Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ...

  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ...

  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ...

  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ...

  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ...

  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ...

  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ...

ରାଜ୍ୟ
Home ›› ରାଜ୍ୟ ››ମହିଳାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ କରିବା ଆମ ସରକାର ପ୍ରତିଶ୍ରୁତିବଦ୍ଧ - ମୁଖ୍ୟମନ୍ତ୍ରୀ

ମହିଳାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ କରିବା ଆମ ସରକାର ପ୍ରତିଶ୍ରୁତିବଦ୍ଧ - ମୁଖ୍ୟମନ୍ତ୍ରୀ

2024-09-28 07:47:09
14574
Share:
Facebook
Twitter
E-Mail
WhatsApp
Telegram
ମହିଳାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ କରିବା ଆମ ସରକାର ପ୍ରତିଶ୍ରୁତିବଦ୍ଧ - ମୁଖ୍ୟମନ୍ତ୍ରୀ

ଲୋକସେବା ଭବନରେ ଜିଲ୍ଲାପାଳ ଓ ଏସପି ସମ୍ମିଳନୀର ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନରେ ଏସପିଙ୍କୁ ଅଭିଭାଷଣ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଓଡ଼ିଶା ପୁଲିସର ମନ୍ତ୍ର ହେଉଛି ସେବା ଓ ସୁରକ୍ଷା। ଆମ ରାଜ୍ୟରେ ମହିଳାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ କରିବା ଆମ ସରକାର ପ୍ରତିଶ୍ରୁତିବଦ୍ଧ। ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଅନ୍ତୁ।

‘ଅପରାଧୀ ଯେଊଁ ପଦ ମର୍ଯ୍ୟାଦାରେ ଥିଲେ ବି କାର୍ଯ୍ୟାନୁଷ୍ଠାନ ହେବ । ବିଗତ ୨୨ ବର୍ଷ ଓଡ଼ିଶା ପାଇଁ ବିରାଟ କାଳଖଣ୍ଡ ଥିଲା । ୨୦୨୨ ପର୍ଯ୍ୟନ୍ତ ମହିଳା ବିରୋଧୀ ହିଂସା ଦଣ୍ଡହାର ମାତ୍ର ୯.୭୩% । ଯାହା ଅତ୍ୟନ୍ତ ନୈରାଶ୍ୟଜନକ, ଆମ ସରକାର ଏହାକୁ ବରଦାସ୍ତ କରିବନି ।’

ଅପରାଧରେ ଲଗାମ ଲଗାଇବା ପାଇଁ ପୁଲିସ କର୍ମଚାରୀମାନେ ୮ଘଣ୍ଟିଆ ଡ୍ୟୁଟି ବଦଳରେ ସବୁବେଳେ ଡ୍ୟୁଟିରେ ରହିବାକୂ କହିଛନ୍ତି। ନିଜ କଥା କହି ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତିଦିନ ରାତି ୨/୩ଟା ବେଳେ ଶୋଉଛି । ଲୋକସେବା ଭବନରେ ରାତି ୧୨ଟା ପର୍ଯ୍ୟନ୍ତ ରହୁଛି । ଆମେ ୮ ଘଣ୍ଟାର ଡ୍ୟୁଟିରେ ସୀମିତ ନୁହେଁ । ପୋଲିସ ଲୋକଙ୍କ ବନ୍ଧୁ ବୋଲି ଜନସଚେତନତା ଜରିଆରେ ଜଣାନ୍ତୁ । ଥାନାରେ ଥିବା ମହିଳା ଓ ଶିଶୁ ଡେସ୍କକୁ ଅଧିକ କାର୍ଯ୍ୟଶୀଳ କରାନ୍ତୁ ।

