Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

Home ›› ››ଏସିରୁ ବାହାରୁଥିବା ଏହି ଗନ୍ଧ ଶରୀରକୁ ପହଞ୍ଚାଇଥାଏ କ୍ଷତି

ଏସିରୁ ବାହାରୁଥିବା ଏହି ଗନ୍ଧ ଶରୀରକୁ ପହଞ୍ଚାଇଥାଏ କ୍ଷତି

2024-09-19 05:22:18
14666
Share:
Facebook
Twitter
E-Mail
WhatsApp
Telegram
ଏସିରୁ ବାହାରୁଥିବା ଏହି ଗନ୍ଧ ଶରୀରକୁ ପହଞ୍ଚାଇଥାଏ କ୍ଷତି


 ଏସି ସମୟେ ସମୟେ ପ୍ରାଣଘାତୀ ମଧ୍ୟ ହୋଇପାରେ। ଏଥିରୁ ବାହାରୁଥିବା ଭିନ୍ନ ଭିନ୍ନ ପ୍ରକାର ଗନ୍ଧ ଶରୀରକୁ କ୍ଷତି ପହଞ୍ଚାଇଥାଏ, ଯାହାକୁ ଚିହ୍ନିବା ନିହାତି ଜରୁରୀ।

ଏସି କୌଣସି ପ୍ରକାର ଗନ୍ଧ ବାହାରୁଥିଲେ ତାହା ସୂଚାଇଦିଏ ଯେ ଏସିରେ କିଛି ତ୍ରୁଟି ରହିଛି। କିନ୍ତୁ ଠିକ୍‌‌ ସମୟରେ ଏହାକୁ ଚିହ୍ନଟ କରି ମରାମତି ନ କଲେ ତାହା ମଣିଷ ଶରୀର ଉପରେ କୁପ୍ରଭାବ ପକାଇଥାଏ। ବିଶେଷକରି ଶ୍ୱାସକ୍ରିୟା ଜନିତ ସମସ୍ୟା ଦେଖାଦିଏ। ଶ୍ୱାସନଳୀରେ ସଂକ୍ରମଣ ହେବାର ମଧ୍ୟ ଆଶଙ୍କା ରହିଛି। ଆସନ୍ତୁ ଜାଣିବା ଏସବୁ ଗନ୍ଧ ବିଷୟରେ।

ଯଦି ଏସିରୁ ଅପରିଷ୍କାର ମୋଜାର ଦୁର୍ଗନ୍ଧ ଆସୁଥାଏ, ତେବେ ଏହାର ଅର୍ଥ ହେଉଛି କଣ୍ଡେନସେଟ୍‌‌ ଟ୍ରେ, ଡ୍ରେନ ନୋଜନ ଏବଂ ଡ୍ରେନ ପାଇନ୍‌‌ରେ ଫିମ୍ପି ଜମିଯାଇଛି। ବାହାରେ ଆର୍ଦ୍ରତା କାରଣରୁ ଧୂଳିରେ ଭର୍ତ୍ତି ଏୟାର ଫିଲ୍‌‌ଟରରେ ମଧ୍ୟ ଫିମ୍ପି ହୋଇଥାଇପାରେ। ତେଣୁ ଏୟାର ଫିଲ୍ଟର ଏବଂ ପାଣି ଟ୍ରେକୁ ସଫା କରିବା ଜରୁରୀ।
ଏସିରୁ ଯଦି ଷଢ଼ା ଅଣ୍ଡା ବା ସଲଫର ଭଳି ଗନ୍ଧ ବାହାରୁଥିଲେ, ଏହାର ଅର୍ଥ ଏସିରୁ ଗ୍ୟାସ୍‌‌ ଲିକ୍‌‌ ହେଉଛି। ଏହା ଅତ୍ୟନ୍ତ ବିପଜ୍ଜନକ ହୋଇପାରେ। ଏହି କାରଣରୁ ଘରେ ନିଆଁ ଲାଗିଯାଇପାରେ। ତେଣୁ ଏପରି ଗନ୍ଧ ଆସୁଥିଲେ ତୁରନ୍ତ ଏସି ବନ୍ଦ କରିବା ସହିତ ଏହାର ମରାମତି କରିବା ଆବଶ୍ୟକ।

ଅନେକ ସମୟରେ ଏସି ଭିତରୁ ଆବର୍ଜନା ଗନ୍ଧ ଆସିଥାଏ। ଏହାର ଅର୍ଥ ଏସି ଭିତରେ କୌଣସି ଜୀବ ଅର୍ଥାତ ଝିଟିପିଟି, ମୂଷା କିମ୍ପା ଛୋଟ ପକ୍ଷୀ ପଶି ମରିଯାଇଥିବେ। ୱିଣ୍ଡୋ ଏସିରେ ଏହାର ଆଶଙ୍କା ଅଧିକ ଥାଏ। ଏପରି ହେଲେ ଡକ୍ଟ ଫିଲ୍‌‌ଟର ସଫା କରିବା ଜରୁରୀ। ସେପର୍ୟ୍ୟନ୍ତ ଏସି ଚାଲୁ କରିବା ଅନୁଚିତ।

ଯଦି ଏସିରୁ କାର୍‌‌ ଧୂଆଁ ଭଳି ଗନ୍ଧ ଆସେ, ତାହାର ଅର୍ଥ ହେଉଛି ରେଫ୍ରିଜରେଣ୍ଟ ଲିକେଜ୍‌‌। ଅର୍ଥାତ କଏଲରେ ଛିଦ୍ର ହୋଇଥାଇପାରେ। ଏପରି ସ୍ଥିତିରେ ଏସିର ସର୍ଭିସ କରାଯିବା ଉଚିତ।

ଏସିରୁ ବାହାରୁଥିବା ଗନ୍ଧ ଏସିରେ କିଛି ନା କିଛି ଗଡ଼଼ବଡ଼ ଥିବାର ସଙ୍କେତ ଦେଇଥାଏ। କିଛି ପୋଡ଼ିଯାଉଥିବାର ଗନ୍ଧ ମଧ୍ୟ ବେଳେବେଳେ ଆସିଥାଏ। ଶଟ୍‌‌ସର୍କିଟ୍‌‌ ଅଥବା ମୋଟର ଗରମ ହୋଇଗଲେ ଏପରି ଗନ୍ଧ ଆସିଥାଏ। ତେଣୁ ସୁରକ୍ଷିତ ରହିବା ଲାଗି ନିୟମିତ ବ୍ୟବଧାନରେ ଏସିକୁ ଯାଞ୍ଚ କରିବା ସହିତ ମରାମତି କରିବା ଉଚିତ।

Powered by Froala Editor

Tags Ac

Related articles Odisha News Lens 4.1

  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13513
    Feb 24, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15372
    Feb 24, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15044
    Feb 23, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ
    ଦେଶ-ଦେଶାନ୍ତର

    ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13546
    Feb 24, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14754
    Feb 23, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15235
    Feb 23, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14419
    Feb 24, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15115
    Feb 24, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15491
    Feb 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15044
    Feb 23, 2026
  • ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14754
    Feb 23, 2026
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15115
    Feb 24, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17351
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17420
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17763
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16238
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15491
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16105
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14504
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15272
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15988
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15114
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14966
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14478
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16088
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14754
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15044
    Feb 23, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13546
    Feb 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In