Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

Home ›› ››ଆଜିଠୁ ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

ଆଜିଠୁ ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

2024-09-15 06:29:04
13636
Share:
Facebook
Twitter
E-Mail
WhatsApp
Telegram
ଆଜିଠୁ ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

ଭୁବନେଶ୍ୱର: ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳର ରବିବାର ଶୁଭାରମ୍ଭ ହେବ। ଝାଡ଼ଖଣ୍ଡସ୍ଥିତ ଟାଟାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂରେ ପତାକା ଦେଖାଇ ଏହାର ଶୁଭାରମ୍ଭ କରିବେ। ଶନିବାର ଏହାର ଟ୍ରାଏଲ ରନ୍‌ କରାଯାଇଥିବାବେଳେ ବିଭିନ୍ନ ଷ୍ଟେଶନରେ ସ୍ବତନ୍ତ୍ର କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ବ୍ରହ୍ମପୁର ରେଳଷ୍ଟେଶନରେ ଏକ କାର୍ୟ୍ୟକ୍ରମରେ ଯୋଗଦେବା ପରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଭୁବନେଶ୍ୱର ରେଳଷ୍ଟେଶନ ପର୍ୟ୍ୟନ୍ତ ଯାତ୍ରା କରିବେ। ବ୍ରହ୍ମପୁର ସମେତ ବାଲୁଗାଁ, ଖୋର୍ଦ୍ଧାରୋଡ୍‌, ଭୁବନେଶ୍ୱର, କଟକ, ଯଖପୁରା, ହରିଚନ୍ଦନପୁର, କେନ୍ଦୁଝରଗଡ଼ ଓ କେନ୍ଦୁଝର ରେଳ ଷ୍ଟେଶନରେ ଏକ କାର୍ୟ୍ୟକ୍ରମର ଆୟୋଜନ ହେବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ବାଲୁଗାଁ ଷ୍ଟେଶନରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଖୋର୍ଦ୍ଧାରୋଡ୍‌ ରେଳଷ୍ଟେଶନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏମ୍‌ପି ସୁଲତା ଦେଓ, ଜଟଣୀ ବିଧାୟକ ବିଭୂତି ଭୂଷଣ ବଳବନ୍ତରାୟ ପ୍ରମୁଖ ଉପସ୍ଥିତ ରହିବେ। ସେହିପରି ଭୁବନେଶ୍ୱର ରେଳଷ୍ଟେଶନରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ଏମ୍‌ପି ଅପରାଜିତା ଷଡଙ୍ଗୀ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କାର୍ୟ୍ୟକ୍ରମରେ ଯୋଡ଼ିହେବେ। କଟକ ଷ୍ଟେଶନରେ ଏମ୍‌ପି ଭର୍ତ୍ତୃହରି ମହତାବ, କଟକ ଚୌଦ୍ୱାର ବିଧାୟକ ସୌଭିକ୍‌ ବିଶ୍ୱାଳ, କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଶ ଯୋଗଦେବାକୁ ଥିବାବେଳେ ଯଖପୁରା ଷ୍ଟେଶନରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଯାଜପୁର ଏମ୍‌ପି ଡ. ରବୀନ୍ଦ୍ର ନାରାୟଣ ବେହେରା ଉପସ୍ଥିତ ରହିବେ। ହରିଚନ୍ଦନପୁରଠାରେ ତେଲକୋଇ ବିଧାୟକ ଡ. ଫକୀର ମୋହନ ନାୟକ ଏବଂ କେନ୍ଦୁଝରଗଡ଼ ଷ୍ଟେଶନରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଉପସ୍ଥିତ ରହିବାର କାର୍ୟ୍ୟକ୍ରମ ରହିଛି।

Powered by Froala Editor

Tags Bande bharat express

Related articles Odisha News Lens 4.1

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ
    ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    15138
    Feb 25, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14957
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14149
    Feb 25, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14422
    Feb 25, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15030
    Feb 25, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14995
    Feb 25, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13684
    Feb 26, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15736
    Feb 24, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14941
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14995
    Feb 25, 2026
  • ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14957
    Feb 25, 2026
  • ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15030
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17353
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17768
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13684
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14995
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15853
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16146
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14545
    Feb 20, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15118
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14969
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14482
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16093
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15736
    Feb 24, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15030
    Feb 25, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14804
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In