ୱାନ ନେସନ ୱାନ ପୋଲକୁ କ୍ୟାବିନେଟର ମଞ୍ଜୁରୀ
ଭୁବନେଶ୍ୱର: ୱାନ ନେସନ ୱାନ ପୋଲକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ରିପୋର୍ଟକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି । ୱାନ ନେସନ ୱାନ ପୋଲ ପାଇଁ ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ କମିଟି ଗଠିତ ହୋଇଥିଲା ।
Powered by Froala Editor