Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ...

  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ...

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ ...

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ...

  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୧୪ଶହ କୁଇଣ୍ଟାଲ ଚାଇନିଜ ରସୁଣ ଜବତ

୧୪ଶହ କୁଇଣ୍ଟାଲ ଚାଇନିଜ ରସୁଣ ଜବତ

2024-09-12 11:48:34
16528
Share:
Facebook
Twitter
E-Mail
WhatsApp
Telegram
୧୪ଶହ କୁଇଣ୍ଟାଲ ଚାଇନିଜ ରସୁଣ ଜବତ

ନୂଆଦିଲ୍ଲୀ:  ଭାରତକୁ ପଶୁଛି ଶହ ଶହ ଟନ୍‌ ଚାଇନିଜ ରସୁଣ। ସ୍ୱାସ୍ଥ୍ୟ ଉପରେ ଏହାର ସାଂଘାତିକ କୁପ୍ରଭାବ ପଡ଼ୁଥିବାରୁ ଭାରତ ସରକାର ଏହାକୁ ବ୍ୟାନ୍‌ କରିଛନ୍ତି। ମାତ୍ର ନେପାଳ ଦେଇ ଏହାର ଚୋରା ଚାଲାଣ କରାଯାଇ ଭାରତ ବଜାରକୁ ଛଡ଼ା ଯାଉଛି। ଉତ୍ତରପ୍ରଦେଶର ମହାରାଜଗଞ୍ଜ ଅଞ୍ଚଳରୁ ୧୪ଶହ କୁଇଣ୍ଟାଲ ଚାଇନିଜ ରସୁଣ ଜବତ ହେବା ପରେ ଏହି ପୂରା ଘଟଣା ଉପରୁ ପରଦା ହଟିଛି।
ଏହି ରସୁଣ ପ୍ରାକୃତିକ ଉପାୟରେ ନୁହେଁ ବରଂ କୁତ୍ରିମ ଉପାୟରେ ଅମଳ କରାଯାଇଥାଏ। ତେଣୁ ଶରୀର ପାଇଁ ଏହା ଖୁବ୍‌ କ୍ଷତିକାରକ । ଏଥିରେ ସାଂଘାତିକ ଫଙ୍ଗସ୍‌ ରହୁଥିବାରୁ ଭାରତରେ ଲ୍ୟାବ୍ ଟେଷ୍ଟରେ ଏହା ଫେଲ୍‌ ହୋଇଛି। ତେଣୁ ଆମ ଦେଶରେ ଏହାକୁ ବ୍ୟାନ୍‌ କରାଯାଇଛି। ମାତ୍ର ଏହାପରେ ବି ନେପାଳ ସୀମା ଦେଇ ଏହାକୁ ଭାରତ ବଜାରକୁ ଛଡ଼ା ଯାଉଛି।ମହାରାଜଗଞ୍ଜ ଅଞ୍ଚଳରେ ଚାଇନିଜ୍‌ ରସୁଣ ବିପୁଳ ପରିମାଣର ପହଞ୍ଚିଥିବା ସୂଚନା ପାଇ ତୁରନ୍ତ କଷ୍ଟମ ବିଭାଗ ଅଧିକାରୀ ତାହାକୁ ଜବତ କରିଥିଲେ। ଏହାପରେ ତାହାକୁ ନଷ୍ଟ କରିବାକୁ ଯାଇ ମାଟି ଖୋଳି ପୋତି ଦେଇଥିଲେ।ମାତ୍ର ଏନେଇ ସୂଚନା ପାଇ ବହୁ ସଂଖ୍ୟାରେ ସ୍ଥାନୀୟ ଲୋକେ ପହଞ୍ଚି ମାଟି ତାଡ଼ି ରସୁଣ ବୋହିନେଲେ। ଏନେଇ ପଚରାଯିବାରୁ ଏହାକୁ ସେମାନେ ଖାଇବାରେ ନୁହେଁ କିନ୍ତୁ ନିଜ ଜମିରେ ଖତ ଭାବ ବ୍ୟବହାର କରିବେ ବୋଲି କହିଥିଲେ। ଆଉ କିଛି ଜଣ କହିଥିଲେ, ଏବେ ବଜାରରେ ରସୁଣର ଚଢ଼ା ଦର ଥିବାରୁ ଏହା ସେମାନଙ୍କର କିଛି ଦିନର ଆବଶ୍ୟକତା ମେଣ୍ଟାଇଦେବ ।

Powered by Froala Editor

Tags Chinese garlic

Related articles Odisha News Lens 4.1

  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା
    ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13712
    Nov 16, 2026
  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15077
    Nov 16, 2026
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ
    ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13874
    Nov 15, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15208
    Nov 16, 2026
  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ
    ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    14993
    Nov 16, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15015
    Nov 16, 2026
  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ
    ଖେଳ ଖବର

    ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14596
    Nov 15, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ
    ମନୋରଞ୍ଜନ

    ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14483
    Nov 16, 2026
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14501
    Nov 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    14993
    Nov 16, 2026
  • ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15015
    Nov 16, 2026
  • ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15077
    Nov 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17285
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17988
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17943
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18358
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14688
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14321
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15661
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14447
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14524
    Nov 05, 2026

ବାଣିଜ୍ୟ

୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

ବିବାହ ଋତୁ ଆରମ୍ଭ ହେବାକୁ ଥିବା ବେଳେ ପୁଣି ସୁନା ଓ ରୁପା ଦରରେ ହ୍ରାସ ଦେଖିବାକୁ ମିଳିଛି।  ବିଶେଷ କରି ରୁପା ଦରରେ ଅଧିକ ହ୍ରାସ ରେକର୍ଡ କରାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୋମବାର ସକାଳ ପ୍ରାୟ ୯ଟା ୧୩ ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୧,୩୬,୨୨୦ ଟଙ୍କାରେ କାରବାର କରୁଥିଲା। 

୨୪ କ୍ୟାରେଟ ...

  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    13960
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15420
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14373
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15593
    Nov 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13874
    Nov 15, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15015
    Nov 16, 2026
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14501
    Nov 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In