Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ...

  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ

  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ...

  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !

  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସଂସଦୀୟ ଷ୍ଟାଣ୍ଡିଂ କମିଟିରେ ଓଡ଼ିଶାର କିଏ ହେଲେ ସାମିଲ ଜାଣନ୍ତୁ

ସଂସଦୀୟ ଷ୍ଟାଣ୍ଡିଂ କମିଟିରେ ଓଡ଼ିଶାର କିଏ ହେଲେ ସାମିଲ ଜାଣନ୍ତୁ

2024-09-27 11:36:50
15981
Share:
Facebook
Twitter
E-Mail
WhatsApp
Telegram
ସଂସଦୀୟ ଷ୍ଟାଣ୍ଡିଂ କମିଟିରେ ଓଡ଼ିଶାର କିଏ ହେଲେ ସାମିଲ ଜାଣନ୍ତୁ

ନୂଆଦିଲ୍ଲୀ: ଗଠିତ ହେଲା ସଂସଦୀୟ ଷ୍ଟାଣ୍ଡିଂ କମିଟି। ବିଭିନ୍ନ ବିଭାଗ ପାଇଁ ଉଭୟ ସଦନର ସଦସ୍ୟଙ୍କୁ ନେଇ କମିଟି ଗଠନ ହୋଇଛି। ଏହି କମିଟିରେ ଓଡ଼ିଶାର ବହୁ ସାଂସଦଙ୍କୁ ସ୍ଥାନ ମିଳିଛି।୩୧ ଜଣିଆ ବାଣିଜ୍ୟ କମିଟିରେ ଓଡ଼ିଶାରୁ ସ୍ଥାନ ପାଇଛନ୍ତି ସାଂସଦ ବୈଜୟନ୍ତ ପଣ୍ଡା। ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ କମିଟିର ସଦସ୍ୟ ଭାବେ ମନୋନୀତ କରାଯାଇଛି। ଅର୍ଥ କମିଟିରେ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ସ୍ଥାନ ମିଳିଛି। ଅର୍ଥ କମିଟିରେ ଅଧ୍ୟକ୍ଷ ଭାବେ ଭର୍ତ୍ତୃହରି ମହତାବଙ୍କୁ ନିଯୁକ୍ତ କରାଯାଇଛି। ଶିକ୍ଷା, ମହିଳା ଓ ଶିଶୁ ବିଭାଗ କମିଟିରେ ସାଂସଦ ସମ୍ବିତ ପାତ୍ର ନିଯୁକ୍ତ ହୋଇଛନ୍ତି। ସେହିପରି ରେଲୱେ କମିଟିରେ ସାଂସଦ ସୁବାଶିଷ ଖୁଣ୍ଟିଆ, ବଳଭଦ୍ର ମାଝୀ ଓ ସଙ୍ଗୀତା ସିଂଦେଓ ସ୍ଥାନ ପାଇଛନ୍ତି। ଶିଳ୍ପ କମିଟିରେ ବିଭୁ ତରାଇଙ୍କ ନାଁ ରହିଛି। ସେହିପରି ସାଂସଦ ଅଭିମନ୍ୟୁ ସେଠୀ ପରିବହନ, ପର୍ୟ୍ୟଟନ ଓ ସଂସ୍କୃତି ବିଭାଗ କମିଟିରେ ସାମିଲ ହୋଇଛନ୍ତି। ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ବିଭାଗ କମିଟି ଅଧ୍ୟକ୍ଷ ଭାବେ ସପ୍ତଗିରି ଉଲ୍ଲାକା ନିଯୁକ୍ତ ହୋଇଛନ୍ତି। ଖାଦ୍ୟ ଓ ସାଧାରଣ ବଣ୍ଟନ କମିଟିର ସଦସ୍ୟ ଭାବେ ମାଳବିକା ଦେବୀଙ୍କ ନାଁ ରହିଛି।
କୋଇଲା, ଖଣି, ଇସ୍ପାତ କମିଟିରେ ଅନନ୍ତ ନାଏକ ଏବଂ ଶ୍ରମ, ଦକ୍ଷତା ବିକାଶ କମିଟିରେ ପ୍ରଦୀପ ପୁରୋହିତ ସାମିଲ ହୋଇଛନ୍ତି। ସେହିପରି ବୈଦେଶିକ ବ୍ୟାପାର ବିଭାଗ କମିଟିରେ ପ୍ରଦୀପ ପାଣିଗ୍ରାହୀ ଅଛନ୍ତି। ପଞ୍ଚାୟତିରାଜ ବିଭାଗ କମିଟିରେ ନବ ଚରଣ ମାଝୀ ଓ ଜଳ ସଂପଦ ବିଭାଗ କମିଟିରେ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସଦସ୍ୟ ଅଛନ୍ତି।ସୂଚନା ଓ ପ୍ରଯୁକ୍ତିବିଦ୍ୟା କମିଟିରେ ରବୀନ୍ଦ୍ର ନାରାୟଣ ନାୟକ ଓ ଶ୍ରମ, ଦକ୍ଷତା ବିକାଶ କମିଟିରେ ରୁଦ୍ର ନାରାୟଣ ପାଣି ସାମିଲ ହୋଇଛନ୍ତି। କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ କମିଟିରେ ସୁକାନ୍ତ ପାଣିଗ୍ରାହୀଙ୍କ ନାଁ ରହିଛି। ବାଣିଜ୍ୟ କମିଟିରେ ସାଂସଦ ଅନିତା ଶୁଭଦର୍ଶିନୀ ସଦସ୍ୟ ଅଛନ୍ତି। ଶକ୍ତି କମିଟିରେ ସ୍ଥାନ ପାଇଛନ୍ତି ରାଜ୍ୟସଭା ସାଂସଦ ମମତା ମହାନ୍ତ। ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ କମିଟିରେ ସସ୍ମିତ ପାତ୍ର ଓ ପ୍ରତିରକ୍ଷା ବିଭାଗ କମିଟିରେ ରାଜ୍ୟସଭା ସାଂସଦ ମୁନ୍ନା ଖାଁ ସାମିଲ ହୋଇଛନ୍ତି। ଶିଳ୍ପ କମିଟିରେ ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କ ନାଁ ରହିଛି। ସେହିପରି ସାର ଓ ରସାୟନ ବିଭାଗ କମିଟିର ସଦସ୍ୟ ଭାବେ ନିରଂଜନ ବିଶିଙ୍କ ନାଁ ରହିଛି।

Powered by Froala Editor

Tags Standing committee

Related articles Odisha News Lens 4.1

  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !
    ଦେଶ-ଦେଶାନ୍ତର

    ପମ୍ପରେ ଆଉ ମିଳିବନି ପେଟ୍ରୋଲ !

    13961
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13529
    Mar 07, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    15011
    Mar 06, 2026
  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ
    ମନୋରଞ୍ଜନ

    ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14507
    Mar 07, 2026
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ  ହେଲିକପ୍ଟର
    ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    14933
    Mar 07, 2026
  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ

    13651
    Mar 07, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13772
    Mar 07, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13576
    Mar 06, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14216
    Mar 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13576
    Mar 06, 2026
  • ମନୋରଞ୍ଜନ

    ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14507
    Mar 07, 2026
  • ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13529
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14216
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14843
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15264
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14471
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15086
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15670
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14979
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14493
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13772
    Mar 07, 2026
  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ

    13651
    Mar 07, 2026
  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14507
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In