Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ ...

  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ...

  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ...

  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ...

  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ...

  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ...

  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ...

  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ...

  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ ...

ରାଜ୍ୟ
Home ›› ରାଜ୍ୟ ››ଆଜି ବିଜେପି କାର୍ୟ୍ୟକାରିଣୀ ବୈଠକ

ଆଜି ବିଜେପି କାର୍ୟ୍ୟକାରିଣୀ ବୈଠକ

2021-06-28 06:08:38
14019
Share:
Facebook
Twitter
E-Mail
WhatsApp
Telegram
ଆଜି ବିଜେପି କାର୍ୟ୍ୟକାରିଣୀ ବୈଠକ

ଭୁବନେଶ୍ବର: ଆଜି ଭର୍ଚୁଆଲ ମୋଡରେ ରାଜ୍ୟ ବିଜେପିର କାର୍ୟ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ରାଜ୍ୟ ଚିଠା ପ୍ରସ୍ତାବ ଆଗତ ହେବ । ରାଜ୍ୟରେ ବିଭିନ୍ନ ଉତ୍କଟ ସମସ୍ୟା ନେଇ ବରିଷ୍ଠ ମନ୍ତ୍ରୀ ଓ ନେତାମାନଙ୍କର ସହ ଆଲୋଚନା କରାଯିବ। ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ, ସହ ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ସହ ଦୁଇ ଜଣ କେନ୍ଦ୍ରମନ୍ତ୍ରୀ ବୈଠକରେ ଯୋଗଦେବେ। ସେହିପରି ସମସ୍ତ ସାଂସଦ, ବିଧାୟକ ଓ ମୋର୍ଚ୍ଚା ସଭାପତିମାନେ ଉପସ୍ଥିତ ରହିବେ ।   ରାଜ୍ୟରେ ବିଭିନ୍ନ ସମସ୍ୟା ଉତ୍କଟ ରୂପ ନେଉଥିବାବେଳେ ବିଶେଷ କରି କୃଷକ ସମସ୍ୟା, ଶିଶୁ ଓ ମହିଳା ନିର୍ୟ୍ୟାତନା, ଦୁଃସ୍ଥ ହେଉଥିବା ଆଇନ ବ୍ୟବସ୍ଥା, କରୋନା ପରିଚାଳନା ଓ ଗୋସୁରକ୍ଷା ନେଇ ଆଲୋଚନା ହେବ ।

Powered by Froala Editor

Tags bjp

Related articles Odisha News Lens 4.1

  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା

    15592
    Sep 16, 2026
  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ
    ଦେଶ-ଦେଶାନ୍ତର

    ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ

    14324
    Sep 15, 2026
  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ
    ଦେଶ-ଦେଶାନ୍ତର

    ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ

    15512
    Sep 15, 2026
  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

    15031
    Sep 16, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...

    14722
    Sep 16, 2026
  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ
    ଦେଶ-ଦେଶାନ୍ତର

    ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ

    14140
    Sep 16, 2026
  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ

    13491
    Sep 16, 2026
  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ
    ଦେଶ-ଦେଶାନ୍ତର

    ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

    15060
    Sep 16, 2026
  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍
    ଦେଶ-ଦେଶାନ୍ତର

    ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    14079
    Sep 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ

    13491
    Sep 16, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14722
    Sep 16, 2026
  • ଦେଶ-ଦେଶାନ୍ତର

    ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

    15031
    Sep 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17098
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17780
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17765
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18170
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14556
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16178
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14709
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14018
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14826
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି

ଭୁବନେଶ୍ୱର  : ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଆଲୁମିନିୟମର ଆଲୁମିନା ବିଶୋଧନାଗାର ଆଖପା ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14647
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14317
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14082
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14711
    Sep 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ

    14324
    Sep 15, 2026
  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    14079
    Sep 16, 2026
  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ

    14140
    Sep 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In