Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ...

  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ...

  • ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ...

  • କେମିକାଲ ଟାଙ୍କିରେ ଖସି ପଡି ପ୍ରାଣ ...

  • ପ୍ରେସର କୁକରରେ ସିଝିଲାନି ଡାଲି, ...

  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ...

  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୧ ରୁ ୨୩ ମୋଦୀଙ୍କ ଆମେରିକା ଗସ୍ତ

୨୧ ରୁ ୨୩ ମୋଦୀଙ୍କ ଆମେରିକା ଗସ୍ତ

2024-09-18 11:10:44
14608
Share:
Facebook
Twitter
E-Mail
WhatsApp
Telegram
୨୧ ରୁ ୨୩ ମୋଦୀଙ୍କ ଆମେରିକା ଗସ୍ତ

ନୂଆଦିଲ୍ଲୀ:  ଆସନ୍ତା ୨୧ ତାରିଖରୁ ୨୩ ଯାଏ ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କ୍ୱାଡ ନେତାମାନଙ୍କ ୪ର୍ଥ ସମ୍ମିଳନୀରେ ଯୋଗ ଦେବାକୁ ସେ ଆମେରିକା ଯାଉଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ନ୍ୟୁୟର୍କରେ ଥିବା ମିଳିତ ଜାତିସଂଘର ସାଧାରଣ ମହାସଭାକୁ ମଧ୍ୟ ସମ୍ବୋଧନ କରିବେ।ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆୟୋଜନ କରୁଥିବା କ୍ୱାଡ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ସାମିଲ ହେବେ। ୱିଲମିଙ୍ଗଟନରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। କ୍ୱାଡରେ ଭାରତ ବ୍ୟତୀତ ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ ରହିଛନ୍ତ।
ବୈଠକରେ କ୍ୱାଡ ବର୍ଷକ ମଧ୍ୟରେ କ’ଣ ସବୁ ହାସଲ କରିଛି, ତା’ ଉପରେ ଆଲୋଚନା ହେବ। ସେହିପରି ବିକାଶ ପାଇଁ ଆଗାମୀ ଦିନର ଏଜେଣ୍ଡାକୁ ଧାର୍ୟ୍ୟ କରାଯିବ। ୪ର୍ଥ କ୍ୱାଡ ସମ୍ମିଳନୀ ଆମେରିକା ଆୟୋଜନ କରୁଥିବା ବେଳେ ପରବର୍ତ୍ତୀ ସମ୍ମିଳନୀ ଭାରତ ହୋଷ୍ଟ କରିବ। ସେପ୍ଟେମ୍ବର ୨୩ରେ ପ୍ରଧାନମନ୍ତ୍ରୀ ନ୍ୟୁୟର୍କରେ ଥିବା ମିଳିତ ଜାତିସଂଘର ମହାସଭାରେ ଆୟୋଜିତ ‘ଭବିଷ୍ୟତର ସମ୍ମିଳନୀ’ ଶୀର୍ଷକ କାର୍ୟ୍ୟକ୍ରମକୁ ସମ୍ବୋଧନ କରିବେ। ଏଥିରେ ଅନେକ ବିଶ୍ୱ ନେତା ଯୋଗଦେବେ। ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ବିଭିନ୍ନ ଦେଶର ନେତାଙ୍କ ସହ ସାମୂହିକ ସ୍ୱାର୍ଥ ପାଇଁ ଦ୍ୱିପାକ୍ଷିକ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି। ନ୍ୟୁୟର୍କରେ ରହଣୀ ସମୟରେ ପ୍ରଧାନମନ୍ତ୍ରୀ ମୋଦି ସେପ୍ଟେମ୍ବର ୨୨ରେ ଭାରତୀୟ ବଂଶୋଦ୍ଭବମାନଙ୍କୁ ମଧ୍ୟ ଭେଟିବେ।

Powered by Froala Editor

Tags Modi

Related articles Odisha News Lens 4.1

  • କେମିକାଲ ଟାଙ୍କିରେ ଖସି ପଡି ପ୍ରାଣ ହରାଇଲେ 3 ଶ୍ରମିକ
    ଦେଶ-ଦେଶାନ୍ତର

    କେମିକାଲ ଟାଙ୍କିରେ ଖସି ପଡି ପ୍ରାଣ ହରାଇଲେ 3 ଶ୍ରମିକ

    15341
    Nov 12, 2026
  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...
    ଦେଶ-ଦେଶାନ୍ତର

    କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...

    15339
    Nov 11, 2026
  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର
    ଦେଶ-ଦେଶାନ୍ତର

    ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

    15855
    Nov 12, 2026
  • ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ
    ଦେଶ-ଦେଶାନ୍ତର

    ବାଣ ପ୍ରଦୂଷଣ ଆପେ ଆପେ କମିଯିବ, ଏତେ ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ:ଯୋଗୀ

    14659
    Nov 12, 2026
  • ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର
    ଦେଶ-ଦେଶାନ୍ତର

    ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର

    13672
    Nov 12, 2026
  • ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ
    ଦେଶ-ଦେଶାନ୍ତର

    ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ

    14575
    Nov 12, 2026
  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା
    ଦେଶ-ଦେଶାନ୍ତର

    'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

    15700
    Nov 12, 2026
  • ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା
    ଦେଶ-ଦେଶାନ୍ତର

    ଶସ୍ତା ହେଲା ୨୨ ଓ ୨୪ କ୍ୟାରେଟ୍‌ ସୁନା

    14470
    Nov 13, 2026
  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧
    ଦେଶ-ଦେଶାନ୍ତର

    ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧

    13868
    Nov 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର

    13672
    Nov 12, 2026
  • ବାଣିଜ୍ୟ

    ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ ...

    14968
    Nov 12, 2026
  • ଦେଶ-ଦେଶାନ୍ତର

    'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

    15700
    Nov 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17274
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17976
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17933
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18346
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14239
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15591
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14378
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14446
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    15058
    Nov 01, 2026

ବାଣିଜ୍ୟ

ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

ଏହି ପଦକ୍ଷେପ ଶିକ୍ଷାଦାନକୁ ସୁଦୃଢ଼ କରିବା ଏବଂ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ସହାୟତା ମାଧ୍ୟମରେ ୧୧୮୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଉପକୃତ କରିଛି

ଭୁବନେଶ୍ୱର, ୧୨/୧୧/୨୦୨୬: ଭାରତର ସର୍ବବୃହତ ଆଲୁମି ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14362
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15582
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14160
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14174
    Nov 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨ରୁ ୪ ଟଙ୍କା ବୃଦ୍ଧି ହେଲା ଅମୁଲ ଏବଂ ମଦର ଡେରୀ କ୍ଷୀର

    13672
    Nov 12, 2026
  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

    15700
    Nov 12, 2026
  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

    15855
    Nov 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In