ଓଡ଼ିଶା ମାଓ ହିଂସାର ଶିକାର ହୋଇଆସୁଥିଲା । ତେଣୁ ବର୍ତ୍ତମାନ ମାଓ ଅଭିଯାନ ଜୋରଦାର ହେବା ସହ ମାଓବାଦୀଙ୍କୁ ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି । ମାଓ ଦମନ ପାଇଁ ଯାହା ଦରକାର ଯୋଗାଇ ଦିଆଯିବ । ପୋଲିସ ଓ କେନ୍ଦ୍ରୀୟ ସୁରକ୍ଷା ବଳ ଯୋଗୁଁ ସ୍ଥିତି ସୁଧୁରିଛି । ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓ ଲଢ଼େଇ ଶେଷ ହେବ ବୋଲି  ମୁଖ୍ୟମନ୍ତ୍ରୀ କହିଛନ୍ତି ।

ପ୍ରତି ପୁଲିସଙ୍କ ପାଖରେ ବାଇକ୍‌ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଗାମୀ ଦିନରେ ୯ ହଜାର ବାଇକ୍ ଯୋଗାଇ ଦିଆଯିବ। ପ୍ରତିଥାନାରେ ୨ଟି ବାଇକ୍ ଥିବାରୁ କାମ ଶୀଘ୍ର ହେଉନି। ଏବେ ପ୍ରତି ଥାନାରେ ସମ୍ପୃକ୍ତ ପୁଲିସ କର୍ମଚାରୀଙ୍କ ନାମରେ ବାଇକ୍ ଦିଆଯିବ। ସେ ଯେଉଁ ଥାନାକୁ ଯିବେ ବାଇକ୍ ସାଥିରେ ନେଇ ଯିବେ।

ପ୍ରତିଥାନାକୁ ୨ଟି ଜିପ୍‌ ତଥା ପ୍ରତି ଜିଲ୍ଲାରେ ଓଡ୍ରାଫ୍‌ ଟିମ୍‌ ମଧ୍ୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶା ଷ୍ଟେଟ୍ ଷ୍ଟ୍ରାଇକିଂ ଫୋର୍ସର ୩ ଟି ବାଟାଲିୟନ ପ୍ରତିଷ୍ଠା ହେବ। ସବୁ ମେଡ଼ିକାଲରେ ଫାଣ୍ଡି ରହିବ। ୧୦ଟି ମେଡ଼ିକାଲ କଲେଜରେ ଫାଣ୍ଡି କରାଯିବ। ବରମୁଣ୍ଡା ବସଷ୍ଟାଣ୍ଡରେ ଆଉଟ ପୋଷ୍ଟ୍ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରଥମେ ଆଇଏଏସ ଅଫିସରଙ୍କୁ ତାଗିଦ୍ କରିଥିବାବେଳେ ଏବେ ଆଇପିଏସ୍ ଅଫିସରଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ତାଗିଦ୍ କରିଛନ୍ତି। ପୁଲିସ କର୍ମଚାରୀଙ୍କ ଆଚରଣ ଏବଂ ଉଚ୍ଚାରଣ ଠିକ୍ ରହିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରି କହିଛନ୍ତି ଯେ ପୁଲିସ କର୍ମଚାରୀଙ୍କ ଆଚରଣ ଏବଂ ଉଚ୍ଚାରଣ ଠିକ୍ ରହିବା କଥା |

Powered by Froala Editor

Tags Chief Minister Mohan Charan Majhi

Related articles Odisha News Lens 4.1

  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ
    ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13426
    Aug 22, 2026
  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13428
    Aug 22, 2026
  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ
    ଦେଶ-ଦେଶାନ୍ତର

    ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15178
    Aug 22, 2026
  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି
    ଦେଶ-ଦେଶାନ୍ତର

    ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି

    15271
    Aug 22, 2026
  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15322
    Aug 22, 2026
  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର
    ଦେଶ-ଦେଶାନ୍ତର

    ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    13966
    Aug 22, 2026
  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    14952
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15394
    Aug 22, 2026
  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ
    ଦେଶ-ଦେଶାନ୍ତର

    ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ଲାଇସେନ୍ସ ରଦ୍ଦ

    14496
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    13966
    Aug 22, 2026
  • ଦେଶ-ଦେଶାନ୍ତର

    ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15280
    Aug 22, 2026
  • ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    14952
    Aug 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17046
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17671
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17715
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15238
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16002
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13920
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14949
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14721
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15963
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14001
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14388
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15322
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ

    15394
    Aug 22, 2026
  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15178
    Aug 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In