Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିଡି ସତୀଶନ କେରଳର ପରବର୍ତ୍ତୀ ...

  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ ...

  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ...

  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ...

  • ଉତ୍ତର ପ୍ରଦେଶରେ ପ୍ରଳୟଙ୍କରୀ ଝଡ଼ ; ୧୦୦ରୁ ...

  • ଅମୂଲ-ମଦର ଡାଏରୀ କ୍ଷୀର 2ଟଙ୍କାକୁ ବୃଦ୍ଧି

  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

  • ବଢ଼ିପାରେ ତେଲ ଦର

  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ...

Home ›› ››୧୦ ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ

୧୦ ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ

2024-09-18 11:04:11
14957
Share:
Facebook
Twitter
E-Mail
WhatsApp
Telegram
୧୦ ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ:  ଭୋଟ୍ ଦେଉଛି ଜମ୍ମୁ କଶ୍ମୀର। ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ଜମ୍ମୁ ଓ କଶ୍ମୀରରେ ହେଉଛି ବିଧାନସଭା ନିର୍ବାଚନ। କଡ଼ା ସୁରକ୍ଷା ଭିତରେ ଆରମ୍ଭ ହୋଇଛି ମତଦାନ। ସକାଳୁ ସକାଳୁ ବିଭିନ୍ନ ବୁଥରେ ଭୋଟରଙ୍କ ଭିଡ଼ ଲାଗିଲାଣି। ପ୍ରାୟ ୧୦ ବର୍ଷ ପରେ ଏଠାରେ ବିଧାନସଭା ନିର୍ବାଚନ ହେଉଛି।  

୯୦ ଆସନ ମଧ୍ୟରୁ ଆଜି ପ୍ରଥମ ପର୍ୟ୍ୟାୟରେ ୭ ଜିଲ୍ଲାର ୨୪ ସିଟରେ ମତଦାନ ନିଆଯାଉଛି। ଏହା ଭିତରେ ରହିଛି କଶ୍ମୀର ଡିଭିଜନ ଅନ୍ତର୍ଗତ ପୁଲୱାମା, ସୋପିଆନ୍, ଅନନ୍ତନାଗ, କୁଲଗାଁଓର ୧୬। ସେହିପରି ଜମ୍ମୁ ଡିଭିଜନର ରାମବନ, କିସ୍ତୱାଡ଼ା ଓ ଡୋଡାର ୮ ବିଧାନସଭା ସିଟ୍।ମୋଟ୍ ୨୧୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୩ ଲକ୍ଷ ୨୭ ହଜାର ଭୋଟର। ଏଥିପାଇଁ ମୋଟ୍ ୩ହଜାର ୨୭୬ ବୁଥ୍ କରାଯାଇଥିବା ବେଳେ ୧୪ହଜାର ପୋଲିଂ କର୍ମଚାରୀ ନିୟୋଜିତ ଅଛନ୍ତି।

ଦ୍ୱିତୀୟ ପର୍ୟ୍ୟାୟ ସେପ୍ଟେମ୍ବର ୨୫ରେ ଓ ଶେଷ ତଥା ତୃତୀୟ ପର୍ୟ୍ୟାୟ ଭୋଟ୍ ଅକ୍ଟୋବର ୧ରେ ହେବ। ଆସନ୍ତା ଅକ୍ଟୋବର ୮ ତାରିଖରେ ଜଣାପଡିବ କିଏ ମାରିବ ବାଜି। ଧାରା ୩୭୦ର ଉଚ୍ଛେଦ ପରେ ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ବିଜେପି ପାଇଁ ଲିଟମସ୍ ଟେଷ୍ଟ। ସେଠାରେ କଂଗ୍ରେସ ଓ ଏନସି ମେଣ୍ଟ ବିଜେପି ବିରୋଧରେ ନିର୍ବାଚନ ଲଢୁଛି।

Powered by Froala Editor

Tags Voting

Related articles Odisha News Lens 4.1

  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ

    15231
    May 14, 2026
  • ଉତ୍ତର ପ୍ରଦେଶରେ ପ୍ରଳୟଙ୍କରୀ ଝଡ଼ ; ୧୦୦ରୁ ଅଧିକ ମୃତାହତ
    ଦେଶ-ଦେଶାନ୍ତର

    ଉତ୍ତର ପ୍ରଦେଶରେ ପ୍ରଳୟଙ୍କରୀ ଝଡ଼ ; ୧୦୦ରୁ ଅଧିକ ମୃତାହତ

    14554
    May 14, 2026
  • ଅମୂଲ-ମଦର ଡାଏରୀ କ୍ଷୀର 2ଟଙ୍କାକୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଅମୂଲ-ମଦର ଡାଏରୀ କ୍ଷୀର 2ଟଙ୍କାକୁ ବୃଦ୍ଧି

    13679
    May 14, 2026
  • ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    13629
    May 14, 2026
  • NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ
    ଦେଶ-ଦେଶାନ୍ତର

    NEET UG ପେପର ଲିକ୍ ମାମଲା ସୁପ୍ରିମକୋର୍ଟରେ

    15310
    May 13, 2026
  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ
    ଦେଶ-ଦେଶାନ୍ତର

    ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ

    13368
    May 14, 2026
  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ

    14427
    May 13, 2026
  • ବଢ଼ିପାରେ ତେଲ ଦର
    ଦେଶ-ଦେଶାନ୍ତର

    ବଢ଼ିପାରେ ତେଲ ଦର

    14087
    May 13, 2026
  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    14709
    May 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    13629
    May 14, 2026
  • ଦେଶ-ଦେଶାନ୍ତର

    ଅମୂଲ-ମଦର ଡାଏରୀ କ୍ଷୀର 2ଟଙ୍କାକୁ ବୃଦ୍ଧି

    13679
    May 14, 2026
  • ଦେଶ-ଦେଶାନ୍ତର

    ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ

    15231
    May 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17472
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17523
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17908
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16356
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15784
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16131
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14573
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15543
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15281
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15398
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15138
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15629
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13954
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଢ଼ିପାରେ ତେଲ ଦର

    14087
    May 13, 2026
  • ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ

    14427
    May 13, 2026
  • ଉତ୍ତର ପ୍ରଦେଶରେ ପ୍ରଳୟଙ୍କରୀ ଝଡ଼ ; ୧୦୦ରୁ ଅଧିକ ମୃତାହତ

    14554
    May 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In