Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ...

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

ରାଜ୍ୟ
Home ›› ରାଜ୍ୟ ››ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ: ମୁଖ୍ୟମନ୍ତ୍ରୀ

ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ: ମୁଖ୍ୟମନ୍ତ୍ରୀ

2024-09-27 06:43:11
14708
Share:
Facebook
Twitter
E-Mail
WhatsApp
Telegram
ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ଆଜି ମୋହନ ସରକାରଙ୍କ ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ। ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ ରହିଛି। ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ। ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳଙ୍କୁ ବୁଝାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ। ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ୟ୍ୟକାରୀ ଜିଲାପାଳଙ୍କ ହାତରେ ନ୍ୟସ୍ତ। ସେମାନେ ଲୋକଙ୍କ ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବେ। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିଛନ୍ତି। ଏହାଛଡ଼ା ସେ କହିଛନ୍ତି ଯେ ପୂର୍ବ ସରକାରରେ ହୋଇଥିବା ଦୁର୍ନୀତିର ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ନିଅ । ଏଥିସହ ଫିଲ୍ଡ ଭିଜିଟ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି । ଥାନା ଓ ଶିକ୍ଷାନୁଷ୍ଠାନକୁ ଯାଆନ୍ତୁ, ବିଚୁ୍ୟତି ଦେଖିଲେ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ନୂଆ ସରକାରର ନୂଆ ଅଭିମୁଖ୍ୟକୁ ନେଇ ଆମକୁ କାମ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସେହିପରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ଟ୍ରାନ୍ସଫର କରିବା ପରେ ପଛଘୁଞ୍ଚା ଦିଅନ୍ତୁନି । କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲ୍ଲାପାଳଙ୍କ ହାତରେ କ୍ଷମତା ରହିଛି । ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ । ଜିଲ୍ଲାପାଳ ହେଉଛନ୍ତି ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ । ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳଙ୍କୁ ବୁଝାଏ । ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ । ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଲୋକଙ୍କ ସେବା କରିବାକୁ ଲକ୍ଷ୍ୟ ରଖାଯାଇଛି । ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ ରହିଛି । ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ । ଉନ୍ନତିମୂଳକ କାର୍ଯ୍ୟରେ ବିଳମ୍ବ ହେଲେ ଦୁର୍ନୀତି ହୁଏ । ସେଥିପ୍ରତି ନିଜର ରଖିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ସେହିପରି ତ୍ରୋୟମାସିକ ସମୀକ୍ଷା କରି ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରିବାକୁ ପରାମର୍ଶ ଦେଇଛନ୍ତି । ଦୁର୍ନୀତିକୁ ସାଲିସ କରାଯିବ ନାହିଁ । ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି ।ଆଜି ଜିଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀ ବୈଠକ କରିଥିବାବେଳେ ଆସନ୍ତାକାଲି ଏସ୍‌ପିମାନଙ୍କ ସହ ବୈଠକ କରିବେ।

Powered by Froala Editor

Tags Cm

Related articles Odisha News Lens 4.1

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14947
    May 24, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14790
    May 25, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14533
    May 25, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14520
    May 25, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13308
    May 25, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15614
    May 24, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା
    ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14492
    May 25, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15067
    May 24, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14748
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14748
    May 25, 2026
  • ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15067
    May 24, 2026
  • ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14492
    May 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16878
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17497
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17543
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17928
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15521
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14985
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14396
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14521
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15582
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15421
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15162
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15652
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13986
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14533
    May 25, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15041
    May 25, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15614
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In