Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ...

ରାଜ୍ୟ
Home ›› ରାଜ୍ୟ ››ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ଲୁ ବୁକ୍‌‌ ସୁରକ୍ଷା ବ୍ୟବସ୍ଥା

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ଲୁ ବୁକ୍‌‌ ସୁରକ୍ଷା ବ୍ୟବସ୍ଥା

2024-09-16 10:47:09
14293
Share:
Facebook
Twitter
E-Mail
WhatsApp
Telegram
ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ଲୁ ବୁକ୍‌‌ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୁବନେଶ୍ୱର ଜନତା ମଇଦାନରେ ସୁଭଦ୍ରା ଯୋଜନା ଓ ଗାଡ଼କଣରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ଲୁ ବୁକ୍‌‌ ଅନୁଯାୟୀ, ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏୟାରପୋର୍ଟ ଓ ସଭାସ୍ଥଳର ସୁରକ୍ଷା ସହ ଟ୍ରାଫିକ ନିୟନ୍ତ୍ରଣ କ୍ଷେତ୍ରରେ ବ୍ୟାପକ ପଦକ୍ଷେପ ନିଆଯାଇଛି। ଏଥିସହ ସମଗ୍ର ଅଞ୍ଚଳ ପୂରା ସୁରକ୍ଷା ବ୍ୟବସ୍ଥାର ନିୟନ୍ତ୍ରଣରେ ଏସ୍‌‌ପିଜି ଅଧିକାରୀମାନେ ରହିଛନ୍ତି।

ମୋଦିଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା ଜାରି କରାଯାଇଛି। ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା ରହିବ। କମିଶନରେଟ୍ ପୁଲିସ ପକ୍ଷରୁ ଜାରି ହୋଇଛି ଟ୍ରାଫିକ ନିର୍ଦ୍ଦେଶନାମା ।  ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ କଟକଣା ଲାଗୁ କରାଯାଇଛି।  ନନ୍ଦନକାନନ-ଜୟଦେବ ବିହାର ଯିବା ପାଇଁ ଡମଣା ଛକରୁ ବାମକୁ ଯିବେ।ଆଚାର୍ୟ୍ୟ ବିହାର-ସୈନିକ ସ୍କୁଲ ଦେଇ ନନ୍ଦନକାନନ ଆଡ଼କୁ ଯିବେ। ଜରୁରୀକାଳୀନ ସେବା ଫାୟାର, ଆମ୍ବୁଲାନ୍ସ ପାଇଁ କଟକଣା ନାହିଁ ବୋଲି କୁହାଯାଇଛି।
ରାଜଧାନୀକୁ ହାଇଆଲର୍ଟ ଜାରି କରିବା ସହ ସୁରକ୍ଷା ଦାୟିତ୍ୱରେ ୮୧ ପ୍ଲାଟୁନ ଫୋର୍ସ ଓ ୨ କମ୍ପାନୀ ସିଆର୍‌‌ପିଏଫ୍‌‌ ଯବାନଙ୍କୁ ମୁତୟନ କରାଯିବ। ଏଥିସହ ଡିସିପି ଓ ଏସ୍‌‌ପି ପାହ୍ୟାର ୧୧ଜଣ ଅଧିକାରୀ, ୨୨ଜଣ ଅତିରିକ୍ତ ଡିସିପି, ଏସିପି/ଡିଏସ୍‌‌ପି ୬୬ଜଣ, ୧୨୦ ଇନ୍ସପେକ୍ଟର, ୫୦୦ ହୋମ୍‌‌ଗାର୍ଡ, ଏଏସ୍‌‌ଆଇ ଓ ଏସ୍‌‌ଆଇ ପାହ୍ୟାର ୩୦୦ରୁ ଅଧିକ ଏବଂ ୩୨୯ ଜଣ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। କୌଣସି ପ୍ରକାରର ଆତଙ୍କୀ ହମ୍‌‌ଲାକୁ ପ୍ରତିହତ କରିବା ଲାଗି ୩ଟି ୟୁନିଟ୍‌‌ ସ୍ପେଶାଲ ଟ୍ରାକ୍ଟିକାଲ, ଓଡ୍ରାଫ୍‌‌ ଟିମ୍‌‌, ଅଗ୍ନିଶମ ବିଭାଗ, ଡଗ୍‌‌ ସ୍କ୍ୱାଡ୍‌‌, ବମ୍‌‌ ସ୍କ୍ୱାଡ୍‌‌ ମୁତୟନ କରାଯିବ ବୋଲି ପୁଲିସ କମିସନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ମଙ୍ଗଳବାରପୂର୍ବାହ୍ନ ୧୦ଟା ୫୦ରେ ମୋଦୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ବିମାନବନ୍ଦରରରୁ ସିଧା ମୋଦୀ ଗାଡ଼କଣ ବସ୍ତି ଅଭିମୁଖେ ଯିବେ । ୧୧.୧୦ରେ ମୋଦୀ ଗାଡ଼କଣ ବସ୍ତିରେ ପହଞ୍ଚିବେ ।
ସେଠାରେ ମୋଦୀ ୧୧ଟା ୧୫ରୁ ୧୧ଟା ୪୫ ଯାଏ ଆବାସ ହିତାଧିକାରୀଙ୍କ ସହ କଥା ହେବେ । ୧୧ଟା ୪୫ରେ ଗାଡ଼କଣ ଛାଡ଼ି ୧୧ଟା ୫୫ରେ ଜନତା ମୈଦାନରେ ପହଞ୍ଚିବେ । ଜନତା ମୈଦାନରେ ମୋଦୀ ଦିନ ୧ଟା ପର୍ଯ୍ୟନ୍ତ ରହିବାର କାର୍ଯ୍ୟକ୍ରମ ରହିଛି ।

Powered by Froala Editor

Tags Modi

Related articles Odisha News Lens 4.1

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13569
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15613
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14947
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13485
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14900
    Oct 15, 2026
  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    14006
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15175
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13879
    Oct 14, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15468
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15468
    Oct 14, 2026
  • ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14900
    Oct 15, 2026
  • ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    14006
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17180
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17873
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17823
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18243
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14581
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14686
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15691
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14364
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16100
    Sep 23, 2026

ବାଣିଜ୍ୟ

BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍‌ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15032
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15562
    Oct 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14900
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15175
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13569
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In