Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, February 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ...

  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ...

  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ...

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

ରାଜ୍ୟ
Home ›› ରାଜ୍ୟ ››ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ, ଜଣେ ମୃତ

ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ, ଜଣେ ମୃତ

2024-09-16 06:04:10
13619
Share:
Facebook
Twitter
E-Mail
WhatsApp
Telegram
ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ, ଜଣେ ମୃତ

ଭଞ୍ଜନଗର: ଗଣେଶ ଭସାଣି ସମୟରେ ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ । ଚିକିତ୍ସାଧୀନ ଅବସ୍ଥାରେ ବଡ଼ ଭାଇ ବାବୁ ସ୍ୱାଇଁ ପ୍ରାଣ ହରାଇଥିବା ବେଳେ ସାନ ଭାଇ ଜିତୁ ସ୍ୱାଇଁ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ଅମୃତଲୁ ଗ୍ରାମରେ ଏଭଳି ଅଘଟଣ ଘଟିଛି । ଅମୃତଲୁ ଗ୍ରାମରେ ଖୁବ୍‌ ଧୁମଧାମ୍‌ରେ ଗଣେଶ ପୂଜା କରାଯାଇଥିଲା । ତେବେ ଗଣେଶ ଭସାଣି ସମୟରେ ବାବୁ ସ୍ୱାଇଁ ଏବଂ ଜିତୁ ସ୍ୱାଇଁଙ୍କର ଅନ୍ୟ ଗେଷ୍ଠୀର ସଦସ୍ୟଙ୍କ ସହ କୌଣସି କାରଣରୁ ବଚସା ହୋଇଥିଲା । ଏହାକୁ କେନ୍ଦ୍ର କରି ପରେ ଦୁଇ ଭାଇଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ଏହି ଆକ୍ରମଣରେ ଉଭୟ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ଉଭୟଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ । ଏହା ସହ ପୋଲିସକୁ ମଧ୍ୟ ଖବର ଦେଇଥିଲେ । ତେବେ ଡାକ୍ତରଖାନାରେ ଚିକତ୍ସାଧୀନ ଅବସ୍ଥାରେ ବଡ଼ ଭାଇ ବାବୁ ସ୍ୱାଇଁଙ୍କ ମୃତ୍ୟୁ ହୋଇଥିବା ବେଳେ ସାନ ଭାଇଙ୍କ ଚିକିତ୍ସା କରାଯାଉଛି । ଖବର ପାଇ ସୋରଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ଏଥି ସହିତ ହତ୍ୟାକାରୀଙ୍କୁ ଖୋଜି ଘଟଣାର ତଦନ୍ତ ଚଳାଇଛି ।

Powered by Froala Editor

Tags Murder

Related articles Odisha News Lens 4.1

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15722
    Feb 24, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13670
    Feb 26, 2026
  • ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ
    ଦେଶ-ଦେଶାନ୍ତର

    ସାକ୍ଷାତକାର କାର୍ଯ୍ୟକ୍ରମ ଅଧାରୁ ଉଠି ଆସିଲେ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ

    15124
    Feb 25, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା
    ଦେଶ-ଦେଶାନ୍ତର

    ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14927
    Feb 25, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    14943
    Feb 25, 2026
  • ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ
    ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14790
    Feb 25, 2026
  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ
    ମନୋରଞ୍ଜନ

    ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14408
    Feb 25, 2026
  • ଉଦୟପୁରରେ ପହଞ୍ଚିଲେ ‘ବିରୋଶ’
    ମନୋରଞ୍ଜନ

    ଉଦୟପୁରରେ ପହଞ୍ଚିଲେ ‘ବିରୋଶ’

    15016
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14135
    Feb 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14135
    Feb 25, 2026
  • ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15722
    Feb 24, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି ରଖିଲେ ସାଂସଦ

    14790
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17353
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17767
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13670
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14981
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15839
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16145
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14544
    Feb 20, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15118
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14969
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14482
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16093
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15722
    Feb 24, 2026
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଇ-ବାଇକ୍ ଦିଦି ଯୋଜନା, ରହିଛି ଏହିସବୁ ସୁବିଧା

    14927
    Feb 25, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14135
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In