Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ...

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ...

  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ ହୋଇଥିବାରୁ ବିକାଶ କାର୍ଯ୍ୟ ଅଗ୍ରଗତି ହୋଇଛି: ମୋଦୀ

ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ ହୋଇଥିବାରୁ ବିକାଶ କାର୍ଯ୍ୟ ଅଗ୍ରଗତି ହୋଇଛି: ମୋଦୀ

2024-09-17 11:27:05
13696
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ ହୋଇଥିବାରୁ ବିକାଶ କାର୍ଯ୍ୟ ଅଗ୍ରଗତି ହୋଇଛି: ମୋଦୀ

ଭୁବନେଶ୍ଵର: ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ଅଭିଭାଷଣ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଥରେ ଓଡ଼ିଶା ଆସି ଖୁସି ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ। ମହାପ୍ରଭୁଙ୍କ କୃପାରୁ ମାଆ ସୁଭଦ୍ରାଙ୍କ ନାଁରେ ଯୋଜନା ଆରମ୍ଭ ହୋଇଛି। ଆଜି ଦେଶର ୩୦ଲକ୍ଷରୁ ଅଧିକ ପରିବାରକୁ ଜଗନ୍ନାଥଙ୍କ ମାଟିରୁ ପକ୍କା ଘର ଦିଆଯାଇଛି। ସେଥିରୁ ୨୬ଲକ୍ଷ ଘର ଆମ ଦେଶର ଗାଁ ଏବଂ ୪ଲକ୍ଷ ଘର ଅଲଗା ଅଲଗା ସହରକୁ ଯୋଗାଇ ଦିଆଯାଇଛି। ଖାଲି ସେତିକି ନୁହେଁ ଓଡ଼ିଶାରେ ମଧ୍ୟ ହଜାର ହଜାର କୋଟି ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ହୋଇଛି। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ ହୋଇଥିବାରୁ ବିକାଶ କାର୍ଯ୍ୟ ଅଗ୍ରଗତି ହୋଇଛି। ଓଡ଼ିଶା ବିକାଶର ନୂଆ ଦିଗ ଛୁଇଁବାକୁ ଯାଉଛି। ଯେଉଁ ସ୍ୱପ୍ନ ଏଠାକାର ଗରିବ, ଦଳିତ ଓ ଆଦିବାସୀ ଦେଖିଛନ୍ତି ସେ ସବୁ ପୂରଣ ହେବ। ଏହାର ମୋର ବିଶ୍ୱାସ ଏବଂ ମହାପ୍ରଭୁଙ୍କ ଆଶୀର୍ବାଦ। ସରକାର ଗଠନ ବେଳେ ଯାହା ପ୍ରତିଶ୍ରୁତି ଦେଇଥିଲୁ ତାହା ପୂରଣ କରୁଛୁ। ମହିଳାଙ୍କ ଉନ୍ନତି ଓଡ଼ିଶା ବିକାଶର ମୂଳମନ୍ତ୍ର ହେବାକୁ ଯାଉଛି ବୋଲି କହିଛନ୍ତି। ସୁଭଦ୍ରା ଯୋଜନାର ଲାଭ ଓଡ଼ିଶାର ୧କୋଟିରୁ ଅଧିକ ମହିଳାଙ୍କୁ ମିଳିବ। ଏହି ଯୋଜନା ମା ଓ ଭଉଣୀମାନଙ୍କୁ ସଶକ୍ତ କରୁ ବୋଲି ମୋଦୀ କହିଛନ୍ତି।

Powered by Froala Editor

Tags Modi

Related articles Odisha News Lens 4.1

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ
    ଦେଶ-ଦେଶାନ୍ତର

    ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15625
    Feb 26, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    15177
    Feb 25, 2026
  • ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ହେଲିକପ୍ଟର ପ୍ରଚଣ୍ଡ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି

    13319
    Feb 27, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14221
    Feb 26, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13915
    Feb 26, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14373
    Feb 25, 2026
  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ
    ମନୋରଞ୍ଜନ

    ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

    13698
    Feb 26, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    13842
    Feb 27, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13673
    Feb 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13673
    Feb 26, 2026
  • ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    15177
    Feb 25, 2026
  • ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14373
    Feb 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17354
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17769
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    13842
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13915
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15215
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15884
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16172
    Feb 21, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15119
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14970
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14483
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16096
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13915
    Feb 26, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14373
    Feb 25, 2026
  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

    13698
    Feb 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In