Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ ...

  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ...

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

Home ›› ››ଗୁପ୍ତ ରତ୍ନଭଣ୍ଡାର ଓ ସୁଡ଼ଙ୍ଗ ଅଛି କି ନାହିଁ ଯାଞ୍ଚ କରିବ ବିଶେଷଜ୍ଞ ଟିମ

ଗୁପ୍ତ ରତ୍ନଭଣ୍ଡାର ଓ ସୁଡ଼ଙ୍ଗ ଅଛି କି ନାହିଁ ଯାଞ୍ଚ କରିବ ବିଶେଷଜ୍ଞ ଟିମ

2024-09-18 10:09:55
15320
Share:
Facebook
Twitter
E-Mail
WhatsApp
Telegram
ଗୁପ୍ତ ରତ୍ନଭଣ୍ଡାର ଓ ସୁଡ଼ଙ୍ଗ ଅଛି କି ନାହିଁ ଯାଞ୍ଚ କରିବ ବିଶେଷଜ୍ଞ ଟିମ

ଭୁବନେଶ୍ୱର: ଆଜି ବିଶେଷଜ୍ଞ ଟିମ ପୁରୀ ଶ୍ରୀମନ୍ଦିରର ଗୁପ୍ତ ରତ୍ନଭଣ୍ଡାର ଓ ସୁଡ଼ଙ୍ଗ ଖୋଜିବେ । ରତ୍ନଭଣ୍ଡାରରେ ଆଉ କିଛି ରହିଛି କି ନାହିଁ ତାହାର ତଦାରଖ କରିବେ । ଏଏସଆଇ ଏଡିଜି ଜାନଭିଜ ଶର୍ମାଙ୍କ ନେତୃତ୍ୱରେ ଏହାର ଯାଞ୍ଚ ସହ ତଦାରଖ କରାଯିବ । ରତ୍ନଭଣ୍ଡାରକୁ ଯିବା ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଓ ତଦାରଖ କମିଟି ଅଧ୍ୟକ୍ଷ କହିଛନ୍ତି ଯେ ବିଶେଷଜ୍ଞ ଟିମ ଦ୍ୱାରା ଯାଞ୍ଚ କରାଯିବ । ରତ୍ନଭଣ୍ଡାରରେ କିଛି ଅଛି କି ନାହିଁ ତାହାର ତଦାରଖ କରାଯିବ । ଗୁପ୍ତ ରତ୍ନଭଣ୍ଡାର ଓ ସୁଡ଼ଙ୍ଗ ଅଛି କି ନାହିଁ ଟିମ ଯାଞ୍ଚ କରିବ । 

ଏସଓପି ଅନୁସାରେ ରତ୍ନଭଣ୍ଡାର ଯାଞ୍ଚ ବେଳେ ଶ୍ରୀଜିଉଙ୍କ ନୀତିକାନ୍ତିରେ ଯେପରି ବ୍ୟାଘାତ ନ ଘଟେ, ସେଥିପାଇଁ ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ଅପରାହ୍ନ ଗୋଟାଏରୁ ନିରୀକ୍ଷଣ କାର୍ୟ୍ୟ ସରିବା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଭକ୍ତମାନେ ସିଂହଦ୍ୱାର ପଟେ ବାଇଶି ପାହାଚଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିବେ।

Powered by Froala Editor

Tags Ratna bhandar

Related articles Odisha News Lens 4.1

  •  ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ
    ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13809
    Jun 27, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15464
    Jun 26, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15663
    Jun 26, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15689
    Jun 26, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା
    ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15249
    Jun 26, 2026
  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ
    ଦେଶ-ଦେଶାନ୍ତର

    ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    15086
    Jun 26, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14391
    Jun 26, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15243
    Jun 25, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା
    ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15500
    Jun 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15500
    Jun 27, 2026
  • ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15689
    Jun 26, 2026
  • ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15358
    Jun 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16953
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17566
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17616
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18013
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15464
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15545
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15262
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15090
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15705
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13790
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14884
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15498
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15253
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15663
    Jun 26, 2026
  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15358
    Jun 26, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15243
    Jun 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In