Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ...

  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ତିରୁପତି ଲଡ଼ୁ ବିବାଦ : ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜଗନ

ତିରୁପତି ଲଡ଼ୁ ବିବାଦ : ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜଗନ

2024-09-22 20:18:47
15136
Share:
Facebook
Twitter
E-Mail
WhatsApp
Telegram
ତିରୁପତି ଲଡ଼ୁ ବିବାଦ : ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜଗନ

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଦାବି କରିଛନ୍ତି ଯେ ତିରୁପତି ଲଡୁ ପ୍ରସାଦରେ ପଶୁ ଚର୍ବି ମିଶ୍ରିତ ହୋଇଛି। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ ରେଡ୍ଡୀ ମୁହାଁମୁହିଁ ହୋଇଛନ୍ତି। ବିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ ମୋହନ ରେଡ୍ଡୀ।

ଏହି ଚିଠିରେ ସେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ତିରୁମାଲା ତିରୁପତି ଦେବସ୍ଥାନମ୍ (ଟିଟିଡି) ର ପବିତ୍ରତାକୁ ଅପବିତ୍ର କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି। କେବଳ ଏତିକି ନୁହେଁ, ନାଇଡୁଙ୍କୁ ତାଗିଦ କରିବା ସହ ସତ୍ୟ ପ୍ରକାଶ କରିବାକୁ ଜଗନ୍ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ ସେ କହିଛନ୍ତି, "ଆନ୍ଧ୍ରପ୍ରଦେଶରେ ଘଟୁଥିବା ଦୁଃଖଦ ଘଟଣା ପ୍ରତି ଆପଣଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ମୁଁ ଏହି ଚିଠି ଲେଖୁଛି।

ରେଡ୍ଡୀ କହିଛନ୍ତି, "ନାଇଡୁଙ୍କ ବେପରୁଆ ଏବଂ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବିବୃତ୍ତି ଭକ୍ତଙ୍କ ଭାବନାକୁ ଆଘାତ ଦେଇଛି ଏବଂ ତିରୁମାଲା ତିରୁପତି ଦେବସ୍ଥାନମ୍ (ଟିଟିଡି) ବୋର୍ଡର ପବିତ୍ରତାକୁ କ୍ଷୁର୍ଣ୍ଣ କରିଛି।"

ସେ ଚିଠିରେ ଆହୁରି କହିଛନ୍ତି ଯେ, ପ୍ରଭୁ ଭେଙ୍କଟେଶ୍ୱରଙ୍କୁ କେବଳ ଭାରତୀୟମାନେ ପୂଜା କରନ୍ତିନି, ବିଦେଶରେ ମଧ୍ୟ କୋଟି କୋଟି ହିନ୍ଦୁ ଭକ୍ତ ଆରାଧ୍ୟ ମଣନ୍ତି। ଯଦି ଏପରି ସମ୍ବେଦନଶୀଳ ପ୍ରସଙ୍ଗକୁ ଅତି ସାବଧାନତାର ସହ ନିୟନ୍ତ୍ରଣ କରାନଯାଏ, ତେବେ ଏହି ମିଛ ବ୍ୟାପକ କ୍ଷତି ପହଞ୍ଚାଇପାରେ।

Powered by Froala Editor

Tags jagan

Related articles Odisha News Lens 4.1

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15397
    Jul 02, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15772
    Jul 01, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14090
    Jul 01, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15080
    Jul 01, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14630
    Jul 01, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13532
    Jul 01, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15417
    Jul 01, 2026
  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14412
    Jun 30, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    14996
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15080
    Jul 01, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    14996
    Jul 01, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14630
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16959
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17571
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17621
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18019
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14339
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14249
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15870
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15744
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15384
    Jun 22, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15293
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15695
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13798
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14899
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14412
    Jun 30, 2026
  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ

    14293
    Jun 30, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15417
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In