Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ...

  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

ରାଜ୍ୟ
Home ›› ରାଜ୍ୟ ››ଥମୁନି ଝାଡ଼ାବାନ୍ତି, କଲ୍ୟାଣସିଂହପୁରରେ ୪ ମୃତ

ଥମୁନି ଝାଡ଼ାବାନ୍ତି, କଲ୍ୟାଣସିଂହପୁରରେ ୪ ମୃତ

2024-09-16 20:16:23
14774
Share:
Facebook
Twitter
E-Mail
WhatsApp
Telegram
ଥମୁନି ଝାଡ଼ାବାନ୍ତି, କଲ୍ୟାଣସିଂହପୁରରେ ୪ ମୃତ

ରାୟଗଡ଼ାର କାଶୀପୁର, ମୁନିଗୁଡ଼ାରେ ଝାଡାବାନ୍ତି ଅଣାୟତ ସ୍ଥିତି ସୃଷ୍ଟି କରିଛି । ପୁଣି କଲ୍ୟାଣସିଂହପୁରରେ ସଂକ୍ରମଣ ବ୍ୟାପିଛି ବୋଲି ସୂଚନା ଆସିଛି । କାରଣ କଲ୍ୟାଣସିଂହପୁରରେ ଝାଡାବାନ୍ତିରେ ସପ୍ତାହକରେ ୪ ଜଣଙ୍କ ମୃତ୍ୟୁ ଘଟିସାରିଲାଣି । ୩୦ରୁ ଅଧିକ ଆକ୍ରାନ୍ତଙ୍କ ଚିକିତ୍ସା ଡିଏଚଏଚ୍‌, କଲ୍ୟାଣସିଂହପୁର ଡାକ୍ତରଖାନା ସହ ପ୍ରଭାବିତ ଲାମ୍ବେରି ଗାଁରେ ଚାଲିଛି ।

ଗତ ୧୦ ତାରିଖରେ ଲାମ୍ବେରିରେ ଝାଡ଼ାବାନ୍ତି ବ୍ୟାପିଥିବା ଜଣାପଡିଥିଲା । ୭ ଦିନରେ ମୋଟ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ୩୦ରୁ ଅଧିକ ଗୁରୁତର ରହିଛନ୍ତି । ଘଟଣା ସମ୍ପର୍କରେ ବିଳମ୍ବରେ ଜଣାପଡିବା ପରେ ପହଞ୍ଚିଥିଲା ଡାକ୍ତରୀ ଟିମ୍ । ଟିମ୍ ଦ୍ୱାରା ରକ୍ତ ନମୁନା ସଂଗ୍ରହ କରାଯାଇଛି । ଝାଡ଼ାବାନ୍ତି କାହିଁକି ବ୍ୟାପିଛି ତାହା ସ୍ପଷ୍ଟ ହୋଇନି । ତଥାପି ଦୂଷିତ ପାଣି ଯୋଗୁ ଏହା ବ୍ୟାପିଥିବା କୁହାଯାଉଛି । ନମୁନା ପରୀକ୍ଷଣ ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ଡାକ୍ତରୀ ଟିମ୍ କହିଛି ।

 ଏଏନଏମ୍‌, ଅଙ୍ଗନବାଡି ଏବଂ ଆଶାକର୍ମୀ ରକ୍ତ ନମୁନା ସଂଗ୍ରହ କରିଛନ୍ତି । ଗୁରୁତରଙ୍କ ମଧ୍ୟରୁ କଲ୍ୟାଣସିଂହପୁର ସିଏଚ୍‌ସିକୁ ୪, ଡିଏଚଏଚ୍‌କୁ ୩ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି । ଅନ୍ୟମାନଙ୍କ ଚିକିତ୍ସା ଘରମାନଙ୍କରେ କରାଯାଉଛି ।

Powered by Froala Editor

Tags kalyansinghpur

Related articles Odisha News Lens 4.1

  • କୋଲକାତାରେ ଶକ୍ତିଶାଳୀ ଭୂକମ୍ପ
    ଦେଶ-ଦେଶାନ୍ତର

    କୋଲକାତାରେ ଶକ୍ତିଶାଳୀ ଭୂକମ୍ପ

    14424
    Feb 27, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13327
    Feb 27, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14374
    Feb 25, 2026
  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ
    ଦେଶ-ଦେଶାନ୍ତର

    ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ

    15490
    Feb 26, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14222
    Feb 26, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13674
    Feb 26, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    13843
    Feb 27, 2026
  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ
    ଦେଶ-ଦେଶାନ୍ତର

    ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15626
    Feb 26, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13916
    Feb 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13916
    Feb 26, 2026
  • ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13327
    Feb 27, 2026
  • ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13674
    Feb 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17354
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17769
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    13843
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13916
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15216
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15884
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16172
    Feb 21, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15119
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14970
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14483
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16096
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15626
    Feb 26, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14222
    Feb 26, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13674
    Feb 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In