Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ...

  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ...

  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ...

  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ...

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ...

  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ...

  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ...

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସେମିକନ୍‌‌ ଇଣ୍ଡିଆ-୨୦୨୪କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ସେମିକନ୍‌‌ ଇଣ୍ଡିଆ-୨୦୨୪କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

2024-09-11 09:59:36
14945
Share:
Facebook
Twitter
E-Mail
WhatsApp
Telegram
ସେମିକନ୍‌‌ ଇଣ୍ଡିଆ-୨୦୨୪କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:  ଗ୍ରେଟର ନୋଏଡାରେ ସେମିକଣ୍ଡକ୍ଟର ଇଣ୍ଡଷ୍ଟ୍ରିଜ ମହାକୁମ୍ଭ ଆରମ୍ଭ ହୋଇଛି। ଇଣ୍ଡିଆ ଏକ୍ସପୋ ମାର୍ଟରେ ଆୟୋଜିତ ତିନି ଦିନିଆ ସେମିକନ୍‌‌ ଇଣ୍ଡିଆ-୨୦୨୪କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କାର୍ଯ୍ୟକ୍ରମ ଅବସରରେ ପୁଞ୍ଜିପତିମାନଙ୍କ ସହିତ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଇଟି ପର୍ଯ୍ୟାୟରେ ଆଲୋଚନା କରିବେ। ଭାରତକୁ ଆଗାମି ବର୍ଷରେ ସେମିକଣ୍ଡକ୍ଟର ଉତ୍ପାଦନ କ୍ଷେତ୍ରରେ ସ୍ୱାବଲମ୍ବି କରିବା ପାଇଁ କେନ୍ଦ୍ର ସରକାରଙ୍କ ଉଦ୍ୟମ ସ୍ୱରୂପ ଏହି ସମ୍ମିଳନୀ ଅନୁଷ୍ଠିତ ହେଉଛି। ଏଥିରେ ସେମିକଣ୍ଡକ୍ଟର ଉତ୍ପାଦନକାରୀ ଶିଳ୍ପ ସଂସ୍ଥା ଏବଂ ବ୍ୟବହାର କରୁଥିବା କମ୍ପାନୀ ଗୁଡିକର ପ୍ରତିନିଧି ଯୋଗ ଦେଇଛନ୍ତି। ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ୱାର୍କ ଫୋର୍ସ ପାଭେଲିୟନରେ ଡେଭଲ୍ପମେଣ୍ଟ ପାଭେଲିୟନକୁ ମଧ୍ୟ ଉଦଘାଟନ କରୁଛନ୍ତି।
ଏହି ତିନି ଦିିନିଆ ସେମିକନରେ ୧୭ଟି ଦେଶର ୨୫୫ ପ୍ରତିନିଧି ଭାଗ ନେଇଛନ୍ତି। ଭାରତ ସମେତ ଆମେରିକା, ଜାପାନ ଏବଂ ସାଉଥକୋରିଆ ଭଳି ପ୍ରମୁଖ ଦେଶର ପୁଞ୍ଜିପତି ଏଥିରେ ସାମିଲ ହେବାକୁ ପହଞ୍ଚିଛନ୍ତି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ସକାଳ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଚାଲିବ। ବିଶ୍ୱର ବହୁ ପ୍ରମୁଖ ରାଷ୍ଟ୍ରର ସେମିକଣ୍ଡକ୍ଟର କମ୍ପାନୀ ନିଜର ଷ୍ଟଲ ପକାଇଛନ୍ତି। ଆନ୍ତର୍ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଲାର୍ସେନ ଆଣ୍ଡ ଟର୍ବୋ କମ୍ପାନୀ ଭାରତରେ ସେମିକଣ୍ଡକ୍ଟର ଉତ୍ପାଦନ ଲାଗି ୨୫ଶହ କୋଟି ଟଙ୍କାରୁ ଅଧିକ ପୁଞ୍ଜି ବିନିଯୋଗ କରିବ। ସେମିକଣ୍ଡକ୍ଟର ଉତ୍ପାଦନରେ ଭାରତ କିପରି ବିଶ୍ୱ ହବ୍‌‌ ପାଲଟିବ ସେନେଇ ପୁରା ରଣନୀତି ପ୍ରସ୍ତୁତ କରାଯିବ।

Powered by Froala Editor

Tags Semicon india

Related articles Odisha News Lens 4.1

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ
    ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15232
    Jun 23, 2025
  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ
    ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14809
    Jun 24, 2025
  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ
    ମନୋରଞ୍ଜନ

    ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ

    14056
    Jun 23, 2025
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...
    ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13830
    Jun 24, 2025
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ
    ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14634
    Jun 23, 2025
  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ
    ମନୋରଞ୍ଜନ

    ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ

    13766
    Jun 24, 2025
  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ
    ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15401
    Jun 23, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା
    ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15733
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା
    ବିଶେଷ

    ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15059
    Jun 23, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14634
    Jun 23, 2025
  • ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15401
    Jun 23, 2025
  • ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14809
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17013
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15733
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15059
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15930
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14525
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14789
    Jun 19, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14998
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13793
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13830
    Jun 24, 2025
  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15401
    Jun 23, 2025
  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14809
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In