Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ...

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ...

  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବରିଷ୍ଠ କମ୍ୟୁନିଷ୍ଟ ନେତା ସୀତାରାମ ୟେଚୁରୀଙ୍କ ଦେହାନ୍ତ

ବରିଷ୍ଠ କମ୍ୟୁନିଷ୍ଟ ନେତା ସୀତାରାମ ୟେଚୁରୀଙ୍କ ଦେହାନ୍ତ

2024-09-13 11:38:41
16589
Share:
Facebook
Twitter
E-Mail
WhatsApp
Telegram
ବରିଷ୍ଠ କମ୍ୟୁନିଷ୍ଟ ନେତା ସୀତାରାମ ୟେଚୁରୀଙ୍କ ଦେହାନ୍ତ

ନୂଆଦିଲ୍ଲୀ: ବରିଷ୍ଠ କମ୍ୟୁନିଷ୍ଟ ନେତା ସୀତାରାମ ୟେଚୁରୀଙ୍କ ପରଲୋକ। ସିପିଆଇଏମ୍‌ ସାଧାରଣ ସଂପାଦକ ସୀତାରାମ ୟେଚୁରୀ। ନୂଆଦିଲ୍ଲୀ ଏମ୍‌ସରେ ୭୨ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଫୁସ୍‌ଫୁସ୍‌ ସଂକ୍ରମଣରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ।
ସୀତାରାମ ୟେଚୁରୀ କମ୍ୟୁନିଷ୍ଟ ପାର୍ଟି ଅଫ୍ ଇଣ୍ଡିଆର ମହାସଚିବ ତଥା ସଂସଦୀୟ ଦଳର ନେତା ଥିଲେ। ସେ ୧୨ ଅଗଷ୍ଟ ୧୯୫୨ ରେ ଚେନ୍ନାଇରେ ତେଲୁଗୁ ଭାଷାଭାଷୀ ବ୍ରାହ୍ମଣ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କୁ ୨୦୧୬ ରେ ରାଜ୍ୟସଭାରେ ଶ୍ରେଷ୍ଠ ସଂସଦୀୟ ପୁରସ୍କାର ପ୍ରଦାନ କରାଯାଇଥିଲା। ଜରୁରୀକାଳୀନ ସମୟରେ ଜେଏନୟୁରେ ଥିବାବେଳେ ତାଙ୍କୁ ଗିରଫ କରାଯାଇଥିଲା। ଏହା ପରେ ସେ ଲଗାତାର ତିନିଥର ଜେଏନୟୁ ଛାତ୍ର ସଂଘର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ। ସେ ୧୯୮୪ ରେ ସିପିଆଇଏମର କେନ୍ଦ୍ରୀୟ କମିଟିରେ ଅନ୍ତର୍ଭୁକ୍ତ ହୋଇଥିଲେ। ୨୦୧୫ ରେ ସେ ଦଳର ସାଧାରଣ ସମ୍ପାଦକ ଭାବରେ ନିର୍ବାଚିତ ହୋଇଥିଲେ। ୟେଚୁରୀ ୨୦୦୫ ରେ ପଶ୍ଚିମବଙ୍ଗରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ସେ ଗୃହରେ ଅନେକ ପ୍ରସଙ୍ଗ ଉଠାଇଥିଲେ। ଗତ କିଛି ଦିନ ହେବ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିଲା। ନିକଟରେ ୟେଚୁରୀ ମୋତିଆବିନ୍ଦୁ ଅସ୍ତ୍ରୋପଚାର କରିଥିଲେ। ପରେ ଫୁସଫୁସ ସଂକ୍ରମଣ ହେତୁ ତାଙ୍କୁ ଇଓଓଗଝ ରେ AIIMS କରାଯାଇଥିଲା।

Powered by Froala Editor

Tags Seetaram yechuri

Related articles Odisha News Lens 4.1

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା
    ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15115
    Sep 23, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14902
    Sep 21, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍
    ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14769
    Sep 21, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    14103
    Sep 21, 2026
  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ
    ଦେଶ-ଦେଶାନ୍ତର

    ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14383
    Sep 22, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15586
    Sep 21, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ
    ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13692
    Sep 21, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15437
    Sep 22, 2026
  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    14005
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15586
    Sep 21, 2026
  • ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15115
    Sep 23, 2026
  • ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ଅନିବାର୍ଯ୍ୟ

    13962
    Sep 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17117
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17803
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17778
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18187
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15115
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14929
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14472
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14718
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16349
    Sep 09, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15612
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15372
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14666
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14339
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14769
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15586
    Sep 21, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ଉଚିତ୍‌ – ନବୀନ ପଟ୍ଟନାୟକ

    14902
    Sep 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In