Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

Home ›› ››ପ୍ରତ୍ୟେକ ସମସ୍ୟାକୁ ଶାନ୍ତିପୂର୍ଣ୍ଣ ଉପାୟରେ ସମାଧାନ ଲାଗି ଗୁରୁତ୍ବ ଦିଆଯାଉ: ମୋଦୀ

ପ୍ରତ୍ୟେକ ସମସ୍ୟାକୁ ଶାନ୍ତିପୂର୍ଣ୍ଣ ଉପାୟରେ ସମାଧାନ ଲାଗି ଗୁରୁତ୍ବ ଦିଆଯାଉ: ମୋଦୀ

2024-09-23 11:19:57
15800
Share:
Facebook
Twitter
E-Mail
WhatsApp
Telegram
ପ୍ରତ୍ୟେକ ସମସ୍ୟାକୁ ଶାନ୍ତିପୂର୍ଣ୍ଣ ଉପାୟରେ ସମାଧାନ ଲାଗି ଗୁରୁତ୍ବ ଦିଆଯାଉ: ମୋଦୀ

ୱାଶିଂଟନ : ଯୁଦ୍ଧ ଦ୍ବାରା କୌଣସି ସମସ୍ୟାର ସମାଧାନ ସମ୍ଭବ ନୁହେଁ। ତେଣୁ ପ୍ରତ୍ୟେକ ସମସ୍ୟାକୁ ଶାନ୍ତିପୂର୍ଣ୍ଣ ଉପାୟରେ ସମାଧାନ ଲାଗି ଗୁରୁତ୍ବ ଦିଆଯାଉ ବୋଲି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ବାଡ୍ ଶିଖର ସମ୍ମିଳନୀରେ ଉପସ୍ଥିତ ନେତାଙ୍କୁ କହିଛନ୍ତି। ଆମେରିକାର ୱିଲମିଙ୍ଗଟନ ସହରରେ ଆୟୋଜିତ ଏହି ସମ୍ମିଳନୀର ଉଦ୍‌ଘାଟନୀ ବକ୍ତବ୍ୟରେ ମୋଦୀ କହିଛନ୍ତି ଯେ ଆମର ବୈଠକ ଏପରି ଏକ ସମୟରେ ହେଉଛି ଯେତେବେଳେ ବିଶ୍ୱ ଉତ୍ତେଜନା ଓ ସଂଘର୍ଷ ଦ୍ୱାରା ପ୍ରଭାବିତ। ଏଭଳି ପରିସ୍ଥିତିରେ ଗଣତାନ୍ତ୍ରିକ ମୂଲ୍ୟବୋଧ ଆଧାରରେ କ୍ୱାଡ କାର୍ୟ୍ୟ କରିବା ସମଗ୍ର ମାନବଜାତି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆମେ କାହାର ବିରୋଧ କରୁ ନାହୁଁ। ଆମେ ସମସ୍ତେ ନିୟମଭିତ୍ତିକ ଅନ୍ତର୍ଜାତୀୟ ବ୍ୟବସ୍ଥା, ସାର୍ବଭୌମତ୍ୱ ଓ ଆଞ୍ଚଳିକ ଅଖଣ୍ଡତା ପ୍ରତି ସମ୍ମାନ ସହିତ ସମସ୍ତ ସମସ୍ୟାର ଶାନ୍ତିପୂର୍ଣ୍ଣ ସମାଧାନକୁ ସମର୍ଥନ କରୁଛୁ। ମୁକ୍ତ, ଉନ୍ମୁକ୍ତ, ସମାବେଶୀ ଓ ସମୃଦ୍ଧ ଭାରତ-ପ୍ରଶାନ୍ତ ମହାସାଗର ଆମର ମିଳିତ ପ୍ରାଥମିକତା ଏବଂ ମିଳିତ ପ୍ରତିବଦ୍ଧତା। ସ୍ୱାସ୍ଥ୍ୟ ସୁରକ୍ଷା, ଗୁରୁତ୍ୱପୂର୍ଣ୍ଣ ଏବଂ ଉଦୀୟମାନ ପ୍ରଯୁକ୍ତିବିଦ୍ୟା, ଜଳବାୟୁ ପରିବର୍ତ୍ତନ, ଦକ୍ଷତା ବୃଦ୍ଧି କ୍ଷେତ୍ରରେ ଆମେ ଅନେକ ସକାରାତ୍ମକ ଓ ବ୍ୟାପକ ପଦକ୍ଷେପ ନେଇଛୁ। ଆମର ବାର୍ତ୍ତା ହେଉଛି କ୍ୱାଡ୍ ସାହାଯ୍ୟ କରିବାକୁ, ଅଂଶୀଦାର କରିବାକୁ ଏବଂ ମିଳିତ ଭାବରେ କାର୍ୟ୍ୟ କରିବାକୁ ରହିଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ନେତୃତ୍ବରେ କ୍ବାଡ ସମ୍ମିଳନୀ ଆୟୋଜିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ଧନ୍ୟବାଦ ଜଣାଇଥିଲେ। ମୋଦୀ କହିଥିଲେ ଯେ ଏହି ଶିଖର ସମ୍ମିଳନୀ ଆୟୋଜନରେ ଆପଣଙ୍କର (ବାଇଡେନ)ଙ୍କ ବ୍ୟକ୍ତିଗତ ଭୂମିକା ରହିଛି। ଆପଣଙ୍କର ଦୃଢ଼ ପ୍ରତିବଦ୍ଧତା, ଆପଣଙ୍କ ନେତୃତ୍ୱ ଏବଂ କ୍ୱାଡ୍ ରେ ଆପଣଙ୍କ ଅବଦାନ ପାଇଁ ମୁଁ ଆପଣଙ୍କୁ ହୃଦୟରୁ ଧନ୍ୟବାଦ ଜଣାଉଛି। ୨୦୨୧ରେ ମଧ୍ୟ ବାଇଡେନଙ୍କ ନେତୃତ୍ବରେ ପ୍ରଥମ କ୍ବାଡ ଶିଖର ସମ୍ମିଳନୀ ଆୟୋଜନ ହୋଇଥିଲା। ବାଇଡେନଙ୍କ ସହିତ କ୍ବାଡର ସମସ୍ତ ସହଯୋଗୀ ରାଷ୍ଟ୍ରଙ୍କୁ ମଧ୍ୟ ମୋଦୀ ଅଭିନନ୍ଦନ ଜଣାଇଥିଲେ। ୨୦୨୫ରେ ଭାରତରେ କ୍ୱାଡ୍ ଶିଖର ସମ୍ମିଳନୀ ଆୟୋଜନ କରିବ। କ୍ବାଡ ଶିଖର ସମ୍ମିଳନୀ ଅବସରରେ ଜରାୟୁ କର୍କଟର ଚିକିତ୍ସା ଲାଗି କ୍ୟାନସର ମୁନସଟ୍ ନାମରେ ଏକ କାର୍ୟ୍ୟକ୍ରମ ଆୟୋଜନ ହୋଇଥିଲା। ଏହି କାର୍ୟ୍ୟକ୍ରମକୁ ମଧ୍ୟ ମୋଦୀ ସମ୍ବୋଧନ କରିଥିଲେ। ଏହି ସମ୍ମିଳନୀରେ କ୍ବାଡ ରାଷ୍ଟ୍ରନେତାମାନେ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ କର୍କଟ ରୋଗର ଚିକିତ୍ସା ନିମନ୍ତେ ପରସ୍ପରର ସହଯୋଗ କରିବା ପୂର୍ବକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ଇକୋସିଷ୍ଟମ୍ ସ୍ଥାପନ କରିବେ। ଏହି ବ୍ୟବସ୍ଥା ଦ୍ବାରା ଭାରତ-ପ୍ରଶାନ୍ତ ମହାସାଗର ଅଞ୍ଚଳରେ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ଦୃଢ କରାଯିବା ସହ ଚିକିତ୍ସା କ୍ଷେତ୍ରରେ ବିଭିନ୍ନ ପ୍ରକାର ଗବେଷଣା ଓ ତଥ୍ୟ ଆଦାନ ପ୍ରଦାନ କରାଯିବ। ବିଶେଷକରି କର୍କଟ ରୋଗକୁ ଚିହ୍ନଟ, ଚିକିତ୍ସା, ପ୍ରତିକାର କ୍ଷେତ୍ରରେ କ୍ବାଡ ରାଷ୍ଟ୍ର ଗୋଷ୍ଠୀ ମିଳିତ ଭାବେ କାର୍ୟ୍ୟ କରିବେ। ଜରାୟୁ କର୍କଟକୁ ଟିକା ଦ୍ବାରା ପ୍ରତିରୋଧ କରାଯାଇପାରିବ। ଏହାକୁ ଆଗୁଆ ଚିହ୍ନଟ କରାଯାଇପାରିଲେ ଚିକିତ୍ସା କରିବା ସହଜ। ତେବେ ଏହାକୁ ଆଗୁଆ ଚିହ୍ନଟ କରାଯାଇପାରୁ ନଥିବାର ଜରାୟୁ କକର୍ଟ ରୋଗରେ ସର୍ବାଧିକ ମହିଳାଙ୍କର ମୃତ୍ୟୁ ହେଉଛି। ଏହି କର୍କଟ ରୋଗ ବିଶ୍ବର ତୃତୀୟ ବୃହତ କର୍କଟ ଜନିତ ମୃତ୍ୟୁ। ଏପରିକି ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ପ୍ରତି ୧୦ଜଣରେ ଜଣେ ମହିଳା କର୍କଟ ରୋଗରେ ପ୍ରାଣ ହରାଉଛନ୍ତି। ଉତ୍ତମ ସ୍ବାସ୍ଥ୍ୟସେବା ଅଭାବ କାରଣରୁ ଏହି କର୍କଟ ରୋଗରେ ମହିଳାଙ୍କର ମୃତ୍ୟୁ ହେଉଛି। ତେବେ ଆଗାମୀ ଦିନରେ କ୍ବାଡ ରାଷ୍ଟ୍ରଗୋଷ୍ଠୀ ଏହି ଅଭାବକୁ ଦୂର କରିବା ଦିଗରେ କାର୍ୟ୍ୟ କରିବେ ବୋଲି ସମ୍ମତି ପ୍ରକାଶ କରିଛନ୍ତି। ଏହାଦ୍ବାରା ୨୦୪୭ ସୁଦ୍ଧା ୪୦ଲକ୍ଷ ମହିଳାଙ୍କ ଜୀବନ ରକ୍ଷା କରାଯାଇପାରିବ। କ୍ୟାନସର ମୁନସଟ୍‌ରେ ସହଯୋଗ ଲାଗି ଭାରତ ଡିଜିଟାଲ ହେଲଥରେ ନିଜର ବୈଷୟିକ ଦକ୍ଷତାକୁ ଯୋଗାଇଦେବ।

Powered by Froala Editor

Tags Modi

Related articles Odisha News Lens 4.1

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13779
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14765
    Jul 02, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14235
    Jul 02, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14462
    Jul 03, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15174
    Jul 03, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15329
    Jul 01, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13316
    Jul 03, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14566
    Jul 03, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15244
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15668
    Jul 02, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15244
    Jul 01, 2026
  • ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14566
    Jul 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16962
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17573
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17625
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18022
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14566
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14513
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14280
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15900
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15773
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15514
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14902
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15329
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14765
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13316
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In