Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

Home ›› ››ସୁପ୍ରିମକୋର୍ଟଙ୍କ ନିର୍ଦେଶକୁ ଅଣଦେଖା: ଯେପର୍ଯ୍ୟନ୍ତ ନ୍ୟାୟ ମିଳିନାହିଁ କାମକୁ ଫେରିବୁ ନାହିଁ

ସୁପ୍ରିମକୋର୍ଟଙ୍କ ନିର୍ଦେଶକୁ ଅଣଦେଖା: ଯେପର୍ଯ୍ୟନ୍ତ ନ୍ୟାୟ ମିଳିନାହିଁ କାମକୁ ଫେରିବୁ ନାହିଁ

2024-09-10 08:16:25
15002
Share:
Facebook
Twitter
E-Mail
WhatsApp
Telegram
ସୁପ୍ରିମକୋର୍ଟଙ୍କ ନିର୍ଦେଶକୁ ଅଣଦେଖା: ଯେପର୍ଯ୍ୟନ୍ତ ନ୍ୟାୟ ମିଳିନାହିଁ କାମକୁ ଫେରିବୁ ନାହିଁ

 ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ନିର୍ଦେଶକୁ ମାନୁନାହାଁନ୍ତି ଡାକ୍ତର। ପଶ୍ଚିମବଙ୍ଗ ଆରଜି.କର ମେଡିକାଲ କଲେଜ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ବିକ୍ଷୋଭ ଜାରି ରଖିଥିବା କନିଷ୍ଠ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦେଶ ଦେଇଥିଲେ ସର୍ବୋଚ୍ଚ ଅଦାଲତ। ହେଲେ ସୁପ୍ରିମକୋର୍ଟଙ୍କ ନିର୍ଦେଶକୁ ଅଣଦେଖା କରି ଡାକ୍ତରମାନେ କହିଛନ୍ତି ଯେପର୍ଯ୍ୟନ୍ତ ନ୍ୟାୟ ମିଳିନାହିଁ କାମକୁ ଫେରିବୁ ନାହିଁ। ଘଟଣାରେ ସ୍ୱାସ୍ଥ୍ୟ ସଚିବ ଏବଂ ସ୍ୱାସ୍ଥ୍ୟ ଶିକ୍ଷା ନିର୍ଦ୍ଦେଶକଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରୁଛନ୍ତି ଡାକ୍ତର ସଂଘ। ଏହାସହିତ ଦାବି ପୂରଣ ପାଇଁ ଆଜି ଅପରାହ୍ନରେ କନିଷ୍ଠ ଡାକ୍ତରମାନେ ସ୍ୱାସ୍ଥ୍ୟ ବିଭାଗ ମୁଖ୍ୟାଳୟରୁ ସ୍ୱାସ୍ଥ୍ୟ ଭବନ ପର୍ଯ୍ୟନ୍ତ ଶୋଭାଯାତ୍ରା କରିବାକୁ ପ୍ରସ୍ତୁତି କରିଛନ୍ତି। ଆନ୍ଦୋଳନରତ ଜଣେ ଡାକ୍ତର କହିଛନ୍ତି ‘ଆମ ଦାବି ଯେପର୍ଯ୍ୟନ୍ତ ପୂରଣ ହୋଇନାହିଁ, ପଡ଼ିତାଙ୍କୁ ନ୍ୟାୟ ମିଳିନାହିଁ, ସେପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ।

Powered by Froala Editor

Tags Medical college case

Related articles Odisha News Lens 4.1

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15219
    Jun 20, 2026
  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15371
    Jun 21, 2026
  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14546
    Jun 20, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14260
    Jun 21, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15108
    Jun 20, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13529
    Jun 21, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15347
    Jun 20, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13914
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15566
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15219
    Jun 20, 2026
  • ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15108
    Jun 20, 2026
  • ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15371
    Jun 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16936
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17555
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17605
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18000
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14260
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15412
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14325
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15727
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14943
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14867
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15480
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15229
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

    15566
    Jun 20, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15108
    Jun 20, 2026
  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14546
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In