଲଢ଼େଇରେ ମାସ୍କ ପିନ୍ଧିବା ଅତ୍ୟନ୍ତ ଜରୁରୀ । ଟିକା ନେବା ସହିତ ମାସ୍କ ପିନ୍ଧିବା ଏବଂ ଅନ୍ୟାନ୍ୟ ନିୟମକୁ ମାନିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି ମୋଦୀ । କରୋନା ସଂକ୍ରମଣ ନାହିଁ ବୋଲି ଭ୍ରମରେ ନରହିବାକୁ ଦେଶବାସୀଙ୍କୁ ସଚେତନ କରିଛନ୍ତି । ‘ମନ୍‌ କି ବାତ୍ ପ୍ରାରମ୍ଭ’ରେ ପ୍ରଧାନମନ୍ତ୍ରୀ ମୋଦୀ ଟୋକିଓ ଅଲିମ୍ପିକ୍ସ୍‌ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଭାରତୀୟ କ୍ରୀଡ଼ାବିତ୍‌ମାନଙ୍କୁ ଅଭିବାଦନ ଜଣାଇବା ସହ ଟୋକିଓ ଅଲିମ୍ପିକ୍ସ୍‌ରେ ପ୍ରତିଦ୍ବନ୍ଦ୍ବିତା କରୁଥିବା ଖେଳାଳିଙ୍କ ପାଇଁ ‘ଚିୟର୍‌ ଇଣ୍ଡିଆ’ ହାସ୍‌ଟ୍ୟାଗ୍‌ ବ୍ୟବହାର କରିବା ଲାଗି ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ କହିଛନ୍ତି। ସ୍ବର୍ଗତ ମିଲ୍‌ଖା ସିଂହଙ୍କ କଥା ସ୍ମରଣ କରି ସେ କହିଛନ୍ତି, ଶ୍ରୀ ମିଲ୍‌ଖା ସିଂହଜୀଙ୍କ ସହ କରିଥିବା ଆଳାପକୁ ସବୁଦିନ ପାଇଁ ସଶ୍ରଦ୍ଧ ସ୍ମରଣ କରିବି। ଅଲିମ୍ପିକ୍‌ ପ୍ରସଙ୍ଗ ପଡ଼ିଲା ବେଳେ ଆମ ମିଲ୍‌ଖା ସିଂହଙ୍କୁ ମନେ ନ ପକାଇବା କେମିତି? ସେ ଚିକିତ୍ସାଧୀନ ଥିବା ବେଳେ ତାଙ୍କ ସହ ଆଳାପ କରିବାର ସୁଯୋଗ ପାଇଥିଲି । ଟୋକିଓ ଅଲିମ୍ପିକ୍‌ସ୍‌କୁ ଯାଉଥିବା ଖେଳାଳିମାନଙ୍କୁ ପ୍ରେରଣା ଦେବା ନିମନ୍ତେ ତାଙ୍କୁ ଅନୁରୋଧ କରିଥିଲି । ପ୍ରତିଭାବାନ, ଉତ୍ସର୍ଗୀକରଣ, ପ୍ରତିବଦ୍ଧତା ଓ ଖେଳୁଆଡ଼ ଉଚ୍ଛ୍ବାସ ଏକତ୍ର ହେଲେ ଚାମ୍ପିୟନ୍ ଉତ୍ପତ୍ତି ହୁଅନ୍ତି । ଭାରତର ମହିଳା ହକି ଟିମ୍‌ର ସଦସ୍ୟ ନେହା ଗୋୟାଲଙ୍କ ମା ଓ ଭଗିନୀମାନେ ପରିବାର ଚଳାଇବା ଲାଗି ସାଇକେଲ୍‌ କାରଖାନାରେ କାମ କରୁଛନ୍ତି। ଦୀପିକା କୁମାରୀଙ୍କ ଯାତ୍ରା ମଧ୍ୟ ଅନିଶ୍ଚିତତା ମଧ୍ୟରେ ଗତି କରୁଛି। ଟୋକିଓ ଅଲିମ୍ପିକ୍ସ୍‌ରେ ଭାରତର ପ୍ରତିନିଧିତ୍ବ କରୁଥିବା ଏକମାତ୍ର ମହିଳା ତୀରନ୍ଦାଜ୍ ହେଉଛନ୍ତି ଦୀପିକା । କରୋନା ସହ ଆମେ ଦେଶବାସୀ ଚଳାଇଥିବା ସଂଗ୍ରାମ ଚାଲୁ ରହିଛି। କିନ୍ତୁ, ଏହି ସମ୍ମିଳିତ ସଂଗ୍ରାମରେ ଆମେ ଅନେକ ଅସାଧାରଣ ସଫଳତା ହାସଲ କରିଛନ୍ତି। ମାତ୍ର ଅଳ୍ପ କିଛି ଦିନ ପୂର୍ବେ ଆ‌ମ ଦେଶ ଅଭୂତପୂର୍ବ କୃତିତ୍ବ ହାସଲ କରିଛି । ସେହିଭଳି ଜଳ ସଂରକ୍ଷଣକୁ ‘ଦେଶ ପ୍ରତି ସେବା’ ବୋଲି ବିବେଚନା କରାଯାଇ ପାରେ ବୋଲି ପ୍ରଧାନମନ୍ତ୍ରୀ ଗୁରୁତ୍ବ ଦେଇ କହିଛନ୍ତି ।

Powered by Froala Editor

Tags Modi

Related articles Odisha News Lens 4.1

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା
    ମନୋରଞ୍ଜନ

    ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14724
    Apr 20, 2026
  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍
    ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    14113
    Apr 20, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା
    ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    13883
    Apr 21, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ
    ବିଶେଷ

    ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14149
    Apr 21, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼
    ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15155
    Apr 21, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13671
    Apr 20, 2026
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର
    ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    15062
    Apr 20, 2026
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ
    ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13319
    Apr 21, 2026
  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର
    ଦେଶ-ଦେଶାନ୍ତର

    ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର

    14543
    Apr 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    13883
    Apr 21, 2026
  • ବିଶେଷ

    ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14149
    Apr 21, 2026
  • ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15155
    Apr 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17427
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17481
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17839
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16310
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14149
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13671
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16151
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15847
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16203
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15346
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15077
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15579
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13877
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13671
    Apr 20, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15155
    Apr 21, 2026
  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    14113
    Apr 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In