Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, December 27, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • “ଧୁରନ୍ଧର” ରେକର୍ଡ : ବକ୍ସ ଅଫିସରେ ୧୦୦୦ ...

  • ୬୦ ବର୍ଷରେ ପାଦ ଥାପିଲେ ଭାଇଜାନ

  • ଦିନକରେ ୧୭ ହଜାର ଟଙ୍କା ମହଙ୍ଗା ହେଲା ରୁପା

  • ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ...

  • ଆହୁରି ଶକ୍ତିଶାଳୀ ହେବ ବ୍ରହ୍ମୋସ

  • ଦୈନିକ ୧୦ମିନିଟ୍ ଖବରକାଗଜ ପଢିବେ ...

  • ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ

  • ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ...

  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ...

ରାଜ୍ୟ
Home ›› ରାଜ୍ୟ ››କୋଣାର୍କ ପରିସରରେ ଜମି ରହିଛି ଆଣ୍ଠୁଏ ଉଚ୍ଚର ପାଣି, ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି ପର୍ଯ୍ୟଟକ

କୋଣାର୍କ ପରିସରରେ ଜମି ରହିଛି ଆଣ୍ଠୁଏ ଉଚ୍ଚର ପାଣି, ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି ପର୍ଯ୍ୟଟକ

2024-09-26 06:28:39
15046
Share:
Facebook
Twitter
E-Mail
WhatsApp
Telegram
କୋଣାର୍କ ପରିସରରେ ଜମି ରହିଛି ଆଣ୍ଠୁଏ ଉଚ୍ଚର ପାଣି, ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି ପର୍ଯ୍ୟଟକ

କୋଣାର୍କ: ଲଗାଣ ବର୍ଷା ଯୋଗୁଁ ସୂର୍ୟ୍ୟ ମନ୍ଦିର କୋଣାର୍କ  ପରିସରରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି। ଯେଉଁ ରାସ୍ତା ଦେଇ ସୂର୍ୟ୍ୟ ମନ୍ଦିରକୁ ପ୍ରବେଶ କରାଯାଏ, ପାର୍ଶ୍ୱ ରାସ୍ତା ଦେଇ ପର୍ୟ୍ୟଟକ ମନ୍ଦିର ବେଢ଼ା ବୁଲନ୍ତି ସେ ସବୁ ବୁଡ଼ି ଯାଇଛି। ଫଳରେ ପର୍ୟ୍ୟଟକ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। କିଛି ପର୍ୟ୍ୟଟକ ପାଣି ଭିତରେ ପଡ଼ି ବି ଯାଇଛନ୍ତି। ଫଳରେ ସେମାନେ ମନ୍ଦିର ପ୍ରଶାସନ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରୁଛନ୍ତି।ପରିସ୍ଥିତିକୁ ଦେଖି ପମ୍ପସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ କରାଯାଉଛି। କୋଣାର୍କ ସୂର୍ୟ୍ୟ ମନ୍ଦିରରେ ଏ ପରିସ୍ଥିତି କିଛି ନୂଆ ନୁହେଁ। ଅଳ୍ପ ସମୟ ବର୍ଷାରେ ବି ପାଣି ଏଠି ଲହରି ଭାଙ୍ଗେ।

ଏପରି ସମସ୍ୟା ବର୍ଷ ବର୍ଷ ଧରି ଏଠାରେ ଲାଗି ରହିଥିଲେ ବି ଏହାର ସ୍ଥାୟୀ ସମାଧାନ ପାଇଁ ପ୍ରଶାସନିକ ସ୍ତରରେ ଆନ୍ତରିକତା ପ୍ରକାଶ ପାଉନି। ଫଳରେ ଦେଶ ବିଦେଶରୁ ଆସୁଥିବା ପର୍ୟ୍ୟଟକ ଏଠାରୁ ଖରାପ ଅନୁଭୂତି ନେଇ ଫେରୁଛନ୍ତି। 

Powered by Froala Editor

Tags Konark temple

Related articles Odisha News Lens 4.1

  • ଦିନକରେ ୧୭ ହଜାର ଟଙ୍କା ମହଙ୍ଗା ହେଲା ରୁପା
    ଦେଶ-ଦେଶାନ୍ତର

    ଦିନକରେ ୧୭ ହଜାର ଟଙ୍କା ମହଙ୍ଗା ହେଲା ରୁପା

    15491
    Dec 27, 2025
  • ୬୦ ବର୍ଷରେ ପାଦ ଥାପିଲେ ଭାଇଜାନ
    ମନୋରଞ୍ଜନ

    ୬୦ ବର୍ଷରେ ପାଦ ଥାପିଲେ ଭାଇଜାନ

    15144
    Dec 27, 2025
  • ଦୈନିକ ୧୦ମିନିଟ୍ ଖବରକାଗଜ ପଢିବେ ଛାତ୍ରଛାତ୍ରୀ
    ଦେଶ-ଦେଶାନ୍ତର

    ଦୈନିକ ୧୦ମିନିଟ୍ ଖବରକାଗଜ ପଢିବେ ଛାତ୍ରଛାତ୍ରୀ

    15578
    Dec 27, 2025
  • ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ
    ମନୋରଞ୍ଜନ

    ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ

    13652
    Dec 27, 2025
  • ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ
    ଦେଶ-ଦେଶାନ୍ତର

    ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ

    14222
    Dec 27, 2025
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌
    ବିଶେଷ

    ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    14110
    Dec 27, 2025
  • ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ
    ଦେଶ-ଦେଶାନ୍ତର

    ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ

    15154
    Dec 27, 2025
  • ଆହୁରି ଶକ୍ତିଶାଳୀ ହେବ ବ୍ରହ୍ମୋସ
    ଦେଶ-ଦେଶାନ୍ତର

    ଆହୁରି ଶକ୍ତିଶାଳୀ ହେବ ବ୍ରହ୍ମୋସ

    15310
    Dec 27, 2025
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ
    ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15365
    Dec 26, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15365
    Dec 26, 2025
  • ମନୋରଞ୍ଜନ

    ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ

    13652
    Dec 27, 2025
  • ଦେଶ-ଦେଶାନ୍ତର

    ଦୈନିକ ୧୦ମିନିଟ୍ ଖବରକାଗଜ ପଢିବେ ଛାତ୍ରଛାତ୍ରୀ

    15578
    Dec 27, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17271
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17352
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17699
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16169
    Apr 03, 2021

ବିଶେଷ

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    14110
    Dec 27, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14615
    Dec 26, 2025
  • ଉଚ୍ଚ ରକ୍ତଚାପର ସଙ୍କେତ ଜାଣିବେ କିପରି?

    15006
    Dec 24, 2025
  • କାହିଁକି ଚିନି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଜାଣନ୍ତୁ?

    14476
    Dec 23, 2025
  • ଏକ ଘଣ୍ଟା ଚାଲିଲେ ମିଳିଥାଏ ଏହିସବୁ ଫାଇଦା

    14812
    Dec 22, 2025

ବାଣିଜ୍ୟ

୨୪ ଶହ ଟଙ୍କା ବଢ଼ିଲା ସୁନା

ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ୧୩୩,୯୭୦ ଟଙ୍କା ଥିଲା। ସୁନା ମୂଲ୍ୟ ୩ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ୪,୪୮୮.୬୧ ରେ ପହଞ୍ଚିଛି । ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫ ଶହ ୫୦ ଟଙ୍କା ହ ...

  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14198
    Dec 18, 2025
  • ରୂପା ମୂଲ୍ୟରେ ବଡ଼ ବୃଦ୍ଧି

    15232
    Dec 15, 2025
  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    16006
    Dec 08, 2025
  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15171
    Dec 08, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୬୦ ବର୍ଷରେ ପାଦ ଥାପିଲେ ଭାଇଜାନ

    15144
    Dec 27, 2025
  • ଦୈନିକ ୧୦ମିନିଟ୍ ଖବରକାଗଜ ପଢିବେ ଛାତ୍ରଛାତ୍ରୀ

    15578
    Dec 27, 2025
  • ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ

    14222
    Dec 27, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In